କନ୍ଧମାଳ

କାର୍‌କୁ ଷ୍ଟାର୍ଟରେ ରଖି ବିଚ୍‌ ରାସ୍ତାରେ ନିଘୋଡ଼ ନିଦରେ ଶୋଇପଡ଼ିଲେ କନଷ୍ଟେବଳ, ଭିଡିଓ ଦେଖିଲେ…

ଦାରିଙ୍ଗବାଡ଼ି,୩୦ା୧(ଅରୁଣ ସାହୁ): ଜନସାଧାରଣଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ଓ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ସୁଧାରିବାକୁ ପୋଲିସ ସର୍ବଦା ଯତ୍ନବାନ ହେବା ଜରୁରୀ। କିନ୍ତୁ ଏମିତି କିଛି ପୋଲିସ ଅଛନ୍ତି ସେମାନେ ନିୟମ ଉଲଘଂନ କରି ଲୋକହସା ହୁଅନ୍ତି। ଲୋକଙ୍କୁ ସୁରକ୍ଷା ଦେବା…

ଦୃଷ୍ଟି ଶକ୍ତି ଭଲ ରହିଲେ, ପାଠପଢାରେ ରହିବ ନାହିଁ ସମସ୍ୟା

ଦାରିଙ୍ଗବାଡି, ୩୦।୧ (ଅରୁଣ ସାହୁ):ବିଦ୍ୟାର୍ଥୀଙ୍କ ଦୃଷ୍ଟି ଶକ୍ତି ବାଧିତ ହେଲେ ସେମାନଙ୍କ ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟି ହେବ। ବିଶେଷ କରି ପାଠପଢାରେ ବାଧା ସୃଷ୍ଟି ହେଉଥିବା ପାଠ ପଢିବା ଲେଖିବା ଭଳି ସମସ୍ୟା ସୃଷ୍ଟି ହେଉଛି। ଫଳରେ ସରକାର ଏଥିପାଇଁ…

ସୁଧୁରୁନି ଟ୍ରାଫିକ ସମସ୍ୟା କି ଉଠା ଦୋକାନୀଙ୍କୁ କରାଯାଉନି ଥଇଥାନ , ଶବ୍ଦ ପ୍ରଦ୍ୟୁଷଣ ରେ କାନ ଫାଟୁଛି

ଦାରିଙ୍ଗବାଡି, ୨୮ /୧ (ଅରୁଣ ସାହୁ)- ଓଡିଶାର କାଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ର ଟ୍ରାଫିକ ସମସ୍ୟା ସୁଧୁରୁନି ସେହିପରି ୫୯ ନଂ ଜାତୀୟ ରାଜପଥ ଉପରେ ଉଠାଦୋକାନ ଗୁଡିକ ରହିଥିବାରୁ ଟ୍ରାଫିକ ସମସ୍ୟା ଦ୍ବିଗୁଣିତ ହେଉଛି ।…

ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ

ବ୍ରାହ୍ମଣୀଗାଁ ୨୮\୧(ମନୋରଞ୍ଜନ ରଣା): ଆଜି ଋଷୀମାଳ ମହାବିଦ୍ୟାଳୟ ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସଂଯୁକ୍ତା ମଳିକ ଦୀପପ୍ରଜଳନ କରି ଉଦଘାଟନ କରିଥିଲେ । ଯୁକ୍ତ ଦୁଇ ଅଧ୍ୟକ୍ଷ ଦେବରାଜ…

ରାଇକିଆର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ: ଅନୁଦାନ ଘୋଷଣା କଲେ ବିଧାୟକ

ରାଇକିଆ,୨୮।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ଯୋଗଦେଇ ରାଇକିଆ ଅଞ୍ଚଳର ବିକାଶରେ ନାଗରିକ ମଞ୍ଚର ଭୂମିକା ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ…

କୁଢ଼ କୁଢ଼ ଅଳିଆ ଆବର୍ଜନା, ଦୁର୍ଗନ୍ଧରେ ନାକ ଫାଟୁଛି: ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡି,୨୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ମଧ୍ୟ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ପୂର୍ବ ଦିନ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସମ୍ପୂର୍ଣ୍ଣ ସଫେଇ କରାଯାଇଥିଲା। ଏଥିପାଇଁ ପ୍ରଶାସନ ସହ ଅଞ୍ଚଳବାସୀ ଛାତ୍ରୀଛାତ୍ର ସମସ୍ତେ…

ଦାରିଙ୍ଗବାଡିରେ କଫି ଚାଷ କରିବା ପାଇଁ ଚାଷୀଙ୍କୁ ପରାମର୍ଶ, ହଳଦୀ ପରି ଦେଶ ବିଦେଶରେ…

ଦାରିଙ୍ଗବାଡି, ୨୭।୧ (ଅରୁଣ ସାହୁ): ସୋମବାର ଦାରିଙ୍ଗବାଡିଠାରେ ଅନନ୍ୟା ଓ ପିଟୁସି କମ୍ୟୁନିକେଶନ ତରଫରୁ ଜାତୀୟ ସ୍ତରୀୟ ଦିନିକିଆ ମସଲା ଜାତୀୟ ଓ କଫି ଚାଷ ନେଇ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କନ୍ଧମାଳ ଏମ୍‌ପି…

ଦାରିଙ୍ଗବାଡି ଦେଇ ଯାଉଥିଲା ଗଞ୍ଜେଇ ଭର୍ତ୍ତି କାର୍‌, ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦାରିଙ୍ଗବାଡି, ୨୭। ୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଗଞ୍ଜେଇ ଭର୍ତ୍ତି କାର୍‌ ଯାଉଥିବାବେଳେ ମାଡ଼ିବସିଲା ପୋଲିସ। ଏଥିରେ ଜଣକୁ ଗିରଫ କରିବା ସହ ଏକ ସୁଇଫ୍ଟ କାର୍‌ ସହ ୨ ବସ୍ତା ଗଞ୍ଜେଇ ପୋଲିସ ଜବତ କରିଛି।…

ଖୁସିରେ ବିଭୋର ହେଲେ ଏମ୍‌ପି, କଳାକାରଙ୍କ ସହ ତାଳ ଦେଇ ନାଚିଲେ, ଝୁମିଲେ ଦର୍ଶକ

ଦାରିଙ୍ଗବାଡ଼ି,୨୭ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ତିନିଦିନିଆ ଭାରତ ମାତା ପୂଜନ ଉତ୍ସବର ସୋମବାର ଶେଷ ଦିବସ ରହିଛି। ଏହି ଅବସରରେ ଶନିବାର ଓ ରବିବାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଳା, ସାହିତ୍ୟ ଐତିହ୍ୟ ଲୋକକଳା, ପାରମ୍ପରିକ…

କନ୍ଧମାଳ ଆଉ ପଛରେ ରହିବ ନାହିଁ-ଏମ୍‌ପି

ଦାରିଙ୍ଗବାଡ଼ି,୨୬।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଚାଲିଥିବା ୩ ଦିନିଆ ଭାରତ ମାତା ପୂଜନ ଏବଂ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଶାନ୍ତ…

ବାଲିଗୁଡ଼ାରେ ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୁନ ପରିବେଷଣ…

ନିଆରା ଢଙ୍ଗରେ ପାଳନ ହେଲା ସାଧାରଣତନ୍ତ୍ର ଦିବସ

ଦାରିଙ୍ଗବାଡି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଦିବସ ଓ ଭାରତ ମାତା ପୂଜନର ଦିତୀୟଦିନରେ ନିଆରା ଢଙ୍ଗରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପ୍ରକାଶ ଯେ, ୩ ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?