କନ୍ଧମାଳ

ଆଉ ମାତ୍ର ୨୦ ମିଟର ପରେ ଘରେ ପହଞ୍ଚିଥାନ୍ତେ ହୋମଗାର୍ଡ, ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ହୋମଗାର୍ଡଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯାଇଛି। ସେହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମୁଣ୍ଡନାଜୁ ଗ୍ରାମର ପୀତବାସ ପ୍ରଧାନ। ପ୍ରକାଶ ଯେ, ସେ କୌଣସି କାର୍ଯ୍ୟରେ ପରିବାର ସହ ବାହାରକୁ ଯାଇଥିଲେ। ଫେରିବାବେଳେ…

ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର 

ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିଜ ଘରକୁ ସଜ୍ଜିତ କରିବା ସହ…

ବଲିଉଡ଼ କଳାକାର ବରୁଣଙ୍କୁ ଜୋରଦାର ସ୍ବାଗତ: ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ କଲେ ବଣ୍ଟନ

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ)-ବଲିଉଡ଼ର ଫଲି କଳାକାର ବରୁଣ ବିଶୋଇଙ୍କୁ ଦାରିଙ୍ଗବାଡି ବ୍ଲକ ଦନେକବାଡି ବିରାଗଡା଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟଳୟର ପ୍ରଧାନଶିକ୍ଷକ ବ୍ରଜ କିଶୋର ସିଂଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବଲିଉଡ଼ କଳାକାର ବରୁଣ…

ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ବିଦେଶୀ ନାୟକଙ୍କ ‘ପ୍ରଣୟର ପାଣ୍ଡୁଲିପି’ ଉନ୍ମୋଚିତ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ତଥା ବନାନୀ ସାରସ୍ବତ ପରିଷଦର ସମ୍ପାଦକ ତଥା ବିଶିଷ୍ଟ କବି, ସାହିତି୍ୟକ ବିଦେଶୀ ନାୟକଙ୍କ ଷଷ୍ଠ କବିତା ସଙ୍କଳନ ‘ପ୍ରଣୟର ପାଣ୍ଡୁଲିପି’ର ଶୁଭ ଉନ୍ମୋଚିତ ହୋଇଯାଇଛି। ପ୍ରକାଶ ଯେ,…

ଲୁହା ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ, ମଦ୍ୟପାନ କରି ଦ୍ରୁତଗତିରେ ଚଳାଉଥିଲେ ଚାଳକ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ଜହନପଲ୍ଲୀଠାରେ ଏକ ଲୁହା ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେବଳ ଚାଳକ ରହିଥିବାବେଳେ ସେ ଅଳ୍ପକେ ବଡ଼ ଅଘଟଣରୁ ବର୍ତ୍ତି ଯାଇଥିବା…

ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ ବଣଭୋଜି କରି ମଜା ନେବା ସହ ସୌନ୍ଦର୍ଯ୍ୟର ଅପରୂପ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ।…

ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ, ଶୀତ ଲହରୀ ଜାରି

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୀତ ଲହରୀ ଜାରି ରହିଛି। ତାପମାତ୍ରା ହ୍ରାସ ପାଇବା ସହ ଚଳିତ ବର୍ଷ ପ୍ରଥମଥର ପାଇଁ ସୋମବାର ସକାଳେ ତୁଷାରପାତ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ବୁର୍ଜୁବାଡ଼ି ସମେତ ଶିବ ମନ୍ଦିର ସାହି,…

ଚୁଆରେ ଭାସୁଥିଲା ମହିଳାଙ୍କ ମୃତଦେହ, ଆଉ ତା ପରେ…

ବାଲିଗୁଡା,୧୫l୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆରୁ ମହିଳାଙ୍କ ମୃତଦେହ ଜବତ କରିଛି ବାଲିଗୁଡା ପୋଲିସ l ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ ହୋଇଥିବା ଜଣାପଡ଼ିଛିl ସୂଚନାନୁଯାୟୀ, ଆଜକୁ ତିନିଦିନ…

୧୦ ଡିଗ୍ରୀ ତଳକୁ ଖସିଲା ପାରଦ: ଦାରିଙ୍ଗବାଡିରେ ଅସହ୍ୟ ଜାଡ଼ ସହ ଘନ କୁହୁଡି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଚଳିତ ବର୍ଷ ସରକାରୀ ରିପୋର୍ଟ ଅନୁସାରେ ପାରଦ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି। ରବିବାର ଭୋର ୬ ଟା ସୁଧା ଦାରିଙ୍ଗବାଡିରେ ସର୍ବନିମ୍ମ ତାପମାତ୍ରା ୮. ୫ ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ: ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ଲାୟନ୍ସ କ୍ଲବର ପ୍ରୟାସ 

ଦାରିଙ୍ଗବାଡି,୧୪।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତି ହେଉଛି। ଅସହ୍ୟ ଶୀତ ଯୋଗୁ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ନିଆଁ ଭରସା ତେବେ ଲୋକଙ୍କୁ ଶୀତ ଦାଉରୁ ରକ୍ଷା ପାଇଁ…

କମାଲ କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରାପଡାବଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏବିଇଓ ଗୋକୁଳା ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…

ଜି ଉଦୟଗିରିରେ ପ୍ରବଳ ଶୀତ: ସର୍ବନିମ୍ନ ତାପମାତ୍ରା ୫ . ୨ ଡିଗ୍ରୀ

ଜି.ଉଦୟଗିରି ୧୪। ୧୨(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ତିନି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?