କନ୍ଧମାଳ

୧୧ ବର୍ଷ ପରେ ଆସିଲା ରାୟ, ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ

ବାଲିଗୁଡା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଘଟିଥିବା ଏକ ଡକାୟତି ମାମଲାର ଶୁଣାଣି କରି ସହକାରୀ ଦୌରା ଜଜ ମୁଖ୍ୟ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଡକାୟତ ଗ୍ୟାଙ୍ଗ ଘର…

ଆତ୍ମନିର୍ଭରଶୀଳ କରି ଗଢ଼ି ତୋଳିବାକୁ ପ୍ରୟାସ

ଥୂଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ତି ଜିଲାରେ ସରକାରଙ୍କ ଦ୍ବାରା ଅନୁମୋଦନକାରୀ ବିଭିନ୍ନ ତାଲିମ ସଂସ୍ଥା ପକ୍ଷରୁ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ ପ୍ରାର୍ଥିନୀପ୍ରାର୍ଥୀମାନଙ୍କୁ ବିଭିନ୍ନ ସ୍ଥାନରେ ଥିବା ତାଲିମ କେନ୍ଦ୍ରରେ ତାଲିମ ପ୍ରଦାନ କରି ଆତ୍ମ ନିର୍ଭରଶୀଳ…

ଦ୍ୱିତୀୟ ଥର ପାଇଁ ସ୍ଥିତି ଜାହିର କଲା ଲାଲବାହିନୀ: କହମଗୁଡା ଛକ ଘାଟି ଅଞ୍ଚଳରେ ଲାଗିଲା ମାଓବାଦୀ ବ୍ୟାନର, ପୋଷ୍ଟର 

ବାଲିଗୁଡା,୧୪।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଅଞ୍ଚଳରେ ପୁଣି ଲାଲବାହିନୀ ବ୍ୟାନର ଓ ପୋଷ୍ଟର ଲାଗିଛି। କୋଟଗଡ଼ ଥାନା ସୁବର୍ଣ୍ଣଗିରି ରାସ୍ତାର କହମଗୁଡ଼ା ଛକ ନିକଟରେ ଶୁକ୍ରବାର ସକାଳୁ ବାଘୁନା ଡିଭିଜନାଲ କମିଟି ପକ୍ଷରୁ…

ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

ବାଲିଗୁଡ଼ା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି ସୁନା, ରୁପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ। ଦୀର୍ଘ ୧୧ ବର୍ଷ ପରେ ଆଜି…

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ବ୍ରାହ୍ମଣୀଗାଁ,୧୩ା୨(ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁରେ ବିକଶିତ ଗାଁ ବିକଶିତ ଓଡ଼ିଶା ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା କାର୍ଯ୍ୟକ୍ରମ ସରପଞ୍ଚ ସଂଯୁକ୍ତା ମଳିକଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ପ୍ରଧାନ, ଏଡିଓ ନିଥନୀୟଲ ଚାଲାନସେଠ, ଓ୍ବାର୍ଡ଼ମେମ୍ବର ସଭ୍ୟାସଭ୍ୟ ଏବଂ ଜନସାଧାରଣ…

ଅନୁସୂଚିତ ଜାତି-ଜନଜାତି ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଉନ୍ନତମାନର ଶିକ୍ଷା ଦିଆଯିବା ଆବଶ୍ୟକ

ବାଲିଗୁଡା,୧୩।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ, ପୋଷାକ ଓ…

ନିଆଁ ଲାଗି ଫସଲ ନଷ୍ଟ: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଖଜୁରୀପଡ଼ା,୧୩ା୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ତହସିଲ ଅନ୍ତର୍ଭୁକ୍ତ ବଲସକୁମ୍ପା ପଞ୍ଚାୟତର କେନ୍ଦ୍ରା ସାହିରେ ଚାଷୀ ସଞ୍ଜୟ କହଁର ବସବାସ କରନ୍ତି। ଗରିବ ଆଦିବାସୀ ଶ୍ରେଣୀର ଅଟନ୍ତି ସଞ୍ଜୟ। ସେ ମୂଲ ମଜୁରୀ କାମ ସାଙ୍ଗକୁ ନିଜ ଜମିରେ ଚାଷବାସ କରି…

ହାତୀମୁଣ୍ଡା ପଞ୍ଚାୟତର ଋଷିମାଳ ପାହାଡ଼ରେ ବୁଲୁଛନ୍ତି ହାତୀ ପଲ, ଭୟରେ ଘରୁ ବାହାରୁନାହାନ୍ତି ଲୋକେ

ଦାରିଙ୍ଗବାଡି /ବ୍ରାହ୍ମଣୀଗାଁ,୧୨।୨ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲାା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳ ହାତୀମୁଣ୍ଡା ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ବଣୁଆ ହାତୀ। ସେମାନଙ୍କ ଚଳପ୍ରଚଳ ଦେଖି ଲୋକ ଭୟଭୀତ ହୋଇପଡିଛନ୍ତି। ସା ହେଲେ ତାଟି କବାଟ ବନ୍ଦ କରି…

ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ପ୍ୟାନ୍‌ରେ ଫିଙ୍ଗିଦେଲେ ନାବାଳିକା ଛାତ୍ରୀ, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): ସ୍ବାସ୍ଥ୍ୟକେନ୍ଦ୍ରର ଶୌଚାଳୟରୁ ମୃତ ନବଜାତ ଶିଶୁ ଉଦ୍ଧାର ହୋଇଛି। ଜନୈକା ନାବାଳିକା ଛାତ୍ରୀ ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ମଧ୍ୟରେ ଫିଙ୍ଗିଦେଇଥିଲେ ବୋଲି ଚର୍ଚ୍ଚା ହେଉଛି। ଅଗ୍ନିଶମ ବିଭାଗ ପକ୍ଷରୁ ଶୌଚାଳୟ ଭାଙ୍ଗି ମୃତ ନବଜାତକଙ୍କୁ ଉଦ୍ଧାର କରାଯାଇଛି।…

ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ ରାଜ୍ୟ ରାଜପଥ- ୫ ର ମୁଖ୍ୟ ରାସ୍ତା କଡ଼ରେ ଗାଁ କଲ୍ୟାଣ ସମିତିର ହୋର୍ଡିଂ…

ବ୍ରାହ୍ମଣୀଗାଁରେ ମା’ ଲୁର୍ଦ୍ଧୁମେରୀଙ୍କ ପର୍ବ: ମେରୀଙ୍କ ପୀଠରେ ମିଳିତ ଦିବ୍ୟ ଯଜ୍ଞ

ବ୍ରାହ୍ମଣୀଗାଁ,୧୧ା୨(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁସ୍ଥିତ କ୍ୟାଥେଲିକ ମଣ୍ଡଳୀ ପକ୍ଷରୁ ମା ’ ଲୁର୍ଦ୍ଧୁମେରୀଙ୍କ ପର୍ବ ପାଳନ କରାଯାଇଛି। ଏହି ଅବସରରେ ସ୍ଥାନୀୟ ମା’ ମେରୀଙ୍କ ପୀଠରେ ମିଳିତ ଦିବ୍ୟ ଯଜ୍ଞ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ…

ଭାଜପାର ସମର୍ପଣ ଦିବସ: ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ମନେପକାଇ…

ରାଇକିଆ,୧୨।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟତିଥିକୁ ସମର୍ପଣ ଦିବସ ଭାବେ ପାଳନ କରାଯାଇଛି । ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଭାଜପା ଜଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?