୨ ଦିନ ହେଲା ଯାତ୍ରୀ ହଟାହଟା:ଦାରିଙ୍ଗବାଡି ଆସୁଥିବା ପର୍ଯ୍ୟଟକ ଘାଟିରେ ଅଟକି ରହିଛନ୍ତି
ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ )କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଗାଜଲବାଡି ଘାଟି ବୁଲାଣି ରାସ୍ତାରେ ପୁଣି ରବିବାର ସକାଳୁ ଏକ ବସ ସହ ଭାରି ଜାନ ଲାଗି ରହିଛି। ଫଳରେ ଜାତୀୟ ରାଜପଥରେ…
ମଧ୍ୟାନ୍ନ ଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୧୧ ଗୁରୁତରଙ୍କୁ….
ଦାରିଙ୍ଗବାଡି, ୭/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ୩୬ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ସିମନବାଡି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ…
ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ ପର୍ଯ୍ୟାୟ କ୍ରମେ ପ୍ରାୟ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ପେଟ କାଟିବା ଓ…
ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ ସେମାନଙ୍କୁ…
ଅଟକିଛି ଭାରୀଯାନ : ଦାରିଙ୍ଗବାଡି-ବ୍ରହ୍ମପୁର ଯାତାୟତ ଠପ୍
ଦାରିଙ୍ଗବାଡି, ୭।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ୧ ବୁଲାଣି ରାସ୍ତାରେ ଗାଡିଟି ବୁଲାଇ ନ ପାରି ଅଟକି ରହିଛି। ଫଳରେ ଉକ୍ତ ଘାଟି ଉପରେ ଏକାଧିକ ଯାତ୍ରୀବାହୀ ବସ…
ଦାରିଙ୍ଗବାଡିରେ ଆରମ୍ଭ ହେଲାକଫି ସଂଗ୍ରହ: ଏହି ସଂସ୍ଥାକୁ ଦିଆଗଲା ଦାୟିତ୍ୱ
ଦାରିଙ୍ଗବାଡି, ୬।୧୨ (ଅରୁଣ ସାହୁ ): ଦାରିଙ୍ଗବାଡିକୁ ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚାର ଉନ୍ନତି ପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପଦକ୍ଷେପ ନେଉଛନ୍ତି। ତେବେ ଚଳିତ ବର୍ଷ ବାଲିଗୁଡା ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ…
ପରିବେଶ, ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ
ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ମିଶ୍ର କଲ୍ୟାଣ ମଣ୍ଡପ ପରିସରରେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଫେଷ୍ଟିଭାଲରେ ମୁଖ୍ୟତଃ ଜଙ୍ଗଲ ସୁରକ୍ଷା, ଜୈବିକ ପଦ୍ଧତିରେ କୃଷିକାର୍ଯ୍ୟରେ ପରିବେଶର ବିକାଶ, ପ୍ଲାଷ୍ଟିକ…
ବିଚାର ବିଭାଗ ଜମି ମାଡ଼ି ବସିଥିଲେ ଜବରଦଖଲକାରୀ, ମାଟିରେ ମିଶିଲା ୬ ଜଣଙ୍କ କୋଠା
ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ରହିଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗର ଜମିକୁ ୬ ଜଣ ଦୀର୍ଘବର୍ଷ ଧରି ଜବରଦଖଲ କରି ରଖିଥିଲେ। ଏହାକୁ ଶୁକ୍ରବାର ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ତଥା ତହସିଲଦାର ଶରତ ଶବର ଓ ପୋଲିସ ପ୍ରଶାସନ ମିଳିତ…
ପକ୍କା ଘରେ ରହିବା ସ୍ବପ୍ନ ଚୁରମାର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅର୍ଥ ହଡ଼ପ କରିନେଲେ ଦଲାଲ
ଦାରିଙ୍ଗବାଡି, ୬।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କଚ୍ଚା ଘରକୁ ପକ୍କାଘର କରିବା ପାଇଁ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି। କିନ୍ତୁ ତାହା କେତେ ସଫଳ ରୂପାୟନ ହେଉଛି ତାର ତଦାରଖ କରିବା…
ଜନସଂଖ୍ୟା ଅଧିକ, ଆଧାର କେନ୍ଦ୍ର ମାତ୍ର ୩: ଆଧାର ସଂଶୋଧନ ପାଇଁ ଜିଲା ବାହାରକୁ ଯାଉଛନ୍ତି ଲୋକ
ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ କାମ ଧନ୍ଦା ଛାଡି ଆଧାର କେନ୍ଦ୍ରରେ ଦିନ ଦିନ ସମୟ ବିତାଉଛନ୍ତି ଗୋଟିଏ ପଟେ…
ଓ୍ବାଚ୍ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି
ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…
ପରିତ୍ୟକ୍ତ ଅବସ୍ଥାରେ ଜନଜାତି ସଂଗ୍ରାହାଳୟ:ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡି, ୫।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହିଲିଭିୟୁ ପାର୍କ ପରିସର ମଧ୍ୟରେ ରହିଛି ଜନଜାତି ସଂଗ୍ରାହାଳୟ। ହେଲେ ଖୋଲିବାର ମାତ୍ର କିଛି ଦିନ ମଧ୍ୟରେ ଉକ୍ତ ସଂଗ୍ରାହାଳୟଟିରେ ତାଲା ଝୁଲୁଛି। ଏବେ ଉକ୍ତ କୋଠା ବିପଦପୂର୍ଣ୍ଣ ଅବସ୍ଥାରେ ପଡିରହିଛି।…

