କନ୍ଧମାଳ

ପର୍ଯ୍ୟଟକଙ୍କୁ ଆକର୍ଷଣ କରୁଛି ଯୋଗୀମଠ: ବିକାଶ ପାଇଁ ଅନୁଦାନ ଅପେକ୍ଷାରେ ପ୍ରଶାସନ

ଦାରିଙ୍ଗବାଡି ୨୮।୧୨(ଅରୁଣ ସାହୁ)- ଏବେ ପର୍ଯ୍ୟଟନ ଋତୁ, ଶୀତ ଛୁଟି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଆଧ୍ୟାତ୍ମିକ ସ୍ଥଳ, ସମୁଦ୍ର କୂଳ, ପାହାଡ଼, ଜଙ୍ଗଲ ଆଦି ପରିବାର, ସାଙ୍ଗ ସାଥୀଙ୍କ ସହ ବୁଲିବାକୁ ପସନ୍ଦ କରୁଛନ୍ତି। ଓଡିଶାର କଶ୍ମୀର ଭାବେ ପରିଚିତ…

ବ୍ରାହ୍ମଣୀଗାଁରେ ନେଟୱର୍କ ଅଚଳ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡ଼ି /ବ୍ରାହ୍ମଣୀଗାଁ,୨୮/୧୨(ଅରୁଣ ସାହୁ /ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ବ୍ରାହ୍ମଣୀଗାଁରେ ନେଟୱାର୍କ ଅଚଳ ପାଇଁ ସରକାରୀ ଓ ବେସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ସରକାର ଏବେ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ଅନୁଦାନ ପ୍ରଦାନ କରୁଥିବା ବେଳେ…

୪ ଶହ କେଜି ମହୁଲ ଫୁଲ ସହ ଅଟୋ ଜବତ, ଜଣେ ଗିରଫ

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ଗଦଡି ଅଞ୍ଚଳରେ ବେଆଇନ ମହୁଲ ଫୁଲ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ। ଅଟୋ ସମେତ ୪ ଶହ କେଜି ମହୁଲ ଫୁଲକୁ ଅବକାରୀ ବିଭାଗ ଜବତ କରିଛି। ରିପୋର୍ଟ…

ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

ଫୁଲବାଣୀ, ୨୭ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି.େରେକେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଘଟଣାର ପ୍ରକୃତ କାରଣ ଜଣା ପଡିନାହିଁ । କିଏ ଏବଂ କେଉଁ ପରିସ୍ଥିତିରେ ଏପରି କଲା ପୋଲିିସ ତାହାର ତନାଘନା…

ଭାଜପାର ମିଥ୍ୟା ପ୍ରତିଶ୍ରୁତି ଲୋକଲୋଚନକୁ ଆଣିବା ପାଇଁ ଦୃଢ଼ ପ୍ରତିଜ୍ଞା, ଜିଲାର ଦାୟିତ୍ୱ ବାହାର ରାଜ୍ୟ ନେତାଙ୍କୁ ନ ଦେଇ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଗୁରୁବାର ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ୧୦ ନଂ ଜୋନ୍‌ର ଜିଲାପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ…

କୋହଲା ପାଗକୁ ବଢ଼ିଲାଣି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଥିଲା। ତେବେ ଏହି ବର୍ଷା ବୁଧବାର ରାତିରୁ ବନ୍ଦ ହୋଇଯାଇଥିବାବେଳେ ଗୁରୁବାର ସକାଳେ କିଛି ସମୟ ଖରା ପଡ଼ିଥିଲା। ପୁଣି ସକାଳ ୧୦ଟାରୁ ପାଗ…

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ…

ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୂମ୍‌ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି। ଏହି…

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର କୋହଲା ପବନ ବୋହିବା ସହ ଦିନରେ ଶୀତର ପ୍ରକୋପ ବୃଦ୍ଧି ପାଇଛି ରାତିରେ…

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର ୨୫ ପଞ୍ଚାୟତର ଶତାଧିକ ବିଦ୍ୟାଳୟ ରହିଥିବା ବେଳେ ଶତାଧିକ ଶିକ୍ଷୟିତ୍ରୀଶିକ୍ଷକ ଶିକ୍ଷାଦାନ କରିବାକୁ ରହିଛନ୍ତି।…

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ଅନୁଷ୍ଠିତ ବୁଢାଡଙ୍ଗର ଲକୋମହୋତ୍ସଵରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ…

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ବଡ଼ ଦିନ ପର୍ବକୁ ଶାନ୍ତି ଶୃଙ୍ଖଳା ସହକାରେ ପାଳନ କରିବା ପାଇଁ ସୋମବାର ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?