କନ୍ଧମାଳ

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍‌ ଶୋ’ କରି ନିର୍ବାଚନ ପ୍ରଚାର…

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ ଓ…

କାଟିଙ୍ଗିଆ ପଞ୍ଚାୟତରେ ଜଳକଷ୍ଟ

ଦାରିଙ୍ଗବାଡ଼ି,୧୬ା୫(ଅରୁଣ ସାହୁ)ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆ ଅଞ୍ଚଳର ବିଭିନ୍ନ ଗ୍ରାମରେ ଜଳକଷ୍ଟ ଲୋକଙ୍କୁ ହନ୍ତସନ୍ତ କରୁଛି। ଗୋଟିଏ ପଟେ ଗ୍ରୀଷ୍ମପ୍ରବାହ ହୋଇଥିବାରୁ କାଟିଙ୍ଗିଆ ବଜାର ସମେତ ଉକ୍ତ ପଞ୍ଚାୟତର ରାଇକଣା, ଆଡ଼ିବାଙ୍ଗା, ଗୁରୁମୁଣ୍ଡି, ଡୁବୁଡି ଆଦି ଅଞ୍ଚଳରେ ଜଳକଷ୍ଟ…

ଭୋଟରଙ୍କୁ ମନାଇବା ପାଇଁ ଚାଲିଛି ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ନିର୍ବାଚନ ପ୍ରଚାର ଚାଲିଛି। ଆସନ୍ତା ୨୦ରେ ସାଧାରଣ ନିର୍ବାଚନ ପାଇଁ ଭୋଟ ସଂଗ୍ରହ ହେବାକୁ ରହିଥିବା ବେଳେ ଉକ୍ତ ନିର୍ବାଚନ ମଣ୍ଡଳୀରେ ତ୍ରିମୁଖୀ ଲଢ଼େଇ…

ଗାଡି ଯାଞ୍ଚ ବେଳେ ଧରାପଡ଼ିଲା ଗଞ୍ଜେଇ: ୨ ଯାତ୍ରୀ ସମେତ ଅଟୋ ଚାଳକଙ୍କୁ ପୋଲିସର ପଚରାଉଚରା

ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନମ୍ବର ଜାତୀୟ ରାଜପଥରେ ଏସଏସ୍‌ଟି ଟିମର ଗାଡି ଯାଞ୍ଚ ବେଳେ ୨ ପ୍ୟାକେଟ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତି ଥିବା ସନ୍ଦେହରେ ପୋଲିସ ଓ ଏସଏସଟି ଟିମ୍‌…

କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ କେନ୍ଦ୍ରରେ…

ଆମ୍ବୁଲାନ୍ସକୁ ମଧ୍ୟ ଯାଞ୍ଚ କଲା ଫ୍ଲାଇଂ ସ୍କ୍ବାଡ୍‌

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): କନ୍ଧମାଳ ପ୍ରଶାସନ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଅଞ୍ଚଳରେ ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ନାକା ଲାଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଉକ୍ତ ବ୍ଲକର ୫୯ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗାଡି…

ଅବାଧ ନିର୍ବାଚନ ପାଇଁ ପ୍ରଶାସନର ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସାରା ରାଜ୍ୟରେ ପୋଲିସ ସକ୍ରିୟ ହୋଇ ଉଠିଥିବା ବେଳେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଫ୍ଲାଗ୍‌ମାର୍ଚ୍ଚ ଆଦି କରି ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ କନ୍ଧମାଳ ପ୍ରଶାସନର ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି…

୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି

ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି…

ଓଡିଶାରେ ଡବଲ ଇଞ୍ଜିନ ସରକାର ହେବ: ମୋଦି

ଫୁଲବାଣୀ,୧୧।୫(ରାକେଶ କୁମାର ରାଉତ): କନ୍ଧମାଳ ଷ୍ଟାଡିୟମରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏହି ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ଓଡିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ…

ନବୀନଙ୍କୁ ମୋଦିଙ୍କ ବଡ଼ ଚ୍ୟାଲେଞ୍ଜ, କାଗଜରେ ଲେଖି ପାରିବ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…

ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri