ପକାରି ବନାଞ୍ଚଳରେ ନିଆଁ
ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ଗୋଟିଏ ପଟେ ରୌଦ୍ର ତାପରେ ଲୋକେ ଆଉଟୁପାଉଟୁ ହେଉଥିବା…
ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ
ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା ସେଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଓ କନ୍ଧମାଳ…
ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର
ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…
ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି
ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା ପାଠ କରାଯିବା ସହ ବିରାଟ ଶୋଭାଯାତ୍ରା ବାହାରିଥିଲା। ଶତାଧିକ ଶ୍ରୀରାମଭକ୍ତ ଦାରିଙ୍ଗବାଡି ସମେତ ସିମନବାଡି…
ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ
ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…
ସରିଲା ୧୩ ଦିନିଆ ଦଣ୍ଡଯାତ୍ରା
ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦ୍ଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ…
ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି
ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ, ଭାଜପା ପ୍ରାର୍ଥୀ କଳ୍ପନା କହଁର ଏବଂ ଫୁଲବାଣୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ପ୍ରତିଭା କହଁରଙ୍କ ଟିକେଟ…
ନିର୍ବାଚନ ପୂର୍ବରୁ ଝଟ୍କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ
ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍ପି ତଥା ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା…
ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି
ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ବିଧାୟକ ଥିବା ଚକ୍ରମଣୀ କହଁରଙ୍କୁ ପୁଣି…
ଅଯୋଧ୍ୟା ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଭିକ୍ଷା କରି ୮ ଦିନ ପରେ ଭୋକ ଉପାସରେ ପହଞ୍ଚିଲେ ଘରେ, ବଖାଣିଲେ ପୂରା କାହାଣୀ…
ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ ୪୨୦ ଜଣ ଗତ ୨ ତାରିଖରେ ଅଯୋଧ୍ୟା ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ ଓ ଜଣଙ୍କର ଫେରିବା ବାଟରେ ମୃତ୍ୟୁ ହୋଇଯାଇଥିଲା। ତେବେ ଗୁରୁବାର ନିଖୋଜ ବ୍ୟକ୍ତି ଜଣକ…
୫ ଶହ କେଜି ଗଞ୍ଜେଇ ଜବତ: ଚାଲାଣ ପାଇଁ ରଖାଯାଇଥିଲା, ମାଡି ବସିଲା ପୋଲିସ
ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚୋରାଚାଲାଣ ପାଇଁ ଜଙ୍ଗଲ ଭିତରେ ରଖାଯାଇଥିବା ଖବର ପାଇ ପୋଲିସ ମାଡ଼ିବସିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଉକ୍ତ ଥାନା କିରୁକୁଟି ପଞ୍ଚାୟତର…
କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ
ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ ଅଭିଯୁକ୍ତ…
Archives


