କନ୍ଧମାଳ

ଖୁବ୍‌ଶୀଘ୍ର ଦାରିଙ୍ଗବାଡ଼ିରେ ଖୋଲିବ କୃଷି ବଜାର, ପ୍ରକଳ୍ପ ବୁଲି ଦେଖିଲେ ପ୍ରଶାସକ

ଦାରିଙ୍ଗବାଡ଼ି,୧୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବସ୍‌ଷ୍ଟାଣ୍ଡ ନିକଟରେ ଖୁବ୍‌ଶୀଘ୍ର ଖୋଲିବ କୃଷି ବଜାର। ଏଥିପାଇଁ ବାଲିଗୁଡ଼ା ଆଇଟିଡିଏ ପକ୍ଷରୁ ୬୦ ଲକ୍ଷ ଟଙ୍କା ବିନିମୟରେ ନିର୍ମାଣ କାର୍ଯ୍ୟ ଚାଲିଛି। ଏହି କୃଷି ବଜାର (ମଲ୍‌ ) ଯେଉଁଠି କନ୍ଧମାଳର ବିଶ୍ୱ…

ଶୀତ ମହୋତ୍ସବରେ ଶୀତ ଛାଡ଼ିବା ପାଇଁ ନିଆରା ପଦକ୍ଷେପ

ଦାରିଙ୍ଗବାଡ଼ି,୧୨ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ୩ ଦିନ ହେଲା ତୁଷାରପାତ ହେଉଛି। ରବିବାର ସର୍ବନିମ୍ମ ତାପମାତ୍ରା ୮ ଡିଗ୍ରୀ ରହିଛି। ଦୁର୍ଗମ ଗ୍ରାମରେ ଏହା ଠାରୁ ଆହୁରି କମ୍‌ ତାପମାତ୍ରା ରହିଛି। ଶୀତ ଯେମିତି ବଢିଛି ସେମିତି…

ଦର୍ଶକଙ୍କ ହୃଦୟ ଜିତିଲେ ସୌରଭ-ସତ୍ୟଜିତ

ଦାରିଙ୍ଗବାଡି, ୧୨।୧ (ଅରୁଣ ସାହୁ )-ଦାରିଙ୍ଗବାଡି ଶୀତ ମହୋତ୍ସବରେ ବିଶିଷ୍ଠ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ମହୋତ୍ସବରେ ବିଶିଷ୍ଠ କଣ୍ଠଶିଳ୍ପୀ ସୌରଭ ଭରଦ୍ୱାଜ ମଞ୍ଚରେ ଜଗନ୍ନାଥଙ୍କ ଭଜନ ପରିବେଷଣ କରିଥିଲେ। ତାଙ୍କ ଭଜନରେ ଦର୍ଶକଙ୍କ…

ସତ୍ୟଜିତଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ: ଶୀତ ମହୋତ୍ସବର ପ୍ରଥମ ଦିନରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୧୨।୧(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଶୀତ ମହୋତ୍ସବର ପ୍ରଥମ ଦିନରେ ରାଜ୍ୟର ସୁନାମଧନ୍ୟ କଳାକାରଙ୍କ ଦ୍ୱାରା ମଞ୍ଚ ଦୁଲୁକିଛି। ପ୍ରକାଶ ଯେ, ତିନିଦିନିଆ ଶୀତ ମହୋତ୍ସବ ଉଦଘାଟିତ ହୋଇଯାଇଛି। ପ୍ରଥମ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନଙ୍କ ସଂଗୀତରେ ଦର୍ଶକ,…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଉଦ୍‌ଘାଟିତ ବିଭିନ୍ନ ଷ୍ଟଲ ଦେଖିଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି, ୧୧ା୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଶନିବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଏହାକୁ ଉଦ୍‌ଘାଟନ…

ଥରୁଛି ଜି. ଉଦୟଗିରି: ସବୁଠାରୁ ଥଣ୍ଡା ସହର ଚିହ୍ନଟ

ଜି.ଉଦୟଗିରି, ୧୧ା୧(ଶିଶିର ପଟ୍ଟନାୟକ): କନ୍ଧମାଳନ୍‌ ଜିଲା ଜି.ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତ ଲହର ଜାରି ରହିଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି । ଗତ କିଛି ଦିନ ଧରି ରାଜ୍ୟର ସବୁଠାରୁ ଥଣ୍ଡା…

ରାଇକିଆରେ ହେବ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା :ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ନେଇ ବସିଲା…

ରାଇକିଆ,୧୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ସତ୍ୟବାନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହରବାସୀଙ୍କ ଉପସ୍ଥିତିରେ ଏହାର ଆୟୋଜନ ନେଇ ଆଲୋଚନା କରଯାଇଥିଲା ।…

ଦାରିଙ୍ଗବାଡିରେ ପ୍ରବଳ ତୁଷାରପାତ: ମଜାନେଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶନିବାର ପ୍ରବଳ ଜାଡ଼ ଅନୁଭୂତ ହେବା ସହ ଠାଏ ଠାଏ ତୁଷାରପାତ ହୋଇଛି। ପ୍ରତିବର୍ଷ ୯ରୁ ୧୫ ପର୍ଯ୍ୟନ୍ତ ଏହି ସମୟରେ ଅଞ୍ଚଳରେ ତୁଷାରପାତ ହେବା ନଜିର ରହିଥିବା ବେଳେ ସେହି ସମାନ ପ୍ରକ୍ରିୟା…

ବହୁପ୍ରତୀକ୍ଷିତ ଶୀତମହୋତ୍ସବ ଉଦ୍‌ଘାଟନ ଆଜି: ସତ୍ୟଜିତ, ମଣ୍ଟୁ ଛୁରିଆ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ):ଦାରିଙ୍ଗବାଡ଼ିରେ ଶନିବାର ଶୀତ ମହୋତ୍ସବର ଉଦ୍‌ଘାଟନୀ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନର ଉଦ୍ୟମରେ ଶୀତ ମହୋତ୍ସବ ଚଳିତ ଥର ପାଳନ କରାଯାଉଛି। ଏଥିପାଇଁ ଜିଲା…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଇକିଆ,୧୦ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ଶୁକ୍ରବାର ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରୀତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ…

ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି । ପଞ୍ଚାୟତର ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ସିମେଣ୍ଟର ବେଞ୍ଚ ପକାଯାଇଛି ଯେଉଁଠି…

ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ

ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?