କନ୍ଧମାଳ

ବିଦ୍ୟାଳୟ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍‌

ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍‌ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪…

ଠାକୁରାଣୀ ଯାତ୍ରାକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମା’ଠାକୁରାଣୀ ମନ୍ଦିର କମିଟି ପକ୍ଷରୁ ଶୁକ୍ରବାର ଡୁଲୁରୀଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମିଟିର ତଥା ବଣିକ ସଂଘର ସଭାପତି ଲଡ଼ୁ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ସମ୍ପାଦକ ଭଗବାନ ସାହୁ ସଭା ପରିଚାଳନା…

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ଲଘୁଚାପ ଜନିତ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗିରହିଛି। ଫଳରେ ରାତି ଅପେକ୍ଷା ଦିନରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପାଗ ମେଘୁଆ ଯୋଗୁ ଦାରିଙ୍ଗବାଡ଼ିକୁ ଅନ୍ଧକାର ଘେରି ରହିଛି।…

ପର୍ଯ୍ୟଟକଙ୍କୁ ନିଜ ଆଡ଼କୁ ଟାଣି ଆଣୁଛି ଶାନ୍ତି ଉପତ୍ୟକା, ଜମୁଛି ଭିଡ଼

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ବୁଲିବା ପାଇଁ ଆସିଲେ ଅନେକ ପର୍ଯ୍ୟଟନକ୍ଷେତ୍ର ଦେଖିବାର ସୁଯୋଗ ପାଇଥାନ୍ତି। ହେଲେ ଏଠାରେ ଏଭଳି ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ରହିଛି, ଯେଉଁଠିକି ପର୍ଯ୍ୟଟକ ଅଧିକ ପସନ୍ଦ କରିବା ସହ ଗୋଟିଏ ମୁହୂର୍ତ୍ତ…

ଦାରିଙ୍ଗବାଡିରେ କମୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ପ୍ରଶାସନିକସ୍ତରରେ ବଢୁଛି ଚିନ୍ତା

ଦାରିଙ୍ଗବାଡି, ୨୯।୧୧(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ପର୍ଯ୍ୟଟକ ଆସୁଛନ୍ତି ହେଲେ ଯେଉଁ ସଂଖ୍ୟାରେ ପର୍ଯ୍ୟଟକ ଆସିବା କଥା ସେହି ସଂଖ୍ୟକ ପର୍ଯ୍ୟଟକଙ୍କ ଆଗମନ ହେଉନାହିଁ। ଏହାର ମୁଖ୍ୟ କାରଣ ଶୀତର ଲୁଚକାଳି ସହ ପର୍ଯ୍ୟଟକ ଦାରିଙ୍ଗବାଡି ଭଳି…

ସଙ୍ଗଠନରେ ବଢୁଛି ଉତ୍ପୀଡନ: ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ

ଫୁଲବାଣୀ,୨୮ା୧୧(ରାକେଶ କୁମାର ରାଉତ): ସୁରକ୍ଷା ବାହିନୀର ଲଗାତାର ଚଢାଉ କନ୍ଧମାଳ ଜିଲାରେ ମାଓବାଦୀଙ୍କ କାର୍ଯ୍ୟକ୍ରମରେ ରୋକ ଲଗାଇଛି। ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ବିଜା ମାଡଭି ଓରଫ ଟିକେଶ। ସେ ଗତ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ଖଜୁରୀପଡ଼ା ୨୮ା୧୧(ବିଦୁର ବେହେରା): ବାରମ୍ବାର ଦାବି ପରେ ଆଡାଶିପଡା ପଞ୍ଚାୟତ ପାଣ୍ଡରାବାଡ଼ି ଗ୍ରାମରେ ୨୦୨୧ରେ ମିନି ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ ହୋଇଥିଲା। ଗୃହ ନିର୍ମାଣ ହୋଇ ନ ଥିବାରୁ କେନ୍ଦ୍ର ଆମ ଗାଁ ଆମ ବିକାଶର ଯୁବକ ସଂଘ ଘରେ ଅସ୍ଥାୟୀ…

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ ସମେତ…

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡିଶା ଷ୍ଟଲକୁ ମିଳିଲା ଦ୍ୱିତୀୟ ସ୍ଥାନ

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ):ଦେଶର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦଯାପିତ ହୋଇଯାଇଛି। ଉକ୍ତ ବାଣିଜ୍ୟ ମେଳାରେ ଦେଶର ବିଭିନ୍ନ ରାଜ୍ୟ ସମେତ ବିଦେଶର ବିଭିନ୍ନ ସାମଗ୍ରୀ ପାଇଁ ଷ୍ଟଲଗୁଡିକ ସ୍ଥାନ ପାଇଥିଲା। ଓଡିଶାରୁ…

ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ ପହଞ୍ଚି ସେଠାରୁ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ଆମ୍ବ ଟାକୁଆ ଜାଉ ଖାଇ…

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର…

‘ଧରିତ୍ରୀ’ରେ ପ୍ରକାଶିତ ଖବର ପରେ କାର୍ଯ୍ୟାନୁଷ୍ଠାନ: ନିଜ ପ୍ରାପ୍ୟ ପାଇଲେ କାଥରୀନା

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର କାଥରୀନା ଦିଗାଲଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯିବା ସହ ଆଗୁଆ ୪୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଥିଲା। ହେଲେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?