ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…
ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ…
ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍
ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି। ଚାରିଆଡେ ଗଦା ଗଦା ଅଳିଆ ସାଙ୍ଗକୁ ପାନ ଛେପ ପରିବେଶକୁ ଅଧିକ ଦୂଷିତ…
ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ
ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ ମହାପ୍ରଭୁ ବଳଭଦ୍ରଙ୍କୁ ବଳରାମ ବେଶରେ ସଜ୍ଜିତ କରାଯାଇଥିଲା। ବଡ଼ ପଣ୍ଡା ଅଚ୍ୟୁତ ପଣ୍ଡା…
ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..
ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା…
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ କୁମାର ଚୌଧୁରୀ। ସେ ସୋରିଷରେ ୧.୫ ସେଣ୍ଟିମିଟର ଉଚ୍ଚତାର ସୂକ୍ଷ୍ମ ନନ୍ଦିଘୋଷ ରଥ…
ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ ରହିଥିବା ପ୍ରଶାନ୍ତ ମହାପାତ୍ରଙ୍କ ତାରିଣୀ ଜୁଏଲର୍ସରୁ ଲକ୍ଷାଧିକ ଟଙ୍କାର ସୁନା, ରୁପା ଚୋରି…
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ ସନ୍ଧ୍ୟା ଆଳତୀ ଦେଖିବାକୁ ଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହିଥିଲା। ଝିପି…
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଡ୍ରିଙ୍ଗୁଳା ନାୟକ। ମିଳିଥିବା…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍ ସମେତ ସମସ୍ତ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସୂଚନା ଅନୁଯାୟୀ, ଧରମପୁର ନିକଟରେ…
ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର ନୁହେଁ, ସମଗ୍ର ଅଞ୍ଚଳରେ ଖୁସି ଓ ଆନନ୍ଦର ଲହରୀ ଖେଳିଯାଏ। ଏଭଳି ପୁଅ…
ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଭାଜପାର କର୍ମକର୍ତ୍ତାଙ୍କ ମଧ୍ୟରେ ଅଧିକ ଉତ୍ସାହ ରହିଛି। କନ୍ଧମାଳ ଏମପି ସୁକାନ୍ତ…
କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ ନାହିଁ । ଗତ ଗୋଟିଏ ଦଶନ୍ଧି ହେଲା ହଳଦୀ ଦର କିଲୋ ପିଛା…

