କନ୍ଧମାଳ

ରାତିରେ ସହରର ଭ୍ରମ ସୃଷ୍ଟି କରୁଛି ଇକୋ ରିଟ୍ରିଟ: ପର୍ଯ୍ୟଟକଙ୍କୁ ଟାଣି ଆଣୁଛି ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି, ୩।୧୨(ଅରୁଣ ସାହୁ): ଓଡିଶା ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଦାରିଙ୍ଗବାଡିରେ ଇକୋ ରିଟ୍ରିଟର ଆରମ୍ଭ ହୋଇଯାଇଛି। ଚଳିତଥର ପର୍ଯ୍ୟଟକଙ୍କ ଅଧିକ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର କଟେଜ ଗୁଡିକର ଦର ଶସ୍ତା କରିବା ସହ ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ…

ବ୍ୟାପକ କରାଯିବ ମହୁଲ ଫୁଲରୁ ପ୍ରସ୍ତୁତ ଖାଦ୍ୟ: ମଧ୍ୟପ୍ରଦେଶ ପଦ୍ଧତି ଆପଣାଇବ ଓଡ଼ିଶା

ଦାରିଙ୍ଗବାଡି,୨।୧୨(ଅରୁଣ ସାହୁ):ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଥିବା ଟ୍ରାଇବାଲ କୋପେରେଟିଭ ମାର୍କେଟିଙ୍ଗ ଡେଭଲପମେଣ୍ଟ ଫେଡେରେସନ ଅଫ ଇଣ୍ଡିଆ ଲିମିଟେଡ଼ (ଟିଆରଆଇଏଫଇଡି)ର ଉପାଧ୍ୟକ୍ଷ ପବିତ୍ର କଂହର ୫ ଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ସେ ଉକ୍ତ ରାଜ୍ୟରେ ବନ ଧନ…

ଝିପିଝିପି ବର୍ଷା ପାଇଁ ହନ୍ତସନ୍ତ ଅଞ୍ଚଳବାସୀ: କିଛି ପର୍ଯ୍ୟଟକ ଖୁସି ଆଉ କିଛି ନିରାଶ

ଦାରିଙ୍ଗବାଡି,୨।୧୨ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୪ ଦିନ ବିତିଲା କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କୋହଲା ଓ ଝିପିଝିପି ବର୍ଷା ଯୋଗୁ ଦିନରେ ଶୀତ ଦ୍ବିଗୁଣିତ ହୋଇଥିବାବେଳେ ରାତିରେ ଧୀରେ ଧୀରେ ତାପମାତ୍ରା…

ବିଭିନ୍ନ ସମସ୍ୟା ନେଇ ପଞ୍ଚାୟତ ପିଇଓଙ୍କୁ ଘେରିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳମାଳ ସମସ୍ୟା ଲାଗିରହିଛି। ଏହାର ସମାଧାନ ଦିଗରେ ନା ପ୍ରଶାସନ, ଶିକ୍ଷା ବିଭାଗ, ଜିଲା ଓ ସ୍ଥାନୀୟ ଅଧିକାରୀ କେହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ…

ଦାଦନ ଖଟିବାକୁ ଯାଇ ସନ୍ଦେହଜନକ ମୃତ୍ୟୁ: ରେଳ ଟ୍ରାକରୁ ମୃତଦେହ ଜବତ

ଦାରିଙ୍ଗବାଡି,୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରୁ ଅନେକ ଲୋକ ଦାଦନ ଖଟିବାକୁ ଯାଇ ମୃତ୍ୟୁର ଶିକାର ହେଉଥିବା ନଜିର ରହିଛି। ଜଣେ ଜନଜାତି ସମ୍ପ୍ରଦାୟର ଯୁବକ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିଲେ। ମାତ୍ର ଗୋଟିଏ ଦିନ କାମ…

ବାପାଙ୍କ ଟାଙ୍ଗିଆ ଚୋଟରେ ପୁଅ ଗୁରୁତର ଘଟଣା: ସଫଳ ଅସ୍ତ୍ରୋପଚାର ପରେ ମୁଣ୍ଡରୁ ବାହାରିଲା…

କନ୍ଧମାଳ,୧ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କଟକ ବଡ଼ ମେଡିକାଲର ସ୍ନାୟୁଶଲ୍ୟ ଚିକିତ୍ସା (ନ୍ୟୁରୋସର୍ଜରୀ) ବିଭାଗରେ ଅସ୍ତ୍ରୋପଚାର ପରେ ନୂଆ ଜୀବନ ପାଇଛନ୍ତି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ଅଞ୍ଚଳର ବିବେକ କହଁର। ମୁଣ୍ଡରେ ଧାରୁଆ ଟାଙ୍ଗିଆ ଭିତରକୁ ପଶିଥିବା ବେଳେ ପ୍ରାୟ…

ଖୋଲିଲା ଇକୋ ରିଟ୍ରିଟ୍‌, ଛୁଟିଲା ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ଇକୋ ରିଟ୍ରିଟ୍‌ ରବିବାର ଖୋଲିଛି। ଇକୋ ରିଟ୍ରିଟ୍‌ର ଅଧ୍ୟକ୍ଷ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଯୋଗ…

ଡିସେମ୍ବର ପହିଲାରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ: ପରିଦର୍ଶନ କଲେ ବିଡିଓ, ପର୍ଯ୍ୟଟନ ଅଧିକାରୀ

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ରବିବାର ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ ହେବାକୁ ଯାଉଛି। ଏହାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ ପ୍ରମୁଖ…

ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨

ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି ବନ ବିଭାଗ। ଏ ନେଇ ଶନିବାର ବନ ବିଭାଗ ଅଧିକାରୀଙ୍କ ସୂଚନାନୁସାରେ ଭବାନୀ ଶଙ୍କର…

ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ତଥା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନକ୍ଷେତ୍ରର ବାଟ ଦେଖାଇଥିବା କଫି ବଗିଚାର ସୌନ୍ଦର୍ଯ୍ୟକରଣ…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ…

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ ପାର୍କ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କରାଯିବା ସହ ପେଭେର ବ୍ଲକ ପକେଇ ଓସାରିଆ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?