ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା
ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍ ଶନିବାର ଠାରୁ ଥଣ୍ଡା ବଢ଼ିଛି। ଶୁକ୍ରବାର ସାରୁ ଜି.ଉଦୟଗିରିରେ ଅସହ୍ୟ ଥଣ୍ଡା ଅନୁଭୂତ ହୋଇଥିଲା। ରବିବାର ସକାଳ…
ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…
ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ, ସନ୍ତୋଷ ଗତ କିଛିଦିନ ପୁର୍ବରୁ ରାୟଗଡ଼ା ଜିଲାରେ ଏକ ମହୋତ୍ସବରେ ଯୋଗଦେଇ ଘରକୁ ଫେରିଥିଲେ।…
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ
ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ…
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ…
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ କଳହରୁ ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଶାଶୁଙ୍କ ମୃତ୍ୟୁ ଘଟିଛି। ସିର୍ତିଗୁଡା ଗ୍ରାମର ଜ୍ୱାଇଁ ସୁରତ…
ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ
ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ…
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍ସ…
ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଏବେଠାରୁ ଦାରିଙ୍ଗବାଡି ସଜେଇ ହେବା ଆରମ୍ଭ ହୋଇଛି। ମହୋତ୍ସବ ପଡିଆ ଓ ମଞ୍ଚର ମରାମତି…
ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼
ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି…
ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ
ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର ଅପରାହ୍ନରେ ଉଦଘାଟନ କରିଛନ୍ତି। ପ୍ରଥମେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର, ସିଆରପିସିଏମ ଓ ଏମବିକେମାନେ…
Archives


