ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଛାନିଆ
ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ରବିବାର ଦାରିଙ୍ଗବାଡି ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିରେ ଅପରାହ୍ନରେ ପହଞ୍ଚି ବ୍ଲକ କର୍ମଚାରୀଙ୍କ ସହ ସ୍କୁଟି ଧରି ବିଭିନ୍ନ ହଷ୍ଟେଲରେ ପହଞ୍ଚି ପରିଦର୍ଶନ କରିଥିଲେ। ଜିଲାପାଳ ଅମ୍ରିତ ଋତୁରାଜ କନ୍ଧମାଳରେ ନୂତନ ଭାବେ…
ଦମନ, ଗଦର ପରେ ଏବେ ସ୍ତ୍ରୀ-୨ ପାଇଲା ସଫଳତା, ଚର୍ଚ୍ଚାରେ ଦାରିଙ୍ଗବାଡ଼ିର ବରୁଣ
ଦାରିଙ୍ଗବାଡ଼ି,୧୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବରୁଣ ବିଶୋଇ ଜଣେ ସଫଳ ବଲିଉଡ୍ ଫଳି କଳାକାର ଭାବେ ଜଣାଶୁଣା। ସେ ଏବେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ଶତାଧିକ ବଲିଉଡ୍ ଫିଲ୍ମ ସମେତ ଓଡ଼ିଆ…
କଳା ବ୍ୟାଜ ବାନ୍ଧି ଡାକ୍ତରଙ୍କ ପ୍ରତିବାଦ
ରାଇକିଆ,୧୭।୮(ପ୍ରଦୀପ ବେହେରା): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ କୋଲକାତା ଆର୍.ଜି କର ମେଡିକାଲ କଲେଜରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ସାରା ଦେଶରେ ଡାକ୍ତରମାନେ ପ୍ରତିବାଦ କରି ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ…
ତେଜରାତି ଦୋକାନରେ ବିକୁଥିଲେ କଣ୍ଟ୍ରୋଲ ଚାଉଳ: ମାଡ଼ି ବସିଲା ଯୋଗାଣ ବିଭାଗ
ବାଲିଗୁଡ଼ା,୧୭।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଯୋଗାଣ ବିଭାଗ ଶନିବାର ନୂଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଅଚାନକ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଧିକାରୀମାନେ ଦୋକାନରୁ ୬ କୁଇଣ୍ଟାଲ ସରକାରୀ କଣ୍ଟ୍ରୋଲ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଲେ ଏମପି: ପଚାରି ବୁଝିଲେ ସମସ୍ୟା
ରାଇକିଆ,୧୭।୮-(ପ୍ରଦୀପ ବେହେରା): କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀଙ୍କ ରାଇକିଆ ଗସ୍ତ ଅବସରରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ରୋଗୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରିବୁଝିଛନ୍ତ। ଇନଡୋରରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଫଳ ବଣ୍ଟନ କରିଥିଲେ।ଏହି ଅବସରରେ ମେଡିକାଲର ବିଭିନ୍ନ ଆବଶ୍ୟକତା ସମ୍ପର୍କରେ…
ଅଙ୍ଗନୱାଡି ସୁପରଭାଇଜର ନେଉଥିଲେ ଲାଞ୍ଚ: ମାଡ଼ିବସିଲା ଭିଜିଲାନ୍ସ
ଫୁଲବାଣୀ/ଗୋଚ୍ଛାପଡା/ଫିରିଙ୍ଗିଆ,୧୬ା୮(ରାକେଶ କୁମାର ରାଉତ/ରୋହିତ କହଁର/ବିମଳ ଦିଗାଲ): ମିନି ଅଙ୍ଗନୱାଡିକୁ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ କରାଇବା ପାଇଁ ଲାଞ୍ଚ ନେବା ବେଳେ ଶୁକ୍ରବାର ଜଣେ ଅଙ୍ଗନୱାଡି ସୁପରଭାଇଜରଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଅଧିକାରୀ ଧରିଛନ୍ତି। ସେ ହେଲେ ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ସର୍କଲର…
କନ୍ଧମାଳରେ ହେବ ଆଳୁ, ପିଆଜ ଚାଷ: ନିର୍ମାଣ କରାଯିବ ୫୮ ଶୀତଳଭଣ୍ଡାର
ବାଲିଗୁଡା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପାତ୍ର ଖବରଦାତାଙ୍କୁ କହିଥିଲେ, ରାଜ୍ୟରେ ଆଳୁ…
‘ବିଦ୍ୟାଳୟକୁ ସୁସଜ୍ଜିତ କରିବା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ’
ରାଇକିଆ,୧୬।୮(ପ୍ରଦୀପ ବେହେରା): କନ୍ଧମାଳ-ଗଞ୍ଜାମ ସୀମାନ୍ତ ରଣବା ପଞ୍ଚାୟତ ଦୁର୍ଗମ କକରବାଡି ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଏବଂ ପରିଚାଳନା କମିଟିର ଉଦ୍ୟମ କ୍ରମେ ବିଦ୍ୟାଳୟ ପରିସରରେ ଏହାକୁ ସ୍ଥାପନ କରାଯାଇଛି।…
ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ
ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ…
କୃଷି, ଶିକ୍ଷାର ବିକାଶକୁ କରାଯିବ ତ୍ୱରାନ୍ବିତ: କନ୍ଧମାଳ ଏମ୍ପି
ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଗୁରବାର ୭୮ତମ ସାଧୀନତା ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ କନ୍ଧମାଳ ଏମ୍ପି ସୁକାନ୍ତ ପାଣିଗ୍ରାହୀ ଯୋଗଦେଇତ ପତାକା ଉତ୍ତୋଳନ କରିଥିଲେ। କନ୍ଧମାଳରେ ପର୍ଯ୍ୟଟନ ଓ କୃଷି କ୍ଷେତ୍ରରେ ବିକାଶକୁ…
ଲାଲକିଲ୍ଲାରେ ଅଙ୍ଗନାୱାଡି ଦିଦି: ଭଲ କାମ କରି ହେଲେ ପୁରସ୍କୃତ
ଦାରିଙ୍ଗବାଡି,୧୫।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହି ଅଙ୍ଗନାୱାଡି କେନ୍ଦ୍ରର କର୍ମୀ ଲିଲି ପୁଷ୍ପିକା ଏକ୍କା ଏବେ ଦିଲ୍ଲୀରେ। ସେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଦିଲ୍ଲୀ ଡାକରା ପରେ ସୋମବାର ଦିଲ୍ଲୀ ଯାଇଛନ୍ତ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀଠାରେ…
ଦାରିଙ୍ଗବାଡ଼ିରେ ଉଡ଼ିଲା ତ୍ରିରଙ୍ଗା
ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ୭୮ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆଠାରେ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି…
Archives


