କନ୍ଧମାଳ

ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ

ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି ରାସ୍ତା ଧୋଇ ଯାଇଥିବା ଏବଂ ବିଭିନ୍ନ ସ୍ଥାନରେ ମେଟାଲ ଉଠି ଯାଇଥିବାରୁ...

ଶାଖା ପରିଚାଳକଙ୍କ ନାମରେ ଗ୍ରାହକଙ୍କ ଅଭିଯୋଗ

ଫୁଲବାଣୀ ଅଫିସ, ୨୧ା୯-କନ୍ଧମାଳ ଜିଲା ୟୁନାଇଟେଡ ବ୍ୟାଙ୍କ ଶାଖା ପରିଚାଳକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଛନ୍ତି ଗ୍ରାହକ ା ଚାଷୀଙ୍କୁ ଋଣ (କେସିସି) ଦେବାରେ ସେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଗ୍ରାହକମାନଙ୍କୁ ଋଣ କରାଇ ଦେବାପାଇଁ ବ୍ୟାପକ ପରିମାଣର...

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ

ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ ସମ୍ପୃକ୍ତ ନ ଥିବା ପୋଲିସ ସ୍ପଷ୍ଟ କରିଛି ା ତେବେ ଏହି...

ବିଲରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୦ା୯- ଫିରଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କଟେଡମାହାର ବରୁଣ...

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: ପ୍ରଧାନ ଶିକ୍ଷକ ଗିରଫ

କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗତ ମାସ ୨୫ ତାରିଖରେ...

ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟକୁ ଦୁଇଘଣ୍ଟା ଯାଏ ତାଲା ପକାଇ ରଖିଥିଲେ। ଖବର...

ଧରିତ୍ରୀ ପ୍ରଭାବ: ତାରରେ ନଦୀ ପାର ହେବା ଘଟଣା; ଗଦାପୁର ନଦୀ କୂଳରେ ପହଞ୍ଚିଲେ ବିଡିଓ, ସହକାରୀ ଯନ୍ତ୍ରୀ

ଚନ୍ଦ୍ରଗିରି,୧୯ା୯(ଡି.ଏନ.ଏ.)-ମୋହନା ବ୍ଲକର ଅତି ଦୁର୍ଗମ ଇଲାକାରେ ଅବସ୍ଥିତ ଗରଡମା ପଞ୍ଚାୟତର ରାଜଖମା ଗ୍ରାମ ନିକଟସ୍ଥ ଗଦାପୁର ନଦୀ। ଏହି ନଦୀରେ ପୋଲ ନାହିଁ। ଖରାଦିନେ ଏହା ଶୁଖିଲା ଥିବାରୁ ଲୋକେ ଚାଲି ଯାଇଥାନ୍ତି। ମାତ୍ର ବର୍ଷାଦିନ ଜଳସ୍ତର ବୃଦ୍ଧି ପାଏ।...

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫିରିଙ୍ଗିଆ, ୧୯ା୯-ଫିରିଙ୍ଗିିଆ ବ୍ଲକର ଦୁର୍ଗମ ଅଞ୍ଚଳ ପାଙ୍ଗା ଉପରସାହି ଏବଂ ସାଡିଙ୍ଗିଆ ପଞ୍ଚାୟତକୁ କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡି. ପରିଦର୍ଶନରେ ଯାଇ ସେଠାର ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇଛନ୍ତି। ସେଠାରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ବେଳେ କେହି...

ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମରବିଳାସ ବେହେରା ଜଣେ ଅଭିଯୁକ୍ତଙ୍କୁ ୨୦...

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍‌ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ...

୨ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ରାଇକିଆ,୧୮ା୯(ଡ଼ି.ଏନ.ଏ)- ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଇ ନାବାଳିକାଙ୍କୁ ପୃଥକ ସମୟରେ ବଳାତ୍କାର କରିଥିବା ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ଅଞ୍ଚଳର ସୁନୀଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri