ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି
ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏହି ମହୋତ୍ସବରେ ଆବଶ୍ୟକ ଆୟ ଓ…
ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ…
ଭାଇଚାରା ସହ ବଡ଼ଦିନ ପାଳନ ପାଇଁ ବାର୍ତ୍ତା ଦେଲେ ଯୁବସଂଘ
ବ୍ରାହ୍ମଣୀଗାଁ,୨୧।୧୨(ମନୋରଞ୍ଜନ ରଣା)- ବଡ଼ଦିନ ପାଳନ ପାଇଁ କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି । ଏହି ପର୍ବ ପାଳନ ପାଇଁ ବିଭିନ୍ନ ସମ୍ପ୍ରଦାୟ ପକ୍ଷରୁ ଭାଇଚାରାର ବାର୍ତ୍ତା ପ୍ରଦାନ କରାଯାଉଛି। ଏହି ଅବସରରେ ଯୁବସଙ୍ଘ ପକ୍ଷରୁ ଘରକୁ ଘର…
ଡାବୁଲୁମାହାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ…
ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍
ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି…
ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ
ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ ମ୍ୟାନେଜର ସୁଧୀର ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା…
ଇକୋ ରିଟ୍ରିଟ୍ରେ ଖୋଲିଲା କ୍ଷୁଦ୍ରଦାନା ଶସ୍ୟର ଷ୍ଟଲ୍, ପର୍ଯ୍ୟଟକଙ୍କୁ ମିଳିବ ମାଣ୍ଡିଆ-କାଙ୍ଗୁ
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ପର୍ଯ୍ୟଟକଙ୍କୁ ଏବେ ହାତ ପାହାନ୍ତାରେ ମିଳିବ କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ସମସ୍ତ ପ୍ରକାର ଖାଦ୍ୟ। ଏହାକୁ ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ମିଶନ ଶକ୍ତିର ମହିଳାମାନେ ପ୍ରସ୍ତୁତି କରି ବିକ୍ରି କରିବେ। ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍…
ରୋଡ୍ ରୋମିଓଙ୍କ ବେପରୁଆ ଗାଡ଼ିଚାଳନା: ବଢୁଛି ଦୁର୍ଘଟଣା, ସାବାଡ୍ ପାଇଁ ନିଆଯିବ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଛନ୍ତି। ତେବେ କଫି ବଗିଚା ନିକଟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଥିବା ବେଳେ ସେହି ରାସ୍ତାରେ ଦୈନିକ ଶହଶହ ଛାତ୍ରୀଛାତ୍ର…
ଭଙ୍ଗା ଦଦରା ଅବସ୍ଥାରେ ସେବା ଯୋଗାଉଛି ଆମ୍ବୁଲାନ୍ସ: ରୋଗୀଙ୍କ ଜୀବନ ସହ ଖେଳୁଛି ବିଭାଗ
ଫିରିଙ୍ଗିଆ,୨୦ା୧୨(ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ମେଡିକାଲ ସମ୍ମୁଖରେ ଏକ ୧୦୮ ଆମ୍ବୁଲାନ୍ସ ଅଚଳ ହୋଇ ପଡିଛି। ଫଳରେ ରୋଗୀ ଆମ୍ବୁଲାନ୍ସ ସେବା ପାଇପାରୁନାହାନ୍ତି। ୨୦୧୯ରେ ଏକ ଆମ୍ବୁଲାନ୍ସ ଗୋଛାପଡା ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଗାଡ଼ି ବିପଦପୂର୍ଣ୍ଣ…
ଚାଷୀଙ୍କ ପାଇଁ କାଳ ସାଜିଛି ଲଘୁଚାପ ବର୍ଷା: ଖଳାରେ ଭିଜୁଛି ପାଚିଲା ଧାନ
ବାଲିଗୁଡ଼ା,୨୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡ଼ି ରହିଥିବାରୁ ଅଦିନିଆ ବର୍ଷାରେ…
‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’
ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ ଦେଇଥିବାବେଳେ…
ଦାରିଙ୍ଗବାଡ଼ିରେ ଲଘୁଚାପର ପ୍ରଭାବ: ଝିପିଝିପି ବର୍ଷା ସହ କୋହଲା ପବନ, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଗୁରୁବାର ପାଗ ମେଘୁଆ ସହ କୋହଲା ପବନ ବୋହୁଥିଲା। ବିଳମ୍ବିତ ରାତିରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ବର୍ଷା ଜାରିରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଧାନକଟା…

