କନ୍ଧମାଳ

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା ପାଠ କରାଯିବା ସହ ବିରାଟ ଶୋଭାଯାତ୍ରା ବାହାରିଥିଲା। ଶତାଧିକ ଶ୍ରୀରାମଭକ୍ତ ଦାରିଙ୍ଗବାଡି ସମେତ ସିମନବାଡି…

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ…

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ, ଭାଜପା ପ୍ରାର୍ଥୀ କଳ୍ପନା କହଁର ଏବଂ ଫୁଲବାଣୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ପ୍ରତିଭା କହଁରଙ୍କ ଟିକେଟ…

ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ତଥା ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା…

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ବିଧାୟକ ଥିବା ଚକ୍ରମଣୀ କହଁରଙ୍କୁ ପୁଣି…

ଅଯୋଧ୍ୟା ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଭିକ୍ଷା କରି ୮ ଦିନ ପରେ ଭୋକ ଉପାସରେ ପହଞ୍ଚିଲେ ଘରେ, ବଖାଣିଲେ ପୂରା କାହାଣୀ…

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ ୪୨୦ ଜଣ ଗତ ୨ ତାରିଖରେ ଅଯୋଧ୍ୟା ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ ଓ ଜଣଙ୍କର ଫେରିବା ବାଟରେ ମୃତ୍ୟୁ ହୋଇଯାଇଥିଲା। ତେବେ ଗୁରୁବାର ନିଖୋଜ ବ୍ୟକ୍ତି ଜଣକ…

୫ ଶହ କେଜି ଗଞ୍ଜେଇ ଜବତ: ଚାଲାଣ ପାଇଁ ରଖାଯାଇଥିଲା, ମାଡି ବସିଲା ପୋଲିସ

ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚୋରାଚାଲାଣ ପାଇଁ ଜଙ୍ଗଲ ଭିତରେ ରଖାଯାଇଥିବା ଖବର ପାଇ ପୋଲିସ ମାଡ଼ିବସିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଉକ୍ତ ଥାନା କିରୁକୁଟି ପଞ୍ଚାୟତର…

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ ଅଭିଯୁକ୍ତ…

ବ୍ରାହ୍ମଣୀଗାଁ ପୋଲିସକୁ ସଫଳତା: ୨ ଫେରାର ଅଭିଯୁକ୍ତଙ୍କୁ ଗିରଫ

ଦାରିଙ୍ଗବାଡି, ୯।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା ଓ ଶାନ୍ତିଶୃଙ୍ଖଳା ପାଇଁ…

ପଞ୍ଚୁଦଣ୍ଡ ମିଳନରେ ଯୋଗଦେଲେ ହଜାର ହଜାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ…

ସ୍କୁଟି ଦୁର୍ଘଟଣା: ମିଳିଲା ୩ ମୃତକଙ୍କ ପରିଚୟ

ରାଇକିଆ,୮ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ବ୍ରିଜ୍‌ରେ ସ୍କୁଟି ଦୁର୍ଘଟଣାରେ ୩ ଯୁବକଙ୍କ ମୁତ୍ୟୁ ଘଟିଛି। ରବିବାର ବିଳମ୍ବିତ ରାତିରେ ପାବୁରିଆରୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri