କନ୍ଧମାଳ

ରାଇକିଆ ବ୍ଲକ୍ ଦାୟିତ୍ୱ ନେଲେ ଜି. ଉଦୟଗିରି ବିଡ଼ିଓ

ରାଇକିଆ,,୮ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ର ନୂତନ ବିଡ଼ିଓ ଭାବେ ଦାୟିତ୍ଵ ନେଇଛନ୍ତି ମନୋଜ କୁମାର ଦେବତା। ସେ ଜି. ଉଦୟଗିରି ବିଡିଓ ଭାବେ କାର୍ଯ୍ୟ କରୁଥିବା ବେଳେ ରାଇକିଆ ବ୍ଲକ୍ ରେ ତାଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି।…

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍‌ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ…

ଆତ୍ମରକ୍ଷା କୌଶଳ ଜାଣିଲେ ଛାତ୍ରୀ

ବ୍ରାହ୍ମଣୀଗାଁ,୮ା୧(ମନୋରଞ୍ଜନ ରଣା) : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ଥିବା ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବରାଜ ବଳିଆରସିଂଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟନ ହୋଇଯାଇଛି। ଯୁକ୍ତ ଦୁଇ ପ୍ରଥମ ବର୍ଷର ୧୬୧ ଜଣ ଛାତ୍ରୀଙ୍କୁ ନେଇ ଏହି ଶିବିର…

ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୮ା୧(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି ହେଉଛି ସ୍ଥାନୀୟ ଲୋକଙ୍କ ପିକ୍‌ନିକ୍‌ ସ୍ଥାନ। ବର୍ଷ ତମାମ ଏଠାରେ ଭୋଜିଭାତର ଆସର ଜମିଥାଏ।…

ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ଛାତ୍ରୀଛାତ୍ର

ରାଇକିଆ,୮।୧(ପ୍ରଦୀପ ବେହେରା): ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ୱରରେ ଆଜିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ବିଶ୍ୱର କୋଣଅନୁକୋଣରୁ ପ୍ରବାସୀ ଭାରତୀୟ ଆସୁଛନ୍ତି । ସେମାନଙ୍କୁ ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସ୍ବାଗତ…

ବଢୁଛି ଶୀତ, ମହୋତ୍ସବକୁ ନେଇ ଉତ୍ସାହ: ତଦାରଖ କଲେ ବିଡ଼ିଓ

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଦିନକୁ ଦିନ ଶୀତ ଯେମିତି ବୃଦ୍ଧି ପାଉଛି ସେମିତି ଶୀତ ମହୋତ୍ସବକୁ ନେଇ ଉତ୍ସାହ ବଢିବାରେ ଲଗାଛି। ଆସନ୍ତା ଶନିବାର ଠାରୁ ଏହି ମହୋତ୍ସବର ଶୁଭାରମ୍ଭ ହୋଇ ସୋମବାର ଉଦଯାପିତ…

ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର

ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା ବେଳେ ଏହାର ପ୍ରସ୍ତୁତି ଜୋରଦାର ଚାଲିଛି । ଏହି ମହୋତ୍ସବକୁ ଭଲ ପାଉଥିବା ଦାରିଙ୍ଗବାଡି…

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ ସିମବର୍ତ୍ତୀ କୁମ୍ଭାରମୁଣ୍ଡା ନିକଟରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ଜଣେ ଫାଇନାନ୍ସ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା ସମୟରେ…

ଏଣିକି ନିଜ ପାଇଁ ନିଜେ ଲଢ଼ି ଶିଖିବେ ଝିଅ

ଜି.ଉଦୟଗିରି ୭।୧(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଙ୍ଗଳବାର ଆଠ ଦିନିଆ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛ। ଅନୁଷ୍ଠାନର ଅଧ୍ୟକ୍ଷ ଶିବରାମ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ସ୍ଥାନୀୟ ତହସିଲଦାର ରଞ୍ଜନ…

ଆଦିବାସୀ ମେଳାରେ ଲୋକଙ୍କ ମନ ଜିଣୁଛି କନ୍ଧମାଳ ସାମଗ୍ରୀ: ଆକର୍ଷଣ ପାଲଟିଛି କୁଟିଆ କନ୍ଧଙ୍କ ଘର

ଦାରିଙ୍ଗବାଡି,୭।୧(ଅରୁଣ ସାହୁ): ରାଜ୍ୟ ଆଦିବାସୀ ମେଳାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ପାରମ୍ପରିକ ସାମଗ୍ରୀ ବିକ୍ରୀ ହେଉଛି। ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ୫ଟି ଷ୍ଟଲ ଆଦିବାସୀ ମେଳାରେ ସ୍ଥାନ ପାଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ ୩ଟି ଷ୍ଟଲ ସ୍ଥାନ…

ରାଇକିଆ ଭାଜପା ନୂତନ ମଣ୍ଡଳ ସଭାପତିଙ୍କୁ ସମ୍ବର୍ଦ୍ଧନା: କହିଲେ ଭାଜପା ଭରସା କରିଥିବାରୁ …

ରାଇକିଆ,୬।୧(ପ୍ରଦିପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପାର ୧୭ ନମ୍ବର ଜୋନ୍‌ର ମଣ୍ଡଳ ସଭାପତି ଭାବେ ସନ୍ତୋଷ ପାତ୍ରଙ୍କୁ ମନୋନୀତ କରାଯାଇଅଛି । ରାଜ୍ୟ ଭାଜପା ତରଫରୁ ଏ ନେଇ ବିଧିବଧ ଭାବେ ଘୋଷଣା ପରେ ଦଳୀୟକର୍ମୀ ଏବଂ ଶୁଭେଚ୍ଛଙ୍କ ତରଫରୁ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?