ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ
ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ ଏହି ମୋବାଇଲ ଟାୱାର ହେବାର ଦଶନ୍ଧି ବିତିଯାଇଥିଲେ ବି ଏହାର ରକ୍ଷଣବେକ୍ଷଣ ଅଭାବରୁ…
ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ
ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲାପାଳ ବେଦଭୂଷ ଓ ସମ୍ମାନିତ ଅତିଥି ଭାବେ ବାଲିଗୁଡା…
ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ ଏହି ଘଟଣା ଘଟିଛି। ଛାତ୍ରୀଙ୍କୁ ଏବେ ତାଙ୍କ ଘରକୁ ପଠାଇ ଦିଆଯାଇଥିବା ବେଳେ…
ଖୋଲୁନି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏଗ୍ରୋ ମଲ୍ : ନିର୍ମାଣ ଶେଷକୁ ବର୍ଷେ ବିତିଲାଣି,ତଥାପି….
ଦାରିଙ୍ଗବାଡି, ୧୯।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବସ୍ଷ୍ଟାଣ୍ଡ ନିକଟରେ ନବନିର୍ମିତ କୃଷି ବଜାର (ଏଗ୍ରୋ ମଲ୍) ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଆଶା କରି ଅଞ୍ଚଳର କୃଷକ ଭାଇଭଉଣୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଥିଲା। ହେଲେ ମଲ୍ର ନିର୍ମାଣ…
ବଦଳିଲା ମାଉସୀ ମା’ ଘର ଠିକଣା: ଦର୍ଶନ ପାଇଁ ଜମୁଛି ଭିଡ଼
ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଚଳିତ ବର୍ଷ ନିଆରା ଓ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଚଳିତଥର ଶ୍ରୀ ଜଗନ୍ନାଥଙ୍କ ମାଉସୀ ମା’ଙ୍କ ଠିକଣା ପରିବର୍ତ୍ତନ ହୋଇଯାଇଛି। ପ୍ରତେକ ବର୍ଷ ରଥଯାତ୍ରାରେ ସିମନବାଡି ପତିତପାବନ ଶ୍ରୀ…
ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ
ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଅଞ୍ଚଳରେ ଗୃହପାଳିତ ପ୍ରାଣୀ ସମ୍ପଦ ମଧ୍ୟ ଏହାର…
ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…
ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ ପ୍ରଭାବିତ ହୋଇପଡ଼ିଛି। ବର୍ଷା ଯୋଗୁ ବହୁ ମାଟି ଘର ଭୁଶୁଡ଼ି ପଡ଼ୁଥିବା ବେଳେ…
ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ ମନ୍ଦିରରେ ଏହି ଯାତ୍ରା ବହୁ ଆଡ଼ମ୍ବର ସହ ପାଳନ କରାଯାଇଥିବା ବେଳେ ମହାପ୍ରଭୁଙ୍କ…
ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ
ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ ହୋଇଯାଇଛି। ଏହି ଯାତ୍ରାରେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ରଥରେ…
ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ ଆଜି ରଥଯାତ୍ରା ରହିଥିବା ବେଳେ ବ୍ଲକ ଅଞ୍ଚଳର ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର,…
ଏମ୍ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍ପି କହିଲେ…
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ପୁଷ୍ପଗୁଛ…
ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା
ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ସାମ୍ନାକୁ ଆସିଛି। ଜଣେ ଯୁବତୀ ନ୍ୟାୟ ପାଇଁ ଲଢ଼େଇ କରି ଅଭିଯୁକ୍ତ ପ୍ରେମିକଙ୍କୁ…

