କନ୍ଧମାଳ

କମୁଛି ରବି ଚାଷ: ପୁନରୁଦ୍ଧାର ହେଉନି ଜଳସେଚନ ପ୍ରକଳ୍ପ

ରାଇକିଆ,୨୦।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ବିଭିନ୍ନ ଜଳ ସେଚନ ପ୍ରକଳ୍ପ ଶୁଖିଲା ପଡ଼ିଛି । ଫେବୃଆରୀ ଆରମ୍ଭ ରୁ ବିଶେଷ କରି କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ଗୁଡିକ ରେ ଜଳ ସ୍ତର କମିବା, କେନାଲ ରେ…

ଅଦିନିଆ ବର୍ଷା ପବନରେ ଘରର ଛପର ଉଡିଲା , ବିଳମ୍ବିତ ରାତିରେ…

ଦାରିଙ୍ଗବାଡି, ୨୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମଣିପୁର ଅଞ୍ଚଳରେ ବିଳମ୍ବିତ ରାତିରେ ହଠାତ ବର୍ଷା ଓ ପବନ ଯୋଗୁ ଏକାଧିକ ଲୋକଙ୍କ ଘରର ଛପର ଉଡିବା ସହ ଆଜବେଷ୍ଟସ ଉଡି ଭାଙ୍ଗି ନଷ୍ଟ ହୋଇଛି। ସୂଚନା…

ଧରିତ୍ରୀ ପ୍ରଭାବ: ଡାଳିମ୍ବ ଦିଗାଳଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା

ରାଇକିଆ,୧୦।୨(ପ୍ରଦୀପ ବେହେରା): ରାଇକିଆ ବ୍ଲକ ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କ ବୟସ ୯୧ ହୋଇଥିଲେ ମଧ୍ୟ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିଲେ। ବର୍ଦ୍ଧିତ ଭତ୍ତା ପାଇବା ପାଇଁ ଆବଶ୍ୟକୀୟ ପରିଚୟ ପତ୍ର ଦାଖଲ କରି ନ ପାରିବା ଯୋଗୁ…

Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

ମାସିକ ଭତ୍ତା ୩ ହଜାର ଦାବିରେ ବ୍ଲକ ଘେରିଲେ, ଭାଜପା ସରକାରକୁ କଲେ ସମାଲୋଚନା, ନିର୍ବାଚନ ସରିଲା କିନ୍ତୁ ଏଯାଏ…

ଦାରିଙ୍ଗବାଡ଼ି,୧୯।୨(ଅରୁଣ ସାହୁ): ସମସ୍ତ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମାସିକ ୩ ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯିବା ଦାବିରେ ଓଡ଼ିଶା ଭତ୍ତାପ୍ରଦାନ ସଂଘର୍ଷ ସମିତି ପକ୍ଷରୁ ଦାବି କରାଯାଇଛି। ମଙ୍ଗଳବାର ଦାରିଙ୍ଗବାଡିଠାରେ ବିରାଟ ସଭା ଓ ଶୋଭାଯାତ୍ରା ମାଧ୍ୟମରେ ପ୍ରତିବାଦ…

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ ସେ ଗତ କିଛିଦିନ ହେଲା ବ୍ରହ୍ମପୁର ମେଡିକାଲ, ଦୁଇଦିନ…

ଭାଜପା ସଭାପତିଙ୍କୁ ସମ୍ବର୍ଦ୍ଧନା: ତୃଣମୂଳସ୍ତରରୁ ଦଳୀୟ ସଂଗଠନ ହେବ ମଜଭୁତ

ରାଇକିଆ,୧୭।୨(ପ୍ରଦୀପ ବେହେରା):କନ୍ଧମାଳ ଜିଲା ଭାଜପା ସଭାପତି ପଣ୍ଡିତ କୁମାର ବିସ ମାଝିଙ୍କୁ ସୋମବାର ରାଇକିଆ ଠାରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଜିଲା ସଭାପତି ଭାବେ ମନୋନୀତ ହେଲା ପରେ ପ୍ରଥମଥର ପାଇଁ ରାଇକିଆ ଆସିଥିବା ଅବସରରେ ମଣ୍ଡଳ ସଭାପତି ସନ୍ତୋଷ…

ଗୋଟିଏ ରାତିରେ ୩ ଚୋରି: ଦୋକାନ ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧୬ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ ଗୋଟିଏ ରାତିରେ ତିନୋଟି ସ୍ଥାନରୁ ସିରିଜ ଚୋରି ହୋଇଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଶନିବାର ରାତିରେ ବାଲିଗୁଡ଼ା ଟାଉନର ତହସିଲଦାରଙ୍କ କ୍ୱାର୍ଟର ସମ୍ମୁଖରେ ଥିବା ଗିରିଜା ମେଡିସିନ ଷ୍ଟୋରର ତାଲା…

ନିଜ ଘରେ ନିଆଁ ଲଗାଇଲେ ମହିଳା, ତା’ପରେ ଯାହା ଘଟିଲା…

ବାଲିଗୁଡ଼ା,୧୫।୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ ସୁନାପାଙ୍ଗାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ମାନସିକ ବିକୃତ ମହିଳା ନିଜ ଘରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ପୋଡ଼ି…

ଶିକ୍ଷାଦାନର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ: କୃତି ପ୍ରତିଯୋଗୀ ପୁରସ୍କୃତ

ବାଲିଗୁଡା,୧୫।୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ନୁଆସାହିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିଭି)ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ଆୟୋଜନ ପରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର…

ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୪।୨: (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଠାରେ ଭାରତ ନିର୍ମାଣ ଆଜାଦି ସେବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ସାରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ଏହି ଉଦ୍ଦେଶ୍ୟ ରେ ଏକ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଛତିଶଗଡ଼-ପଶ୍ଚିମବଙ୍ଗକୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ଯୋଜନା ଭଣ୍ଡୁର : ୩ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ବାଲିଗୁଡା, ୧୪।୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା l ବାଲିଗୁଡା ବ୍ଲକ ପରମପାଙ୍ଗା ପଞ୍ଚାୟତରେ ବାଲିଗୁଡା ଥାନା ଏସଆଇ ପ୍ରମୋଦ କୁମାର ଜେନାଙ୍କ ସହ ପୋଲିସ ସଦଳବଳ ପାଟ୍ରୋଲିଂ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?