୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ
ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍ସନ୍ ସିଷ୍ଟମ(ଏନ୍ପିଏସ୍)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ ଫୁଲବାଣୀରେ…
ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ
କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ…
ପଖାଳ ଦିବସରେ ଡିଜିଟାଲ ଆର୍ଟ କଲେ ନିହାର
ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ନିହାର ରଞ୍ଜନ ସାହୁ ମୋବାଇଲରେ ଡିଜିଟାଲ ଆର୍ଟ ମାଧ୍ୟମରେ ଅନେକ ଫଟୋ ଆଙ୍କି ସାରା ଜିଲା ତଥା ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଥିବା ବେଳେ ପଖାଳ ଦିବସରେ ଶ୍ରୀ…
ଦାରିଙ୍ଗବାଡ଼ିରେ ପୁଣି ଶୀତର ପ୍ରକୋପ: ନିଆଁ ଲଗାଇ ବସୁଛନ୍ତି ଲୋକେ
ଦାରିଙ୍ଗବାଡ଼ି,୨୦।୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଗତ ୩ ଦିନ ହେଲା ଅଞ୍ଚଳରେ ପାଗ କୋହଲା ରହୁଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବୃଦ୍ଧି ପାଇ ହଠାତ ତାପମାତ୍ରା ହ୍ରାସ ଘଟି…
ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ
ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନଡ଼ିଆ ତୋଳିବା ବେଳେ ଗଛରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…
ଯାତ୍ରୀବାହୀ ବସ୍କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍ଅପ୍, ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ…
ଆଦର୍ଶ ଆଚରଣ ବିଧି ଲାଗୁ ପରେ ହୋର୍ଡିଂ ହଟାଇଲା ପ୍ରଶାସନ
ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିବା ପରେ ନେତାମାନେ ତତ୍ପରତା ଦେଖାଉଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ଅବାଧ ସାଧାରଣ ନିର୍ବାଚନ କରାଇବା ପାଇଁ…
ବାଜିଲା ନିର୍ବାଚନ ବିଗୁଲ୍: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର
ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ କିଭଳି…
ନିର୍ବାଚନ ତାରିଖ ଘୋଷଣା ପରେ ହଟିଲା ହୋର୍ଡିଂ
ଦାରିଙ୍ଗବାଡ଼ି,୧୬ା୩(ଅରୁଣ ସାହୁ): ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହେବା ପରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦଳୀୟ କର୍ମୀମାନେ ନିଜ ଦଳର ହୋର୍ଡିଂଗୁଡିକୁ ହଟାଇ ଦେଇଛନ୍ତି। ତେବେ ଏହା ଉକ୍ତ ବ୍ଲକ ଅଞ୍ଚଳର ସମସ୍ତ ପଞ୍ଚାୟତରେ…
ଝୁଲନ୍ତା ଅବସ୍ଥାରେ ଆମ୍ବଗଛରୁ ମିଳିଲା ନାବାଳକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବାଲିଗୁଡ଼ା,୧୩ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୧୨ ବର୍ଷର ନାବାଳକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ…
ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି: ମାଡ଼ି ବସିଲା ପୋଲିସ
ବାଲିଗୁଡ଼ା,୧୦।୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପକ୍ଷରୁ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଥିବା ବେଳେ ଗଞ୍ଜେଇ ମାଫିଆମାନେ ବେଧଡକ ଗଞ୍ଜେଇ ଚାଲାଣ କରୁଛନ୍ତି। ଏଭଳିସ୍ଥିତିରେ ବାଲିଗୁଡ଼ା ପୋଲିସ ପାଟ୍ରୋଲିଂ ବେଳେ ୩୮ କିଲୋ ଗଞ୍ଜେଇ…
କିଶୋର ମାଝି ହତ୍ୟାକାଣ୍ଡର ଅଭିଯୁକ୍ତ ଫେରାର, ସହଯୋଗୀ ଗିରଫ
ତୁମୁଡ଼ିବନ୍ଧ,୧୦ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚୟତର ସୁଲେରେଜୁ ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ଅର୍ତ୍ତା ବାଲି ଗ୍ରାମର କିଶୋର ମାଝି ଗତ ଶୁକ୍ରବାର ନିଜ ମାମୁଘର ଗାଁ ସୁଲେରେଜୁ ଆସିଥିଲେ ବାହାଘର ଭୋଜି ପାଇଁ।…
Archives


