କନ୍ଧମାଳ

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ ଅପରାହ୍ନରେ ସେ ଉକ୍ତ ବ୍ଲକର ଦୁର୍ଗମ ତିଲୋରୀ ପଞ୍ଚାୟତର ମୁଗୁପାଙ୍ଗା ଗ୍ରାମରେ ପହଞ୍ଚିଥିଲେ।…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ ଘଟିଥିବା ଏହି ଚୋରି ଘଟଣାରେ ସଂପୃକ୍ତ ୪ ଜଣ ଚୋରଙ୍କ ମଧ୍ୟରୁ ୩…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି । ମଙ୍ଗଳବାର ଭୋର୍‌ରୁ ନୀତିକାନ୍ତି ସମ୍ପନ୍ନ ହେଲା ପରେ ଚତୁର୍ଦ୍ଧାବିଗ୍ରହ ନବ ଯୌବନରେ ଦର୍ଶନ…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ୨ଟି ଦେଶୀ ବନ୍ଧୁକ ସମେତ ବିଭିନ୍ନ ଶିକାର ସାମଗ୍ରୀ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ଏମ୍‌ପିଙ୍କ ଗସ୍ତକୁ ନେଇ ସରକାରୀ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲା ଶରଣକୁଳ ଥାନା ଅଞ୍ଚଳର…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ, ଜୀବିକାର ବିକାଶ ଏବଂ ନିରନ୍ତର ସମାଜସେବା…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମଧୁପଲ୍ଲୀ ଗାଁର ସୋମନାଥ ବେହେରାଦଳାଇ (୩୭)। ଦୁର୍ଘଟଣାସ୍ଥଳରେ ଦାରିଙ୍ଗବାଡ଼ି…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ। ବିଜେଡି ପକ୍ଷରୁ ୮ ପଞ୍ଚାୟତ ତଥା…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସଭାପତି ସତ୍ୟବାନ ପାତ୍ର ଓ ସମ୍ପାଦକ ବାଇନାଥ ଦାସଙ୍କ ତତ୍ତ୍ୱାବଧାନରେ ବସ୍‌ଷ୍ଟାଣ୍ଡ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର ବିଭିନ୍ନ ଜଙ୍ଗଲ ପରିଦର୍ଶନରେ ଯିବା ସହ ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ।…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?