କନ୍ଧମାଳ

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ…

ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୂମ୍‌ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି। ଏହି…

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର କୋହଲା ପବନ ବୋହିବା ସହ ଦିନରେ ଶୀତର ପ୍ରକୋପ ବୃଦ୍ଧି ପାଇଛି ରାତିରେ…

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର ୨୫ ପଞ୍ଚାୟତର ଶତାଧିକ ବିଦ୍ୟାଳୟ ରହିଥିବା ବେଳେ ଶତାଧିକ ଶିକ୍ଷୟିତ୍ରୀଶିକ୍ଷକ ଶିକ୍ଷାଦାନ କରିବାକୁ ରହିଛନ୍ତି।…

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ଅନୁଷ୍ଠିତ ବୁଢାଡଙ୍ଗର ଲକୋମହୋତ୍ସଵରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ…

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ବଡ଼ ଦିନ ପର୍ବକୁ ଶାନ୍ତି ଶୃଙ୍ଖଳା ସହକାରେ ପାଳନ କରିବା ପାଇଁ ସୋମବାର ରାଇକିଆ…

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏହି ମହୋତ୍ସବରେ ଆବଶ୍ୟକ ଆୟ ଓ…

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ…

ଭାଇଚାରା ସହ ବଡ଼ଦିନ ପାଳନ ପାଇଁ ବାର୍ତ୍ତା ଦେଲେ ଯୁବସଂଘ

ବ୍ରାହ୍ମଣୀଗାଁ,୨୧।୧୨(ମନୋରଞ୍ଜନ ରଣା)- ବଡ଼ଦିନ ପାଳନ ପାଇଁ କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି । ଏହି ପର୍ବ ପାଳନ ପାଇଁ ବିଭିନ୍ନ ସମ୍ପ୍ରଦାୟ ପକ୍ଷରୁ ଭାଇଚାରାର ବାର୍ତ୍ତା ପ୍ରଦାନ କରାଯାଉଛି। ଏହି ଅବସରରେ ଯୁବସଙ୍ଘ ପକ୍ଷରୁ ଘରକୁ ଘର…

ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ…

ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍

ବାଲିଗୁଡ଼ା, ୨୧ା୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ଏକ ଘରୋଇ ବସ୍ ହୁତୁହୁତୁ ହୋଇ ଯାଇଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି…

ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ

ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ ମ୍ୟାନେଜର ସୁଧୀର ଦିଗାଲ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?