କନ୍ଧମାଳ

ଘନ କୁହୁଡି ଯୋଗୁ ଦାରିଙ୍ଗବାଡିରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ 

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଗତ ୧ ସପ୍ତାହରୁ ଅଧିକା ସମୟ ଧରି କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଝିପିଝିପି ବର୍ଷା ସାଙ୍ଗକୁ ପାଗ ଦିନରେ କୋହଲା ଓ ମେଘୁଆ କରୁଛି। ଫଳରେ ରାତି ସମୟରେ ତାପମାତ୍ରା ବୃଦ୍ଧି ପାଇ ଶୀତ ଗାଏବ ହୋଇଯାଉଛି।…

କଲେଜ୍ ଛାତ୍ରୀଙ୍କୁ ଷ୍ଟେସନାରୀ ଦୋକାନୀଙ୍କ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତଙ୍କୁ ଉତ୍ତମ ମଧ୍ୟମ ଦେଲେ ଛାତ୍ରୀଛାତ୍ର

ଜି.ଉଦୟଗିରି,୯।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି. ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କୁ ଦୋକାନ ଭିତରକୁ ଭିଡ଼ି ନେଇ ଅସଦାଚରଣ ସହ ଦୁଷ୍କର୍ମ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଘଟଣାବେଳେ ଅନ୍ୟ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ…

୩ ଦିନ ହେଲା ଅଟକି ରହିଛି ଭାରୀଯାନ: ଗୁଗଲ ମ୍ୟାପ ଦେଖି ଫସିଲା ଗାଡି

ଦାରିଙ୍ଗବାଡି, ୯।୧୨ (ଅରୁଣ ସାହୁ):ଗତ ୩ ଦିନ ହେଲା ଏକ ଭାରୀଯାନ ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିରେ ଅଟକି ରହିଛି। ଫଳରେ ଉକ୍ତ ରାସ୍ତା ଦେଇ ଗାଡି ଚଳାଚଳରେ ସମସ୍ୟା ଦେଖାଯାଇଛି। ପ୍ରକାଶ ଯେ, ଶନିବାର ଏକ ଚାଉଳ ବୋଝେଇ…

ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଥିବା ମହିଳାଙ୍କୁ ଘେରିଲେ ଅଭିଭାବକ: ବିଦ୍ୟାଳୟରେ ଉତ୍ତେଜନା

ଦାରିଙ୍ଗବାଡ଼ି,୯ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ସୋମବାର ବିଦ୍ୟାଳୟ ଖୋଲିବା ପରେ ଉତ୍ତେଜନା ଦେଖାଯାଇଛି। ଘଟଣା ଘଟିବାର ୩ ଦିନ ବିତିଯାଇଥିବା ବେଳେ ମଧ୍ୟାହ୍ନଭୋଜନ…

ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୯ ଜଣ ଘରକୁ ଫେରିଲେ, ଜଣେ ବ୍ରହ୍ମପୁର ସ୍ଥାନାନ୍ତର

ଦାରିଙ୍ଗବାଡି,୯ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଓ ୧୨ ଗୁରୁତରଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ରବିବାର ୯ ଛାତ୍ରୀଛାତ୍ର ସୁସ୍ଥ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରୁ…

ମଧ୍ୟାନ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା : ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି…

୨ ଦିନ ହେଲା ଯାତ୍ରୀ ହଟାହଟା:ଦାରିଙ୍ଗବାଡି ଆସୁଥିବା ପର୍ଯ୍ୟଟକ ଘାଟିରେ ଅଟକି ରହିଛନ୍ତି

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ )କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଗାଜଲବାଡି ଘାଟି ବୁଲାଣି ରାସ୍ତାରେ ପୁଣି ରବିବାର ସକାଳୁ ଏକ ବସ ସହ ଭାରି ଜାନ ଲାଗି ରହିଛି। ଫଳରେ ଜାତୀୟ ରାଜପଥରେ…

ମଧ୍ୟାନ୍ନ ଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୧୧ ଗୁରୁତରଙ୍କୁ….

ଦାରିଙ୍ଗବାଡି, ୭/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ୩୬ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ସିମନବାଡି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ…

ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ ପର୍ଯ୍ୟାୟ କ୍ରମେ ପ୍ରାୟ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ପେଟ କାଟିବା ଓ…

ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ ସେମାନଙ୍କୁ…

ଅଟକିଛି ଭାରୀଯାନ : ଦାରିଙ୍ଗବାଡି-ବ୍ରହ୍ମପୁର ଯାତାୟତ ଠପ୍‌

ଦାରିଙ୍ଗବାଡି, ୭।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ୧ ବୁଲାଣି ରାସ୍ତାରେ ଗାଡିଟି ବୁଲାଇ ନ ପାରି ଅଟକି ରହିଛି। ଫଳରେ ଉକ୍ତ ଘାଟି ଉପରେ ଏକାଧିକ ଯାତ୍ରୀବାହୀ ବସ…

ଦାରିଙ୍ଗବାଡିରେ ଆରମ୍ଭ ହେଲାକଫି ସଂଗ୍ରହ: ଏହି ସଂସ୍ଥାକୁ ଦିଆଗଲା ଦାୟିତ୍ୱ

ଦାରିଙ୍ଗବାଡି, ୬।୧୨ (ଅରୁଣ ସାହୁ ): ଦାରିଙ୍ଗବାଡିକୁ ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚାର ଉନ୍ନତି ପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପଦକ୍ଷେପ ନେଉଛନ୍ତି। ତେବେ ଚଳିତ ବର୍ଷ ବାଲିଗୁଡା ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?