କନ୍ଧମାଳ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଆଗକୁ ବଢିବ ବର୍ଷା

ବାଲିଗୁଡ଼ା,୨୧।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ…

ଦାରିଙ୍ଗବାଡ଼ିରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପ୍ରାକ୍‌ ମୌସମୀ ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ବ୍ଲକ ଅଞ୍ଚଳର ପ୍ରାୟ ବିଭିନ୍ନ ଗାଁରେ ପ୍ରାକ୍‌…

ପାରମ୍ପରିକ ବାଦ୍ୟ, ନୃତ୍ୟରେ ନବ ନିର୍ବାଚିତ ଏମ୍‌ପିଙ୍କୁ ପାଛୋଟିନେଲେ

ରାଇକିଆ,୧୭।୬(ପ୍ରଦୀପ ବେହେରା): କନ୍ଧମାଳ ନବ ନିର୍ବାଚିତ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆଠାରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ବେରେଡାକିଆ ଛକଠାରୁ ପାରମ୍ପରିକ ବାଦ୍ୟ ଓ ନୃତ୍ୟ ସହ ସ୍ବାଗତ କରି ପାଛୋଡି ନିଆଯାଇଥିଲା। ଶୋଭାଯାତ୍ରା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଯାଇ…

ବାଲିଗୁଡ଼ାରୁ ମଧ୍ୟପ୍ରଦେଶ ଗଞ୍ଜେଇ ଚାଲାଣ: ଧରାପଡ଼ିଲା ୧୦ ଲକ୍ଷ ଟଙ୍କାର ଗଞ୍ଜେଇ

ବାଲିଗୁଡା,୧୪।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରୁ ମଧ୍ୟପ୍ରଦେଶ ଗଞ୍ଜେଇ ଚାଲାଣ ବେଳେ ଅବକାରୀ ବିଭାଗ ଚଢ଼ାଉ କରି ୩ଜଣଙ୍କୁ ଗିରଫ କରିଛି। ଏଥିସହ ଅବକାରୀ ବିଭାଗ ଏକ କାର(ନଂ.ଏମ୍‌ପି୧୯-ଜେଡଡି୨୭୧୫) ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ସମ୍ପର୍କରେ କୌଣସି ସୂତ୍ରରୁ…

ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଉକ୍ତ ପ୍ଲାଣ୍ଟର ମୁଖ୍ୟାଂଶ ବ୍ୟାଗରେ କାର୍ଯ୍ୟରତ ମିସ୍ତ୍ରୀ ଓ ଶ୍ରମିକମାନେ ଧୂଆଁ…

ନା ଅଛି ବର୍ଷା ନା ଅଛି ପବନ, ଭାଙ୍ଗିଲା ବିରାଟକାୟ ଗଛ, ୬ ଘଣ୍ଟା ଅନ୍ଧାରରେ ରହିଲେ ଲୋକେ

ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): ନା ଅଛି ବର୍ଷା ନା ଅଛି ପବନ। କିନ୍ତୁ ବିରାଟକାୟ ଗଛ ପଡ଼ି ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୧୭ଟି ପଞ୍ଚାୟତର ୧୦ ହଜାର ଲୋକ ଅନ୍ଧାରରେ ରହିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ଶିଶୁଙ୍କୁ ପାଠ ପଢାଇବା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବୁଧବାର ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି ଏହି ଅବସରରେ ଉକ୍ତ ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଆଦିବାସୀ ଅଧୁଷିତ ଗ୍ରାମ ଶିକାକେତା ଠାରେ ଏହି ଦିବସ…

କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି: ଦୁଇ ଦିନ ହେଲା ବିଦ୍ୟୁତ-ନେଟୱାର୍କ ସେବା ବାଧାପ୍ରାପ୍ତ

ବାଲିଗୁଡା,୧୨।୬: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ। ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ…

ବିଜେଡିର ସମୀକ୍ଷା ବୈଠକ: ଯୋଗଦେଲେ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କର୍ମକର୍ତ୍ତା, ଲୋକ ପ୍ରତିନିଧି

ଦାରିଙ୍ଗବାଡି, ୧୧।୬(ଅରୁଣ ସାହୁ): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପରାଜୟପରେ ମଙ୍ଗଳବାର ଦାରିଙ୍ଗବାଡି ମିଶ୍ର କଲ୍ୟାଣ ମଣ୍ଡପଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତତ୍କାଳ ଉପବାଚସ୍ପତି ତଥା ଚଳିତ ନିର୍ବାଚନରେ ବିଜେଡି ପ୍ରାର୍ଥୀ ସାଲୁଗା…

କନ୍ଧମାଳ ହଳଦୀ ଦର ବୃଦ୍ଧି, ଚାଷୀ ଉତ୍ସାହିତ

ରାଇକିଆ,୧୦।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲାର ସବୁଠାରୁ ଅର୍ଥକାରୀ ଫସଲ ହଳଦୀ ଦର ଏବେ ବୃଦ୍ଧି ହୋଇଛି। ଏବେ କିଲୋ ପ୍ରତି ୧୩୦ ଟଙ୍କା ରହିଛି ହଳଦୀ ଦର। ଶେଷ ଥର ପାଇଁ ୨୦୦୯-୧୦ରେ ହଳଦୀ ଦର ୧୫୦ ଛୁଇଁ ଥିଲା। ଏକଦା…

ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ଗୁରୁତର, କଟକ ସ୍ଥାନାନ୍ତର

କନ୍ଧମାଳ,୧୦ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡ଼ିଛି।…

ଚୁଆପାଣି ପିଇ ଜୀବନ ବଞ୍ଚାଉଛନ୍ତି ପାଇବରସାହିବାସୀ

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ପଞ୍ଚାୟତର ୧୬ ନମ୍ବର ଓ୍ବାର୍ଡ ପାଇବରସାହିରେ ଜଳଯନ୍ତ୍ରଣା ଦେଖାଦେଇଛି। ପଞ୍ଚାୟତ କାର୍ଯ୍ୟାଳୟଠାରୁ ୬ କିଲୋମିଟର ଦୂରରେ ଥିବା ଏହି ଗାଁର ଜନସଂଖ୍ୟା ୨୦୦ରୁ ଊର୍ଦ୍ଧ୍ୱ, ଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri