କନ୍ଧମାଳ

ଇକୋ ରିଟ୍ରିଟ୍‌ରେ ଖୋଲିଲା କ୍ଷୁଦ୍ରଦାନା ଶସ୍ୟର ଷ୍ଟଲ୍‌, ପର୍ଯ୍ୟଟକଙ୍କୁ ମିଳିବ ମାଣ୍ଡିଆ-କାଙ୍ଗୁ

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ପର୍ଯ୍ୟଟକଙ୍କୁ ଏବେ ହାତ ପାହାନ୍ତାରେ ମିଳିବ କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ସମସ୍ତ ପ୍ରକାର ଖାଦ୍ୟ। ଏହାକୁ ସରକାରଙ୍କ ଶ୍ରୀଅନ୍ନ ଅଭିଯାନରେ ମିଶନ ଶକ୍ତିର ମହିଳାମାନେ ପ୍ରସ୍ତୁତି କରି ବିକ୍ରି କରିବେ। ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌…

ରୋଡ୍‌ ରୋମିଓଙ୍କ ବେପରୁଆ ଗାଡ଼ିଚାଳନା: ବଢୁଛି ଦୁର୍ଘଟଣା, ସାବାଡ୍‌ ପାଇଁ ନିଆଯିବ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଛନ୍ତି। ତେବେ କଫି ବଗିଚା ନିକଟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରହିଥିବା ବେଳେ ସେହି ରାସ୍ତାରେ ଦୈନିକ ଶହଶହ ଛାତ୍ରୀଛାତ୍ର…

ଭଙ୍ଗା ଦଦରା ଅବସ୍ଥାରେ ସେବା ଯୋଗାଉଛି ଆମ୍ବୁଲାନ୍ସ: ରୋଗୀଙ୍କ ଜୀବନ ସହ ଖେଳୁଛି ବିଭାଗ

ଫିରିଙ୍ଗିଆ,୨୦ା୧୨(ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ମେଡିକାଲ ସମ୍ମୁଖରେ ଏକ ୧୦୮ ଆମ୍ବୁଲାନ୍ସ ଅଚଳ ହୋଇ ପଡିଛି। ଫଳରେ ରୋଗୀ ଆମ୍ବୁଲାନ୍ସ ସେବା ପାଇପାରୁନାହାନ୍ତି। ୨୦୧୯ରେ ଏକ ଆମ୍ବୁଲାନ୍ସ ଗୋଛାପଡା ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଗାଡ଼ି ବିପଦପୂର୍ଣ୍ଣ…

ଚାଷୀଙ୍କ ପାଇଁ କାଳ ସାଜିଛି ଲଘୁଚାପ ବର୍ଷା: ଖଳାରେ ଭିଜୁଛି ପାଚିଲା ଧାନ

ବାଲିଗୁଡ଼ା,୨୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡ଼ି ରହିଥିବାରୁ ଅଦିନିଆ ବର୍ଷାରେ…

‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’

ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ ଦେଇଥିବାବେଳେ…

ଦାରିଙ୍ଗବାଡ଼ିରେ ଲଘୁଚାପର ପ୍ରଭାବ: ଝିପିଝିପି ବର୍ଷା ସହ କୋହଲା ପବନ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଗୁରୁବାର ପାଗ ମେଘୁଆ ସହ କୋହଲା ପବନ ବୋହୁଥିଲା। ବିଳମ୍ବିତ ରାତିରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ବର୍ଷା ଜାରିରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଧାନକଟା…

ଗ୍ୟାସ ଟାଙ୍କି ଫାଟି ଚିକେନ୍‌ ଦୋକାନୀ ଗୁରୁତର

ବାଲିଗୁଡା,୧୯।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଚିକେନ୍‌ ଦୋକାନ ଭିତରେ ଗ୍ୟାସ ଟାଙ୍କି ଫାଟି ଜଣେ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ। ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି…

ବଡ଼ଦିନ ପୂର୍ବରୁ ଦାରିଙ୍ଗବାଡ଼ି ଚଳଚଞ୍ଚଳ

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଆଉ କିଛିଦିନ ପରେ ଖ୍ରୀଷ୍ଟମାସ ପାଳନ କରାଯିବ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଖ୍ରୀଷ୍ଟ ଶ୍ରଦ୍ଧାଳୁ ବଡ଼ଦିନ ଭାବେ ପାଳନ କରିବେ ଏଥିପାଇଁ ଏବେଠାରୁ ଅଞ୍ଚଳରେ ଖୁସିର ଲହରି ଦେଖିବାକୁ ମିଳିଛି। ଅଞ୍ଚଳ ଚଳ ଚଞ୍ଚଳ ହୋଇଉଠିଛି। ସବୁଠି ଉତ୍ସବ ମୁଖର…

ନିଆରା ମୟୁର: ଜଙ୍ଗଲ ନୁହେଁ, ଲୋକଙ୍କ ଗହଣରେ ରହିବାକୁ କରୁଛି ପସନ୍ଦ

ଦାରିଙ୍ଗବାଡି,୧୮।୧୨ (ଅରୁଣ ସାହୁ): ଜଙ୍ଗଲରେ ରହୁଥିବା ପ୍ରାଣୀ ମଧ୍ୟ ମଣିଷକୁ ଭଲ ପାଏ। ଏଭଳି ପରିସ୍ଥିତି ହୁଏ ନିଜ ଜଙ୍ଗଲ ଛାଡି ଗାଁ ବସତିକୁ ଚାଲିଆସେ। ଆଉ ଲୋକଙ୍କ ଗହଣରେ ରହିବାକୁ ପସନ୍ଦ କରେ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି…

ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ: ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଭାଙ୍ଗିଲା ଛାତ୍ରଙ୍କ ହାତ

ବାଲିଗୁଡ଼ା:୧୭।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି…

ବଡଦିନ ପାଇଁ ପ୍ରସ୍ତୁତି ଆରମ୍ଭ: ଟ୍ରାଫିକ ନିୟନ୍ତ୍ରଣ ସହ ଗାଡିମୋଟର ହେବ ନିୟମିତ ଯାଞ୍ଚ୍‌

ଦାରିଙ୍ଗବାଡି, ୧୭।୧୨ (ଅରୁଣ ସାହୁ): ଆଉ କିଛି ଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ନିଜ ଘରକୁ ସଜ୍ଜିତ କରିବା ସହ ନୂଆ…

ଜନ୍ମ-ମୃତ୍ୟୁ ପଞ୍ଜିକରଣ ପାଇଁ ଚଞ୍ଚକତା:କାର୍ଯ୍ୟାଳୟକୁ ଘେରିଲେ ଓକିଲ ସଙ୍ଘ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ କାର୍ଯ୍ୟାଳୟରେ ଉତ୍କୋଚ ପାଇଁ ଚଞ୍ଚକତା କରାଯାଉଛି। ଏହାକୁ ନେଇ ମଙ୍ଗଳବାର ଦାରିଙ୍ଗବାଡି ଓକିଲ ସଙ୍ଘ ପକ୍ଷରୁ ଜନ୍ମ ଓ ମୃତ୍ୟୁ ପ୍ରମାଣପତ୍ର ମିଳୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?