କନ୍ଧମାଳ ଜିଲ୍ଲାର ଫୁଲବାଣୀକୁ ରେଳ ମାନଚିତ୍ରରେ ସଂଯୋଗ କରାଯିବ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଦଶପଲ୍ଲା ,୬ା୧: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଦଶପଲ୍ଲା ରେଳଷ୍ଟେସନ୍ ଠାରେ ୪ଟି ଟ୍ରେନ୍ର ସମ୍ପ୍ରସାରଣର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର-ନୟାଗଡ଼ ଟାଉନ ଏକ୍ସପ୍ରେସ୍, ଭୁବନେଶ୍ୱର – ନୂଆଗାଁ ରୋଡ଼ ପାସେଞର ସ୍ପେଶାଲ,ପୁରୀ-ନୂଆଗାଁ ରୋଡ଼ ପାସେଞ୍ଜର…
ଘାଟିରୁ ଖସିଲା ମୋଟରସାଇକେଲ, ଖେଳ ଶିକ୍ଷକଙ୍କ ଜୀବନ ଗଲା
ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ ପତଡ଼ ଘାଟିରେ ଏକ ମୋଟରସାଇକେଲ ଖସିପଡ଼ିବାରୁ ଜଣକଙ୍କର ଜୀବନ ଯାଇଛି। ମୃତକ ଲୁବେନଗଡ଼ ସରକାରୀ ବିଦ୍ୟାଳୟର ଖେଳ ଶିକ୍ଷକ ବିଭୂତି ପ୍ରଧାନ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଶିକ୍ଷକ ଜଣକ…
ପୁଣି ଲେଉଟିଲା ଶୀତ, ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ
ଜି.ଉଦୟଗିରି,୫ା୧(ଶିଶିର ପଟ୍ଟନାୟକ): କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଲେଉଟିଛି ଶୀତ। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରହିଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ରରେ ଥିବା ପାଣିପାଗ ବିଭାଗ ଅଧିକାରଙ୍କ ଠାରୁ ଜାଣିବାକୁ ମିଳିଛି। ଗୁରୁବାର ୯.୪…
ପିଲା ଚୋର ସନ୍ଦେହରେ ଯୁବକଙ୍କୁ ଖୁଣ୍ଟିରେ ବାନ୍ଧି ପୋଲିସ ଜିମା ଦେଲେ
ଖଜୁରିପଡ଼ା,୪।୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ଆଡ଼ାସିପଡ଼ା ପଞ୍ଚାୟତର କୁରୁପାଡି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ପିଲାଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ଅଜଣା ବ୍ୟକ୍ତି ଜଣକ ଗ୍ରାମରେ ଏଣେ ତେଣେ ବୁଲୁଥିବା ଦେଖି ଲୋକମାନେ…
ଡିଜିଟାଲ ଆର୍ଟ କରି ଅଞ୍ଚଳରେ ପ୍ରଶଂସା ସାଉଁଟୁଛନ୍ତି ନିହାର
ଦାରିଙ୍ଗବାଡ଼ି,୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାରର ନିହାର ରଞ୍ଜନ ସାହୁ ନିଜ ମୋବାଇଲରେ ଡିଜିଟାଲ ଆର୍ଟ କରି ଏବେ ଦାରିଙ୍ଗବାଡ଼ି ସମେତ ବିଭିନ୍ନ ସ୍ଥାନରେ ପରିଚୟ ସୃଷ୍ଟି କରିଛନ୍ତି। ପଲିଟେକ୍ନିକାଲରେ ଡିପ୍ଲୋମା କରିବା ପରେ ସେ ରାଜ୍ୟ ବାହାରେ କାର୍ଯ୍ୟ…
ଇସ୍ତଫା ଦେଲେ କିରିକୁଟି ସରପଞ୍ଚ
ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରପଞ୍ଚ ଅଶୋକ ପ୍ରଧାନ ସରପଞ୍ଚ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫାପତ୍ର ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କୁ ଦେଇଛନ୍ତି। ପ୍ରକାଶ ଯେ, ଅଶୋକ ଜଣେ ଉଚ୍ଚ ଶିକ୍ଷିତ…
୨୨ ଏକର ଜମିରେ ହୋଇଥିଲା ଗଞ୍ଜେଇ ଚାଷ: ଜାଳିଦେଲା ପୋଲିସ
ଦାରିଙ୍ଗବାଡି,୨୯।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୋଲିସ ପୁଣି ଗଞ୍ଜେଇ ଗଛ ନଷ୍ଟ କରିଛି। ଦାରିଙ୍ଗବାଡ଼ି ଥାନା ଅଧୀନ କିରିକୁଟି ପଞ୍ଚାୟତ ଆଦିବାସୀ ନାହୁ ଏବଂ କିରିକୁଟି ଅଞ୍ଚଳରେ ପ୍ରାୟ ୨୨ ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିବା ପୋଲିସକୁ…
ବାପ, ପୁଅଙ୍କୁ ଏସିଡ୍ ମାଡ଼
ଫୁଲବାଣୀ,୨୮ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବାପ, ପୁଅଙ୍କୁ ଏସଡ୍ ମାଡ଼ ହୋଇଛି। ବାପ, ପୁଅ ଗୁରୁତର ଥିବାବେଳେ ଜଣେ ସାଙ୍ଗ ଆହତ ହୋଇଛନ୍ତି। ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକେ ଆକ୍ରମଣକାରୀଙ୍କୁ ଧରି ନିସ୍ତୁକ ମାଡ଼…
ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ : ଓଲଟିଲା ବସ୍
କନ୍ଧମାଳ,୨୭।୧୨: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ରାହ୍ମଣୀ ଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓଲଟି ୨୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। ଆହତଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେତେ…
୬ଷ୍ଠ ଥର ହାତେଇବାକୁ ଶାସକ ଦଳର ରଣନୀତି
ଫୁଲବାଣୀ,୨୭।୧୨(ରାକେଶ କୁମାର ରାଉତ): ଶାସକ ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ କନ୍ଧମାଳ ଜିଲା ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ହାତରେ ରଖିଆସିଛି।ଏଥର ୬ଷ୍ଠ ପାଳିରେ ମଧ୍ୟ ବିଜେଡି ଏହି ସିଟ୍କୁ ହାସଲ କରିବାକୁ ରଣନୀତି ପ୍ରସ୍ତୁତ କରିଚାଲିଛି। କିନ୍ତୁ ଦଳ ପୁଣି…
ରାତି ପାହିଲେ ବଡ଼ଦିନ: କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବାଲିଗୁଡା:୨୪।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ରାତି ପାହିଲେ ବଡ଼ ଦିନ। ବଡ଼ ଦିନ ଧୁମ୍ଧାମରେ ପାଳନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ କନ୍ଧମାଳ ଜିଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ…
ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ: ଦୁଇ ଯବାନ ଗୁରୁତର
କୋଟଗଡ଼,୨୪ା୧୨(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳ ସିର୍ଲା ଜଙ୍ଗଲରେ ରବିବାର ଏସ୍ଓଜି ଯବାନ କମ୍ବିଂ ଅପରେଶନ ସମୟରେ ହଠାତ ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ କରିଥିଲେ। ଫଳରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ସୂଚନା…
Archives


