କନ୍ଧମାଳ

ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼

ଜି ଉଦୟଗିରି, ୧୩।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସ ପଞ୍ଚୁକ ନିମନ୍ତେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି । ବିଶେଷ କରି ହବିଷ କରୁଥିବା ମହିଳା ଶ୍ରଦ୍ଧାଳୁମାନଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥିଲା। ଭୋର ୪ଟାରୁ…

ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା

ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ଏକମାତ୍ର ଖେଳ ପଡିଆ ଏବେ ପାଲଟିଛି ମଦ୍ୟପଙ୍କ ଆଡ୍ଡାସ୍ଥଳୀ। ଦୈନିକ ଉକ୍ତ ପଡିଆରେ କୁଢ଼କୁଢ଼ ଖାଲି ବୋତଲ, ପ୍ଲାଷ୍ଟିକ ଦେଖି ଖେଳ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡି ରେ ୧୦…

ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ

ଦାରିଙ୍ଗବାଡ଼ି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଆମ୍ବ ଟାକୁଆ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଥିଲା। ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଶନିବାର ମାଣ୍ଡିପଙ୍କା ଗସ୍ତ କରିଥି ଲେ। ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ…

ମିଳିତ ଅଭିଯୋଗ ଶୁଣାଣି: ଜିଲାପାଳ ଆସିଲେନି, ଉପଜିଲାପାଳ ଶୁଣିଲେ ଅଭିଯୋଗ

ଦାରିଙ୍ଗବାଡି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ପରିସର ମଧ୍ୟରେ ମଙ୍ଗଳବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ କୌଣସି କାର୍ଯ୍ୟ ବ୍ୟସ୍ତତା ଯୋଗୁ ଏହି ଅଭିଯୋଗ ଶୁଣାଣିରେ ଯୋଗ…

ଆଶାକର୍ମୀଙ୍କ ଉପରେ ଫିଡିକି ଗଲେଣି ଗ୍ରାମବାସୀ: ଥରୁଟିଏ ବି ବୁଝୁନାହାନ୍ତି  ଗର୍ଭବତୀଙ୍କ କଥା, ରାଗିକି କହିଲେ… 

ବ୍ରାହ୍ମଣୀଗାଁ:୧୧।୧୧(ମନୋରଞ୍ଜନ ରଣା): ପ୍ରଥମିକ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଶାକର୍ମୀ ମାନଙ୍କ ଗୁରୁତ୍ୱ ରହିଛି, ବିଶେଷ କରି ଗର୍ଭ ସଂଚାରଠାରୁ ପ୍ରସବ ପର୍ୟ୍ୟନ୍ତ ଆଶାକର୍ମୀମାନେ ମହିଳା ମାନଙ୍କୁ ମେଡିକାଲ ନେବା, ଟୀକା କରଣ କରିବା, ପଞ୍ଜୀକରଣ କରିବା, ବିଭିନ୍ନ ସର୍ଭେ କରିବା ଆଦି…

ଏବେ ବି ବଜାୟ ରହିଛି ପରମ୍ପରା: କାର୍ତ୍ତିକରେ ରାମନାମ ଜପରେ ଫାଟିପଡ଼ୁଛି ଗାଁ ଦାଣ୍ଡ 

ଦାରିଙ୍ଗବାଡି,୧୧।୧୧(ଅରୁଣସାହୁ): ହାତରେ ସ୍ମାର୍ଟ ଫୋନ୍‌, ଆଉ ସାମାଜିକ ଗଣମାଧ୍ୟମରେ ଭିନ୍ନଭିନ୍ନ ଭିଡିଓ। କିଏ କାର୍ଟୁନ ତ କିଏ ଗେମ୍‌ ଆଉ କିଏ ଫିଲ୍ମ ତ କିଏ କମେଡି ଆଉ କିଏ ସ୍ମାର୍ଟ ଫୋନ ବ୍ୟବହାର କରି ଦେଶ ଦୁନିଆ ଖବର ଜାଣୁଛି…

ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୧୧।୧୧(ଶିଶିର ପଟ୍ଟନାୟକ): କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ଜି. ଉଦୟଗିରି ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଭୋର ୪ ଘଣ୍ଟାଠାରୁ ଲମ୍ବା ଲାଇନ ଦେଖିବାକୁ ମିଳିଛି। ପ୍ରଭୁ ଧବଳେଶ୍ବର ଏହି ଅଞ୍ଚଳର ପ୍ରସିଦ୍ଧ ଶୈବ ପୀଠ…

ନୂଆ ପଞ୍ଚାୟତ ଗଠନ ଦାବିରେ ରାସ୍ତାରେ ବସିଲେ ଅଞ୍ଚଳବାସୀ

ବାଲିଗୁଡ଼ା,୧୦ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ନୂଆ ପଞ୍ଚାୟତ ଗଠନ ଦାବିରେ ତେଜୁଛି ଜନଅସନ୍ତୋଷ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଛନ୍ତି ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବା ପରେ ନୂଆ ପଞ୍ଚାୟତ ଗଠନ ନିମନ୍ତେ ଆବେଦନ କରିଛନ୍ତି ମଗଡ଼ିଙ୍ଗିଆ ଅଞ୍ଚଳବାସୀ। କନ୍ଧମାଳ…

ଆମ୍ବଟାକୁଆ ଜାଉ ଖାଇବା ଘଟଣା: ପୀଡ଼ିତା କହିଲେ ପଛ କଥା ଆଉ ମନେ ପଡୁନି, ଏବେ ଦୁର୍ବଳ ଲାଗୁଛି

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ଏବେ ମଧ୍ୟ ୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ଆଉ ୩ ଜଣ ଘରକୁ ଫେରିଛନ୍ତି। ସେମାନେ ସାମାନ୍ୟ ସୁସ୍ଥ ଅନୁଭବ କରୁଥିବା କହିଥିଲେ। ତେବେ ତିନିଜଣଙ୍କ ମଧ୍ୟରେ…

କଥା ଦେଇ କଥା ରଖିଲେ ଜିଲାପାଳ: ମାଣ୍ଡିପଙ୍କାରେ ସୋଲାର ୱାଟର ପମ୍ପ କାର୍ଯ୍ୟ ଆରମ୍ଭ 

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଯାଉଖାଇ ୨ ଜଣଙ୍କ ମତ୍ୟୁ ଓ ୬ ଗୁରୁତର ଘଟଣା ପରେ ଜିଲାପାଳ ସୋମବାର ମାଣ୍ଡିପଙ୍କା ଗସ୍ତ କରିଥିଲେ। ସେଠାରେ ପିଡିଏସ୍‌ ଚାଉଳ ବଣ୍ଟନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେବାସହ ଲୋକଙ୍କ…

ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବା ଦେବାକୁ ଉଠିଲା ଦାବି

ବାଲିଗୁଡ଼ା,୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ବାଲିଗୁଡ଼ା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର…

ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩

ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର ଓ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?