କନ୍ଧମାଳ

ମାଣ୍ଡିପଙ୍କାରେ ଜିଲାପାଳ, ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ସୋମବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ମାଣ୍ଡିପଙ୍କାରେ ପହଞ୍ଚିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସିର ଲହରି ଦେଖାଯାଇଛି। ସେ ମୃତକ ଓ ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା…

ମାଣ୍ଡିପଙ୍କାବାସୀଙ୍କ ମୌଳିକ ସମସ୍ୟା ବୁଝି ଜିଲାପାଳଙ୍କୁ ରିପୋର୍ଟ କରିବ ସ୍ବେଚ୍ଛାସେବୀ ମହାସଂଘ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାସଂଘର କର୍ମକର୍ତ୍ତା ପକ୍ଷରୁ ଏକ ୪ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଦଳ ରବିବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ୨ ମୃତକଙ୍କ ପରିବାର ଓ କଟକ ଓ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବା…

ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ ସରକାରୀ…

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ…

ଦାରିଙ୍ଗବାଡ଼ିରେ ପହିଲି ଶୀତ, ମଜା ନେବାକୁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): ଆସିଲା ଶୀତ, ପହିଲି ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିମୁହାଁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ। ହୋଟେଲଠାରୁ ଆରମ୍ଭ କରି ପର୍ଯ୍ୟଟନକ୍ଷେତ୍ର ଯୁଆଡ଼େ ଦେଖିବେ ଶହ ଶହ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ଆଗମନକୁ ଦେଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ। ଚଳିତ…

ଆମ୍ବଟାକୁଆ ଜନିତ ମୃତ୍ୟୁ ଘଟଣା: ପ୍ରଶାସନର ବଡ଼ ପଦକ୍ଷେପ, ଘରକୁ ଘର ବୁଲି ସଚେତନ କରୁଛନ୍ତି ଅଙ୍ଗନବାଡ଼ି କର୍ମୀ

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ଆମ୍ବଟାକୁଆ ଖାଇ ମାଣ୍ଡିପଙ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗାଁରେ ଏପରି ଅଘଟଣ ଘଟିବା ପରେ ପ୍ରଶାସନ ତତ୍ପର ହୋଇଉଠିଛି। ତେବେ ଆମ୍ବଟାକୁଆକୁ ଖାଦ୍ୟ ଭାବେ ନ…

 ଦୁର୍ଗମ ଅଞ୍ଚଳ ବିକାଶ ପାଇଁ ଦାବି ଦୋହରାଇଲେ ବିଧାୟକ: ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା କରନ୍ତୁ ସରକାର 

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ ପ୍ରଫୁଲ…

ମାଣ୍ଡିପଙ୍କାକୁ ନୂଆ ପଞ୍ଚାୟତ ଗଠନ ପାଇଁ ଜୋର୍‌ ଧରିଲା ଦାବି

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତଠାରୁ ବହୁ ଦୂରରେ ରହିଥିବା ମାଣ୍ଡିପଙ୍କା ଗ୍ରାମକୁ ପଞ୍ଚାୟତ ଭାବେ ଗଠନ କରାଯିବାକୁ ଅଞ୍ଚଳବାସୀ ଦାବି ଉଠାଇବା ସହ ଟେଲି କମ୍ୟୁନିକେଶନ ସଂଯୋଗ ଦାବି କରିଛନ୍ତି। ପ୍ରକାଶ ଯେ, ମାଣ୍ଡିପଙ୍କାରେ ଆମ୍ବଟାକୁଆ…

ଭୋକ ମେଣ୍ଟାଇବାକୁ ଖାଉଛନ୍ତି ଆମ୍ବଟାକୁଆ, ଅସୁସ୍ଥ ହେଲେ ୨ ଟଙ୍କା ପାରାସିଟାମଲ କିଣିବାକୁ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ…

ଆମ୍ବ ଟାକୁଆ ଖାଇ ୬ ଗୁରୁତରଙ୍କ ମଧ୍ୟରୁ ୨ ହେବେ କଟକ ରେଫର: ସରପଞ୍ଚ କହିଲେ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): ମାଣ୍ଡିପଙ୍କା ଗ୍ରାମର ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେ…

ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶନିବାର…

ପଖାଳ ସହ ୨/ ୩ ଦିନର ବାସି ଆମ୍ବ ଟାକୁଆ ଯାଉ ନେଲା ଜୀବନ, ଭୋକ ଉପାସ ଯୋଗୁ ନୁହଁ ଏହା ପାରମ୍ପରିକ କହିଲେ ଜିଲାପାଳ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ୨ ଜଣଙ୍କ ମୃତ୍ୟୁ ଘଟିଛି। ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଘଟଣାକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?