ସିଆଙ୍ଗବାଲିଠାରୁ ଅଡାମାହା ଛକ, ସଂଯୋଗୀକରଣ ରାସ୍ତା ପାଲଟିଛି ମରଣଯନ୍ତା
ଦାରିଙ୍ଗବାଡି, ୧୩।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିଆଙ୍ଗବାଲି ଠାରୁ ଅଡାମାହାକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ପ୍ରକାଶ ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଥିବା ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା...
ଖେଳ ପଡିଆରେ ଭଙ୍ଗା ବୋତଲ, କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ
ଦାରିଙ୍ଗବାଡି, ୧୨।୧୦, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ଏକମାତ୍ର ଖେଳ ପଡିଆର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ଉକ୍ତ ପଡ଼ିଆଟି ସଂଧ୍ୟା ହେଲେ ଅସାମାଜିକ ଯୁବକଙ୍କ ଆଡ୍ଡା ପାଲଟୁଛି। ନିଶାସକ୍ତ ଦୁର୍ବୁତ୍ତମାନେ ଖାଲି...
ଦାରିଙ୍ଗବାଡିରେ କାର୍ଯ୍ୟରତ ସବଇନ୍ସପେକ୍ଟରଙ୍କ ଇନ୍ସପେକ୍ଟରକୁ ପଦନ୍ନୋତି
ଦାରିଙ୍ଗବାଡି, ୧୨।୧୦ (ଅରୁଣ ସାହୁ ): ରାଜ୍ୟସରକାରଙ୍କ ବଡ଼ ପଦକ୍ଷେପ ପୋଲିସ ବିଭାଗର କାର୍ଯ୍ୟରତ ସବଇନ୍ସପେକ୍ଟରମାନଙ୍କୁ ପଦନ୍ନୋତି ଦିଆଯାଇ ଇନ୍ସପେକ୍ଟର କରାଯାଇଛି। ପୋଲିସ ମହାନିର୍ଦ୍ଦେଶକଙ୍କ ଅଫିସ ଚିଠି ନଂ ୩୩୧୮ ନିର୍ଦ୍ଦେଶରେ ଶୁକ୍ରବାର ଏହି ପଦନ୍ନୋତି ଦିଆଯାଇଥିବା ବେଳେ ମୋଟ...
ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍ କାର୍ଯ୍ୟ
ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା...
ବର୍ଷାରେ ଧୋଇଗଲା ୩୦ ହଜାର କୋବି ଗଛ, ଧୂଳିସାତ୍ ହେଲା ଚାଷୀଙ୍କ ସ୍ବପ୍ନ
ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): ଅନେକ ଆଶା ଥିଲା ଚାଷ କରି ଭଲ ଦୁଇ ପଇସା କମେଇବେ। ଏଥିପାଇଁ ନିଜ ଜମି ନ ଥାଇ ମଧ୍ୟ ଅନ୍ୟ ଜଣଙ୍କ ଜମିକୁ ଭଡ଼ାସୂତ୍ରରେ ମାଗି କରିଥିଲେ ଚାଷ ହେଲେ ବର୍ଷା ସବୁ ସ୍ବପ୍ନକୁ ଧୂଳିସାତ୍...
ଜଙ୍ଗଲଜାତ ଦ୍ରବ୍ୟର ବ୍ୟବହାର ବିକ୍ରି ନେଇ ତାଲିମ
ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ): ଜଙ୍ଗଲ ସୁରକ୍ଷା ନେଇ ଜାଗୃତି ସଭାଗୃହ ଠାରେ ଚାଲିଥିବା ୨ ଦିନିଆ କର୍ମଶାଳା ଶନିବାର ଉଦ୍ଯାପିତ ହୋଇଛ। ଗୋଷ୍ଠୀ ଜଙ୍ଗଲ ଜମି ସମ୍ପର୍କିତ ଏହି କର୍ମଶାଳାକୁ କାର୍ଯ୍ୟକ୍ରମ ଅଧିକାରୀ ସଦାନନ୍ଦ ସିଂଙ୍କ ତାଙ୍କ ଅଧ୍ୟକ୍ଷତାରେ...
OSRTC ବସ୍ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ: କଣ୍ଡକ୍ଟର ମୃତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଖଜୁରୀପଡ଼ା,୧୧।୧୦ ( ବିଦୁର ବେହେରା ): ଲାଞ୍ଜିଗଡରୁ କଟକକୁ ଯାତ୍ରା କରୁଥିବା ଯାତ୍ରୀବାହୀ ଓଆରଏସଟିସି ବସ୍ ଗାଡିଆପଡା ଘାଟିର ଏସ ବୁଲାନିରେ ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଣ୍ଡକ୍ଟର ସୌମ୍ୟ ରଞ୍ଜନ ଦାସ(୨୪)ମୃତ ହୋଇଥିବା ବେଳେ ବସ ଚାଳକ...
ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟାଭିଡ଼ିଲା କନ୍ଧମାଳ ପୋଲିସ: ବିଭିନ୍ନ ସ୍ଥାନରେ ଖୋଲିଲା ବିଏସଏଫ କ୍ୟାମ୍ପ
ଦାରିଙ୍ଗବାଡି, ୧୧/୧୦ (ଅରୁଣ ସାହୁ): ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟା ଭିଡିଛି କନ୍ଧମାଳ ପୋଲିସ। ଗତ କିଛି ଦିନ ହେଲା ମାଓବାଦୀ କନ୍ଧମାଳ ଜିଲା ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୁଣି ନିଜ ଉପସ୍ଥିତ ଜାହିର କରିଥିବା ପୋଲିସ...
ଦିଗହରା ଆଦି ସେବାକେନ୍ଦ୍ର: ଆରମ୍ଭରୁ ଯୋଜନାରେ ବିଭ୍ରାଟ
ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ): ଜନଜାତି ସାମ୍ପ୍ରଦାୟର ଜୀବନଜୀବିକା ସ୍ବାବଲମ୍ବୀ କରାଇବା ସହ ନିଜ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ସାମାଜିକ ସୁରକ୍ଷାକୁ ଶକ୍ତିଶାଳୀ କରିବା ଜନସଚେତନ କରି ନିଜ ଅଞ୍ଚଳକୁ ବିକାଶ ଦିଗରେ ଆଗଧାଡିରେ ରଖିବା ନିଜ ଅଞ୍ଚଳର...
୨୫ ଦିନ ହେଲା କଳିଙ୍ଗା ଘାଟି ରାସ୍ତା ବନ୍ଦ: ଦୁର୍ଦ୍ଦିନରେ ବ୍ୟବସାୟୀ
ଜି.ଉଦୟଗିରି,୧୦ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ୧୫୭ ନଂ. ଜାତୀୟ ରାଜପଥ କଳିଙ୍ଗା ଘାଟିରେ ସେପ୍ଟେମ୍ବର ୧୬ରେ ଭୂସ୍ଖଳନ ହୋଇଥିଲା। ଫଳରେ ୨୫ ଦିନ ହେବ ରାଞ୍ଚି-ବିଜୟୱାଡା କରିଡର ବନ୍ଦ ରହିଛି। ଏହାକୁ ନେଇ କନ୍ଧମାଳ ଜିଲାବାସୀ ନାହିଁ...
ବଜ୍ରପାତରେ ଗୁରୁତର ଛାତ୍ର ସୁସ୍ଥ ହୋଇ ଘରକୁ ଫେରିଲେ, ପରିବାରରେ ଖେଳିଗଲା ଆନନ୍ଦ
ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ। ଏଭଳି ଉକ୍ତିକୁ ଯଦି ଦେଖିବା ତେବେ ବଜ୍ରପାତରେ ଗୁରୁତର ଜଣେ ପଞ୍ଚମ ଶ୍ରେଣୀର ଛାତ୍ର ଗୁରୁତର ହୋଇ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ତେବେ...
ବର୍ଷାରେ ବେହାଲ ରାସ୍ତା, ସାମାନ୍ୟ ବର୍ଷିଲେ ସୃଷ୍ଟି ହେଉଛି ବନ୍ୟାର ଭ୍ରମ
ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ କିଛି ମାସ ହେଲା ବର୍ଷା ହେଉଥିବା ବେଳେ ୩ ତାରିଖଠାରୁ ନିୟମିତ ବର୍ଷା ହେଉଛି। ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେଉଥିବା ବେଳେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହି ବର୍ଷା ଲୋକଙ୍କୁ...
Archives


