କନ୍ଧମାଳ

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ…

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର ହୋଇଛି।। ଜିଲାପାଳଙ୍କ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ମାଣ୍ଡିପଙ୍କା ସମେତ ସମଗ୍ର ଦାରିଙ୍ଗବାଡି ବ୍ଲକରେ ରହିଥିବା…

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ କିଛିବି ହେଉନି। ଏଭଳି ପରିସ୍ଥିତିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତ ପାଇଁ…

ଗଦାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ଗଲେ ଆୟୁଷ ଡ଼ାକ୍ତର

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ଜଣ ମୃତ୍ୟୁ ଓ ୬ ଗୁରୁତର ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ଆଉ ଗୋଟିଏ…

ମାତିଛନ୍ତି ସାଇବର ଲୁଟେରା: ପରୀକ୍ଷାରେ ପାସ କରାଇବା ପାଇଁ ଅଭିଭାବକଙ୍କୁ ଆସୁଛି ମିଥ୍ୟା କଲ୍‌

ରାଇକିଆ,୫।୧୧(ପ୍ରଦୀପ ବେହେରା):ସାଇବର ଲୁଟେରାଙ୍କ ସକ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ଲୋକଙ୍କଠାରୁ ବିଭିନ୍ନ ଉପାୟରେ ଅର୍ଥ ଲୁଟ ପାଇଁ ଉଦ୍ୟମ କରୁଛନ୍ତି। ସୋମବାର ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କଠାରୁ ଅଭିନବ ଉପାୟ ରେ ଅର୍ଥ ଆଦାୟ ପାଇଁ ଉଦ୍ୟମ…

ଅମୃତ ଭଣ୍ଡା ପତ୍ର ଉପରେ ତୁଷାରର ଧଳା ଆସ୍ତାରଣ: ଆଗକୁ ଅଧିକ ଶୀତ

ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି। ମାତ୍ର ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି, ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ତେବେ ଡିସେମ୍ବର ମାସରେ ଏଭଳି ତୁଷାର ପଡିବା ଦେଖିବାକୁ…

ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼: ଡମ୍ପିଂୟାର୍ଡର ନଥିବାରୁ କୁଢ଼କୁଢ଼ ଆବର୍ଜନା ଦୁର୍ଗନ୍ଧରେ ନାକ ଟେକୁଛନ୍ତି…

ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡିର ପର୍ଯ୍ୟଟନକ୍ଷେତ୍ର ଓ ଜଙ୍ଗଲ ଏବେ ଦୂଷିତ ପରିବେଶ ଦିଗକୁ ଗତି କରୁଛି । ପ୍ରତିଦିନ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗୁଛି। ଏହା ସହ ବିଭିନ୍ନ ସ୍ଥାନରୁ ସରକାରୀ ଓ ବେସରକାରୀ କାର୍ଯ୍ୟରେ…

ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ୨ ମହିଳାଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଛନ୍ତି। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଭୟ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼…

ଦୁର୍ଗମ କୁଟଲାରିରେ ଗାଁରେ ନାହିଁ ମୌଳିକ ସୁବିଧା: ରାଜ ରାସ୍ତାକୁ ଓହ୍ଲାଇବାକୁ ଚେତାବନୀଦେଲେ…

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ବିଏସ୍‌ଏନଏ୍‌ଲର ଅଜବ ନୀତି ଦୀର୍ଘ ଦିନ ହେଲା ମୋବାଇଲ ଟାୱାର ଠିଆ କରାଯିବା ସହ ସରଞ୍ଜାମ, ଯନ୍ତ୍ରପାତି ଖଞ୍ଜା ସରିଲାଣି ବିଦ୍ୟୁତ ପାଇଁ ସୋଲାର ପାନେଲ ମଧ୍ୟ ଲଗାଯାଇଛି। ହେଲେ କାହିଁକି ନେଟୱର୍କ କାର୍ଯ୍ୟକ୍ଷମ କରିବାରେ ବିଳମ୍ବ ତାକୁ…

ଆମ୍ବ ଟାକୁଆ ଖାଇ ମୃତ୍ୟୁବରଣ କରିଥିବା ପରିବାକୁ ସହାୟତାର ହାତ ବଢାଇଲେ ପ୍ରତାପ

ଦାରିଙ୍ଗବାଡି, ୪।୧୧ (ଅରୁଣ ସାହୁ): କଂଗ୍ରେସ ନେତା ତଥା ସମାଜସେବୀ ପ୍ରତାପ ପ୍ରଧାନ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚିଛନ୍ତି। ସେଠାରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ରହିଥିବା ପରିବାର ଲୋକଙ୍କୁ ଭେଟି ସମବେଦନା…

ଜିଲାପାଳଙ୍କ ସୂଚନା: ମାଣ୍ଡିପଙ୍କାରେ ହେବ ସାଧାରଣ ବଣ୍ଟନ ସାମଗ୍ରୀ ଉପକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ୍‌ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ଘଟଣାକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ତେବେ ଏହି ସ୍ଥିତିରେ ଏବେ ସୁଧାର ଆସିଛି। କନ୍ଧମାଳ…

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ମାଡ଼ି ବସିଲା ଭିଜିଲାନ୍ସ

ଫୁଲବାଣୀ,୪।୧୧(ରାକେଶ କୁମାର ରାଉତ): ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଫିରିଙ୍ଗିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ପାଢୀ। ବିଲ୍‌ କରାଇ ଦେବା ପାଇଁ ଜଣେ ଠିକାଦାରଙ୍କ ନିକଟରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?