କନ୍ଧମାଳ

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରୁ ଫେରାର ମାରିଥିଲେ। ପରେ ଲୋକେ ଚାଳକଙ୍କୁ କାବୁ କରି ଥାନାରେ…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍‌ପିନ୍‌ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ ପ୍ରଶ୍ନ ପରେ ପ୍ରଶ୍ନ କରିଚାଲିଥିଲେ। ବିଧାୟକ ନିର୍ବାଚନ ପ୍ରଚାର ସମୟରେ ଦୁର୍ଗମ କାଟିଙ୍ଗିଆ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା ଭାରତୀ ଅନୁଷ୍ଠାନର ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୂର୍ବତନ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ସାପ କାମୁଡ଼ି ଦେଇଛି। ସେ ହେଲେ ଗ୍ରୀନବାଡ଼ି ପଞ୍ଚାୟତ ସିକାପାଟା ଗ୍ରାମର ମିଲନ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି ରହିଛି। ଫଳରେ ଏକାଧିକ ଗାଁକୁ ରହିଥିବା ପଞ୍ଚାୟତ ରାସ୍ତା ସମେତ ପ୍ରଧାନମନ୍ତ୍ରୀ ସଡ଼କ…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇ ଗାଡ଼ିମୋଟର ଯାତାୟାତ ବାଧାପ୍ରାପ୍ତ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି କର୍ଦ୍ଧମାକ୍ତ ହେବା ସହ ବଡ଼ ବଡ଼ ପଥର ବାହାରି ରହିଛି। ସେହି ରାସ୍ତା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ପ୍ରକାଶ ଯେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦଙ୍କ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ଡାଳିମ୍ବଗୁଡିକ ଏଣେ ତେଣେ ପଡ଼ି ନଷ୍ଟ ହୋଇଥିବା…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ ଗ୍ରାମର ମିଶ୍ର ପ୍ରଧାନ (୪୫)। ହତ୍ୟାକାରୀ ମୃତ ମିଶ୍ରଙ୍କ ୨ ପୁତୁରା ବୋଲି…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?