କନ୍ଧମାଳ

ଅଙ୍ଗନୱାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ଖଜୁରୀପଡ଼ା ୨୮ା୧୧(ବିଦୁର ବେହେରା): ବାରମ୍ବାର ଦାବି ପରେ ଆଡାଶିପଡା ପଞ୍ଚାୟତ ପାଣ୍ଡରାବାଡ଼ି ଗ୍ରାମରେ ୨୦୨୧ରେ ମିନି ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ ହୋଇଥିଲା। ଗୃହ ନିର୍ମାଣ ହୋଇ ନ ଥିବାରୁ କେନ୍ଦ୍ର ଆମ ଗାଁ ଆମ ବିକାଶର ଯୁବକ ସଂଘ ଘରେ ଅସ୍ଥାୟୀ…

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ ସମେତ…

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡିଶା ଷ୍ଟଲକୁ ମିଳିଲା ଦ୍ୱିତୀୟ ସ୍ଥାନ

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ):ଦେଶର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦଯାପିତ ହୋଇଯାଇଛି। ଉକ୍ତ ବାଣିଜ୍ୟ ମେଳାରେ ଦେଶର ବିଭିନ୍ନ ରାଜ୍ୟ ସମେତ ବିଦେଶର ବିଭିନ୍ନ ସାମଗ୍ରୀ ପାଇଁ ଷ୍ଟଲଗୁଡିକ ସ୍ଥାନ ପାଇଥିଲା। ଓଡିଶାରୁ…

ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ ପହଞ୍ଚି ସେଠାରୁ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ଆମ୍ବ ଟାକୁଆ ଜାଉ ଖାଇ…

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର…

‘ଧରିତ୍ରୀ’ରେ ପ୍ରକାଶିତ ଖବର ପରେ କାର୍ଯ୍ୟାନୁଷ୍ଠାନ: ନିଜ ପ୍ରାପ୍ୟ ପାଇଲେ କାଥରୀନା

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର କାଥରୀନା ଦିଗାଲଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯିବା ସହ ଆଗୁଆ ୪୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଥିଲା। ହେଲେ ଉକ୍ତ…

ଦାରିଙ୍ଗବାଡିରେ ଷ୍ଟ୍ରବେରୀ ଚାଷ ସମ୍ପର୍କିତ ଶିକ୍ଷା ହାସଲ କଲେ ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ ପାଇଁ ଷ୍ଟ୍ରବେରୀ ଚାଷ ହୋଇଥିବା ଜମି ବୁଲି ଦେଖିଛନ୍ତି । ଦାରିଙ୍ଗବାଡି ବସ୍‌ଷ୍ଟାଣ୍ଡ ନିକଟରେ…

ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର

ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ମଙ୍ଗଳବାର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟମରେ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ…

ମାଣ୍ଡିପଙ୍କାବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ପ୍ରତି ପରିବାରକୁ ମିଳିଲା…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଙ୍ଗଳବାର…

କୁସଂସ୍କାର ବିରୋଧରେ ଲଢେଇ କରି ଚର୍ଚ୍ଚାକୁ ଆସିଥିବା ମହିଳାଙ୍କ ଦେହାନ୍ତ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ ହୃଦଘାତରେ ମୃତ୍ୟୁବରଣ କରିଥିବା ତାଙ୍କ ପୁଅ ସଦାନନ୍ଦ କହିଛନ୍ତି। ସେ ରବିବାର ହଠାତ…

ଥରୁଛି ଦାରିଙ୍ଗବାଡି, ନିଆଁ ଭରସା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ କିଛି ଦିନ ହେଲା ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ…

ସିକକେତା ଗ୍ରାମରେ ନୂଆ ଚର୍ଚ୍ଚଗୃହ

ଦାରିଙ୍ଗବାଡି, ୨୫୧୧ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତା ଠାରେ କ୍ୟାଥୋଲିକ ମଣ୍ଡଳୀର ଏକ ଚର୍ଚ୍ଚ ଗୃହର ଶୁଭାରମ୍ଭ ହୋଇଛି। ଏହାକୁ ମୁଖ୍ୟ ଅତିଥି ଭାବେ କଟକ ଭୁବନେଶ୍ବର ଡାୟୋସେସର ଆର୍ଚ୍ଚ ବିଶୋପ ଯୋହନ ବାର୍ବା ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?