ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା
ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ…
ଝାମ୍ପି ନେଇଗଲେ ୧୦ କେଜି ରୂପା
ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପାଟଖଣ୍ଡା ସାହିର ପୁରୁଖା ରୂପା…
ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ
ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ ଟିଟ୍ରା ପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମରେ ଏହି ଘଟଣା ଘଟିଛି। ଗାଁରେ ଧୁମଧାମରେ ଅଷ୍ଟ…
କନ୍ଧମାଳର ୨ଟି ବୁ୍ଥ୍ରେ ଚାଲିଛି ସାନି ମତଦାନ
କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ…
କାଳବୈଶାଖୀରେ ଉପୁଡ଼ିଲା ଗଛ, ଛିଡ଼ିଲା ବିଦ୍ୟୁତତାର
ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି ଫଳରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଦେଖାଯାଇଛି। ଏକାଧିକ ପଞ୍ଚାୟତ ଏବେ ଅନ୍ଧାରରେ ରହିଛି। ପ୍ରକାଶ ଯେ, ବୁଧବାର ଅପରାହ୍ନରେ ହଠାତ୍ କଳା ମେଘ ସୃଷ୍ଟି…
ଷ୍ଟ୍ରଙ୍ଗରୁମ୍ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ
ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଇଭିଏମ୍ ମେଶିନରେ ବାଲିଗୁଡାର ୫ ପ୍ରାର୍ଥୀ ଏବଂ ଜି. ଉଦୟଗିରିର ୮ପ୍ରାର୍ଥୀଙ୍କ ଭାଗ୍ୟ…
ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ
ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ ଶିଶୁଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ସମସ୍ତେ ହେଲେ ଦାରିଙ୍ଗବାଡି…
ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ
ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି ଉଦୟଗିରି ବ୍ଲକର ୩୩ଟି ଓ ଜି ଉଦୟଗିରି ଏନଏସିର ୮ କେନ୍ଦ୍ରରେ ମତଦାନ ଚାଲିଛି।…
ରାଇକିଆରେ ଚାଲିଛି ମତଦାନ
ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି। ଏଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଇଭିଏମ୍ ତ୍ରୁଟି ଯୋଗୁ ବିଳମ୍ବରେ କେତେକ…
ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼
ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ ଭୋଟରମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୫ ବର୍ଷ ପରେ ଭୋଟରମାନେ ସେମାନଙ୍କ ପସନ୍ଦର…
ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ
ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ…
ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…
ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l…
Archives


