କନ୍ଧମାଳ

ଜୀବନ ଜ୍ୟୋତି କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର

ରାଇକିଆ,୬।୧(ପ୍ରଦୀପ ବେହେରା ): କନ୍ଧମାଳ ଜିଲା ରାଇକିଆ ଜୀବନ ଜ୍ୟୋତି କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଏହି ଆତ୍ମସୁରକ୍ଷା ତାଲିମ ଜାନୁଆରୀ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। କାର୍ଯ୍ୟକ୍ରମରେ ଅଧ୍ୟାପିକା ଲିଜାଲିନ ଭୋଇ ସ୍ବାଗତ ଭାଷଣ ତଥା…

ଦୀର୍ଘଦିନ ବ୍ୟବଧାନ ପରେ ଗ୍ରୀନବାଡ଼ିରେ ଅବକାରୀ ବିଭାଗର ଚଢ଼ାଉ:ମିଳିଲା…

ଦାରିଙ୍ଗବାଡି,୬।୧(ଅରୁଣ ସାହୁ): ଦୀର୍ଘଦିନ ବ୍ୟବଧାନ ପରେ ଦାରିଙ୍ଗବାଡି ଅବକାରୀ ବିଭାଗ ପକ୍ଷରୁ ଗ୍ରୀନବାଡି ପଞ୍ଚାୟତ ଅଞ୍ଚଳରେ ଚଢ଼ାଉ କରାଯାଇଛି। ଚୋରାମଦ କାରବାର ନେଇ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବରପାଇ ସୋମବାର ଏହି ଚଢ଼ାଉ କରିଥିଲା। ବିଭାଗର ଅଧିକାରୀ ପ୍ରକାଶଚନ୍ଦ୍ର ମଲିକଙ୍କ…

ଭାଜପା ମଣ୍ଡଳ ସଭାପତି ହେଲେ ମିଟୁ ସାହୁ, କହିଲେ ସମସ୍ତଙ୍କୁ ନେଇ ଦଳ ପାଇଁ…

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ମଣ୍ଡଳ ପାଇଁ ସଭାପତି ଚୟନ ହୋଇଯାଇଛି। ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ନାମ ତାଲିକା ଘୋଷଣା କରିସାରିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ମଣ୍ଡଳ ସଭାପତି ଭାବେ ମିଟୁ ସାହୁଙ୍କ…

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ତହସିଲଦାର ନମିତା ପ୍ରଧାନ, ଏମ୍‌ଭିଆଇ ପ୍ରଶାନ୍ତ କୁମାର ଦାସଙ୍କ…

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ…

ଦାରିଙ୍ଗବାଡି ଥାନାରେ ଯୋଗଦେଲେ ନୂତନ ଥାନା ଅଧିକାରୀ: ଗୋଟିଏ ବର୍ଷରେ ୩ ବଦଳି

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଆଇଆଇସି ଭାବେ କନକ କୁମାର ମାଝୀ ରବିବାର ସଂନ୍ଧ୍ୟାରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସେ ଫୁଲବାଣୀ ଟାଉନ ଥାନାରୁ ବଦଳି ହୋଇ ଦାରିଙ୍ଗବାଡି ଥାନାକୁ ଆସିଛନ୍ତି। ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ…

ଦାରିଙ୍ଗବାଡ଼ି ବୁଲିଲେ ଇଟାଲୀ ପର୍ଯ୍ୟଟକ

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲାକୁ ବିଦେଶୀ ପର୍ଯ୍ୟଟକମାନେ ବୁଲିବା ଆଗ୍ରହ ରହୁଥିବା ବେଳେ ଦାରିଙ୍ଗବାଡ଼ି, ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼ ଆଦି ଅଞ୍ଚଳରେ ବୁଲି ଅନୁସୂଚିତ ଜନଜାତିଙ୍କ ସମ୍ପର୍କରେ ଅଧିକା ଜାଣିବା ପାରମ୍ପରିକ ଖାଦ୍ୟ ସମେତ ସେମାନଙ୍କ ଚଳଣିକୁ ପସନ୍ଦ କରୁଥିବା…

ବାରଣ୍ଡାରେ ବସିଥିବାବେଳେ ମାଡ଼ିଗଲା ଅଟୋ, ୩ ଗୁରୁତର

ରାଇକିଆ,୫ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବାସନ୍ତୀ ପଲ୍ଲୀ ଛକ ନିକଟରେ ରବିବାର ଅପରାହ୍ନରେ ଘର ବାରଣ୍ଡା ଉପରକୁ ଅଟୋ ମାଡ଼ି ଯାଇ ୩ ଜଣ ଗୁରୁତର ହୋଇଛନ୍ତି। ଏକ ଡାଲା ଅଟୋ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ ଘର ବାରଣ୍ଡା ଉପରକୁ…

ସୌନ୍ଦର୍ଯ୍ୟ ହରାଉଛି ‘ଆଇ ଲଭ୍‌ ଦାରିଙ୍ଗବାଡ଼ି ସାଇନ୍‌ ବୋର୍ଡ’

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସୁଛନ୍ତି। ଆଉ କିଛି ଦିନ ପରେ ଏଠାରେ ଆରମ୍ଭ ହେବ ଶୀତ ମହୋତ୍ସବ। ଏନେଇ ସ୍ଥାନୀୟ ଓ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଦାରିଙ୍ଗବାଡ଼ି ଏହି ମହୋତ୍ସବ…

ପାଟ୍ଟାବନ୍ଧା ଜଳପ୍ରପାତରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ଭୋଜିଭାତ କରି ଉଠାଉଛନ୍ତି ମଜା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଯେତିକି ଶୀତ ବୃଦ୍ଧି ପାଉଛି, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ପର୍ଯ୍ୟଟନକ୍ଷେତ୍ରଗୁଡିକୁ ସେତିକି ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ପର୍ଯ୍ୟଟନକ୍ଷେତ୍ର ମଧ୍ୟରେ ପାଟ୍ଟାବାନ୍ଧା ଜଳପ୍ରପାତ ଅନ୍ୟତମ। ଏହି ଜଳପ୍ରପାତ ଦୁର୍ଗମ ଘାଟି, ପାହାଡ଼ ମଧ୍ୟରେ ରହିଥିଲେ ସୁଦ୍ଧା…

ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି । ଗୁରୁବାର, ଶୁକ୍ରବାର ଦିନ ସର୍ବନିମ୍ନ ତାପମାତ୍ରା…

ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର, ସର୍ବନିମ୍ନ ତାପମାତ୍ରା…

ଜି.ଉଦୟଗିରି,୪ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ସହର କ୍ରମାଗତ ୪ଦିନ ଧରି ରାଜ୍ୟର ସବୁବେଳେ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ଗୁରୁବାର ଓ ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?