ସୁଭଦ୍ରା, ପିଏମ୍ ବିଶ୍ୱକର୍ମା ଯୋଜନାକୁ ନେଇ ମିଥ୍ୟା ଗୁଜବକାରୀଙ୍କ ପ୍ରତି ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ନୂତନ ଯୋଜନା ସୁଭଦ୍ରା ଏବଂ ପିଏମ୍ ବିଶ୍ୱକର୍ମା ଯୋଜନା ସମ୍ପର୍କରେ ଏକ ସଚେତନ କର୍ମଶାଳା ବିଡିଓ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ସମ୍ପର୍କରେ ରାଜ୍ୟ ସରକାର ଘୋଷଣା କରିବା ପରେ ଅନେକ…
ଗଣେଶ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ: ମୂର୍ତ୍ତି ତିଆରିରେ ମଗ୍ନ କାରିଗର
ବାଲିଗୁଡା, ୩୦୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଧରାପୃଷ୍ଟରେ ପ୍ରଭୁ ଗଣେଶ ଅବତରଣ ପୂର୍ବରୁ ଗଣେଶ ମୂର୍ତ୍ତି ତିଆରି କରିବା ବ୍ୟସ୍ତରେ ମୂର୍ତ୍ତି କାରିଗର। ଆସନ୍ତା ମାସ ସପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଗଣେଶ ପୂଜା ହେବ।…
ଯୋଗାଣ ବିଭାଗର ଚଢ଼ାଉ, ୧୩ ଘରୋଇ ଗ୍ୟାସ୍ ସିଲିଣ୍ଡର ଜବତ
ବାଲିଗୁଡ଼ା,୨୯ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଯୋଗାଣ ବିଭାଗ ପକ୍ଷରୁ କ. ନୂଆଗାଁ ବ୍ଲକର ସାରଙ୍ଗଡ଼ ଓ ବଣ୍ଡଗୁଡ଼ା ଗ୍ରାମର ବିଭିନ୍ନ ଦୋକାନରେ ଅଚାନକ ଚଢ଼ାଉ କରାଯାଇ ୧୩ ଟି ଘରୋଇ ଗ୍ୟାସ୍ ସିଲିଣ୍ଡର ଜବତ କରାଯାଇଛି। ପ୍ରକାଶ ଯେ,…
ସୁଧୁରୁନି ପରିସ୍ଥିତି: ଭୟ-ଆତଙ୍କରେ ୪୦ ସେବାଶ୍ରମ ଛାତ୍ର
ଦାରିଙ୍ଗବାଡି, ୨୬।୮ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଗତ ରବିବାର କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଗସ୍ତ କରି ବିଭିନ୍ନ ସେବାଶ୍ରାମ ପରିଦର୍ଶନ କରିଥିଲେ। ଏକାଧିକ ସେବାଶ୍ରାମରେ ରହୁଥିବା ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ ଓ ସମସ୍ତ…
ବଢୁଛି ଚୋରା ମଦ କାରବାର: ଆଗକୁ ଆନ୍ଦୋଳନ ପାଇଁ ସଜବାଜ
ଦାରିଙ୍ଗବାଡି,୨୬।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ସନ୍ଧ୍ୟା ନଇଁଲେ ଲୋକେ ଆଉ ଘରୁ ପଦାକୁ ବାହାରିବାକୁ ସୁରକ୍ଷିତ ମଣୁ ନାହାନ୍ତି। ସେପଟେ ସନ୍ଧ୍ୟା ହେଲେ ଦୋକାନବଜାର ବନ୍ଦ ହେଇଯାଉଛି। ବ୍ରିଟିଶ ଅମଳର…
ଆଜି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧ ଦିବସ:କନ୍ଧମାଳରେ କଡ଼ାସୁରକ୍ଷା
ଫୁଲବାଣୀ/ତୁମୁଡିବନ୍ଧ,୨୬ା୮(ରାକେଶ କୁମାର ରାଉତ/ ଦୀପକ ପରାସେଠ):କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପେଟା ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମଠାରେ ସୋମବାର ପାଳନ ହେବ ଜନ୍ମାଷ୍ଟମୀ ଓ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଷୋଡ଼ଶତମ ଶ୍ରାଦ୍ଧ ବାର୍ଷିକୀ। ଏଥିପାଇଁ ତୁମୁଡିବନ୍ଧର ଜଲେଶପେଟା ଆଶ୍ରମରେ ସମସ୍ତ ପ୍ରସ୍ତୁତି…
ଗାଁ ଭୋଜିରେ ମାଂସ ଖାଇ ଦେଶୀମଦ ପିଇଥିବାରୁ ବ୍ୟାପିଛି ଝାଡ଼ାବାନ୍ତି: ଡାକ୍ତରୀ ଟିମ୍
ତୁମୁଡିବନ୍ଧ,୨୫ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ସପ୍ତାହେ ହେଲା ଝାଡ଼ାବାନ୍ତିରେ ଶତାଧିକ ଲୋକ ଆକ୍ରାନ୍ତ ହୋଇଥିବା ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିଲା। ଏ ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଜିଲା…
ଜନ୍ମାଷ୍ଟମୀ ପାଇଁ ଦାରିଙ୍ଗବାଡ଼ିରେ ପୋଲିସର ପଇଁତରା, ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ନିୟୋଜିତ
ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜନ୍ମାଷ୍ଟମୀ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଭିନ୍ନ ଗ୍ରାମରେ ରହିଥିବା ଚର୍ଚ୍ଚ ସମ୍ମୁଖରେ ପୋଲିସ ପଇଁତରା ମାରୁଥିବା ବେଳେ ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ପକ୍ଷରୁ ଫ୍ଲାଗମାର୍ଚ୍ଚ…
ଭାଜପା ଭୁଆଁବୁଲାଇ ନିର୍ବାଚନ ଜିତିଛି କାହିଁକି ଏମିତି କହିଲେ ପୂର୍ବତନ ଉପବାଚସ୍ପତି
ଦାରିଙ୍ଗବାଡି,୨୫।୮ (ଅରୁଣ ସାହୁ): ଚଳିତ ସାଧାରଣ ନିର୍ବାଚନରେ ଭାଜପା ଲୋକଙ୍କୁ ଭୁଆଁ ବୁଲାଇ ଜିତିଥିବା ବିଜେଡି ଆୟୋଜିତ ଜନଜାଗରଣ ସଭାରେ ଅଭିଯୋଗ କରିଛି। ନିଜ ନିର୍ବାଚନ ଇସ୍ତାହାରରେ ଭାଜପା ଜନସାଧାରଣଙ୍କୁ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ସରକାର ଗଠନ ପରେ ତାହା ପାଳନ କରୁନାହିଁ…
ଝିରିପାଣିରେ ଝାଡ଼ାବାନ୍ତି ଆତଙ୍କ: ୩ ଦିନରେ ୪ ମୃତ, ଶତାଧିକ ଆକ୍ରାନ୍ତ
ବାଲିଗୁଡ଼ା,୨୪।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ସପ୍ତାହ ହେଲା ଝାଡାବାନ୍ତି ଲାଗି ରହିଛି। ବର୍ତ୍ତମାନ ଏହା ବ୍ୟାପକ ରୂପ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। । ବର୍ତ୍ତମାନ ୩ ଦିନ…
ଦଡିବାଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତଙ୍କୁ ସମ୍ବର୍ଦ୍ଧନା, ଭଲ ଛାତ୍ର ଗଢ଼ିବା ନିଶା…
ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି କ୍ଲଷ୍ଟର ଦଡିବାଡି ସରକାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ସିଂ ମେ’ମାସ ଶେଷରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଖରାଛୁଟି ରହିଥିବାରୁ ସେହି ସମୟରେ ତାଙ୍କୁ…
ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ ମେଶିନ ଅଚଳ, ରୋଗୀ ହନ୍ତସନ୍ତ
ବାଲିଗୁଡ଼ା,୨୪ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବାରଖମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ’ ମେଶିନ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଗୁଡ଼ା ବ୍ଲକର ୮ରୁ ଅଧିକ ପଞ୍ଚାୟତବାସୀ ନିର୍ଭର କରନ୍ତି। ଏଠାରେ ଏକ୍ସ-ରେ’…
Archives


