କନ୍ଧମାଳ

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ ପାହାଡ଼ ଉପରେ ଏକ କାଠ କୃଶରେ ବିଦ୍ଧ କରାଯାଇଥିଲା। ତେବେ ଯିଶୁଙ୍କୁ ଯେଉଁମାନେ ଏଭଳି…

ପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁ

ଦାରିଙ୍ଗବାଡି, ୨୯ା୩ (ଅରୁଣ ସାହୁ ):କନ୍ଧମାଳ ଜିଲା କ. ନୂଆଗାଁ ପୋଲିସ ଏକ ଗଞ୍ଜେଇ ବୋଝେଇ କାର (ନଂ. ଓଡି ୩୩ଏଇ ୩୪୪୩ )କୁ ଧରିବା ପାଇଁ ଗୁରୁବାର ସନ୍ଧ୍ୟାରେ ୪୦ କି.ମି. ପିଛା କରିଥିଲା। ଖବରପାଇ ଦାରିଙ୍ଗବାଡି ପୋଲିସ ଚାରିଛକରେ…

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା କମିଟି ସମେତ ହୋଟେଲ ସଙ୍ଘ, ବଣିକ ସଙ୍ଘ ଓ ଦଳୀୟ କର୍ମୀମାନେ ସ୍ବାଗତ…

ମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶ

ଦାରିଙ୍ଗବାଡି, ୨୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ମା’ଠାକୁରାଣୀଙ୍କ ଯାତ୍ରା -୨୦୨୪ ନିମନ୍ତେ ବୁଧବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ମା’ଠାକୁରାଣୀ ପୂଜା କମିଟି ପକ୍ଷରୁ ପୂଜାପାଠ, ହୋମ ଯଜ୍ଞର ଆୟୋଜନ କରାଯାଇଥିଲା। କମିଟିର ଟୁକୁନା ସାହୁ…

ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଦାରିଙ୍ଗବାଡି,୨୬।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ବଡ଼ ଧୁମ୍‌ଧାମରେ ପାଳନ ହୋଇଛି। ବିଶେଷ କରି ଛୋଟ ପିଲାଙ୍କ ମଧ୍ୟରେ ଏହି ହୋଲିର ପର୍ବ ବଡ଼ ଖୁସିର ସହ ପାଳନ ହେଉଛି। ଅନେକ…

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ।  ଏ ନେଇ କନ୍ଧମାଳ ଜିଲାର ବାଲିଗୁଡା ତଥା…

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ ଚିନ୍ତାରେ। ଚଳିତ ଥର ହଳଦୀ ଅମଳରେ ବହୁ ବିଳମ୍ବ ଦେଖାଯାଇଥିବା ବେଳେ ବର୍ଷା…

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ…

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର ଏକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାର୍କେଟରୁ ନିଆଯାଇଥିବା ଜଳଖିଆ ଦିଆଯାଇଥିଲା। ସେଥିରୁ ଆଳୁଚପ୍‌ରେ ଏକ…

ସାଧାରଣ ନିର୍ବାଚନ ନେଇ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ଚିରଞ୍ଜିବୀ ବେହେରାଙ୍କ ନେତୃତ୍ୱରେ ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ପ୍ରମୁଖ ସଦଳବଳ ଥାନାଠାରୁ ଫ୍ଲାଗ୍‌ମାର୍ଚ୍ଚରେ ବାହାରି ବଜାର ସମେତ ଓଡ଼ିଆ ସାହି,…

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

ପ୍ରେମ ପରେ ପ୍ରତାରଣା, ଥାନାରେ ପହଞ୍ଚିଲେ ପ୍ରେମିକା

ଖଜୁରିପଡ଼ା,୨୧ା୩(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ପିରିକୁଡ଼ି ପଞ୍ଚାୟତ ଅଞ୍ଚଳର ଜଣେ ଯୁବତୀ ପ୍ରେମ ପ୍ରତାରଣାର ଶିକାର ହୋଇଛନ୍ତି। ପ୍ରେମିକ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା, ଗର୍ଭ ନଷ୍ଟ କରିବା ଏବଂ ଶେଷରେ ଯୁବତୀକୁ ଚିହ୍ନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri