କନ୍ଧମାଳ

ବଢୁଛି ଶୀତ: ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡି, ୧୨।୧୨(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଅଞ୍ଚଳରେ ପାରଦ ତଳ ମୁହାଁ ହୋଇଛି। ସକାଳ ଶୀତ ବୃଦ୍ଧି ପାଇବା ସହ ସଞ୍ଜ ଆସିଲେ ଶୀତର ପ୍ରକୋପ ଧୀରେ ଧୀରେ ବଢିବା ସହ ପାରଦ ଖସୁଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା…

ଜମିଜମା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ମାଦାଙ୍ଗୀ ଗାଁ ନିକଟରେ ଦୀର୍ଘଦିନ ହେଲା ରହିଆସୁଥିବା ଏକ ଜାଗାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏ ନେଇ କୋଟଗଡ଼ ଥାନାରେ ଦୁଇଟି ପୃଥକ୍‌ ମାମଲା…

ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଏକ ସିରିଜ ଦୁର୍ଘଟଣା ଘଟିଥିଲା। ଜଣେ ନିଶାସକ୍ତ ଯୁବକ ମୋଟରସାଇକେଲ ଦ୍ବାରା ସିରିଜ୍‌ ଦୁର୍ଘଟଣା ଘଟାଇଥିଲେ। ଫଳରେ ପାଞ୍ଚ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ…

ପୂର୍ବତନ ଜିଆରଏସ୍‌ଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି।ଏଥିସହ ତାଙ୍କୁ ୫ ହଜାର ଜରିମାନା ଏବଂ ଅନାଦେୟ ଅଧିକ…

ନିଜକୁ ଜେଇ କହି ନାବାଳିକାଙ୍କୁ ପ୍ରେମରେ ଫସାଇଲେ ଏହି ବ୍ୟକ୍ତି : ସ୍ତ୍ରୀ ଖୋଲିଦେଲେ ଗୁମର

କୋଟଗଡ଼,୩ା୧୨(ସରୋଜ ବଳିୟାରସିଂ)- ଜେଇ ପରିଚୟ ଦେଇ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ କୋଟଗଡ ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ମୁନା ମିଶାଲ। ନାବାଳିକାଙ୍କ ମା’ଙ୍କ ଏତଲା ଅନୁଯାଇ, ମୁନା ନିଜକୁ ଜେଇର ପରିଚୟ ଦେଇ ଯୁକ୍ତଦୁଇରେ…

ବଢ଼ିଛି ହଳଦୀପତ୍ରର ଚାହିଦା, ହ୍ରାସ ପାଉଛି ହଳଦୀ ଅମଳ

ଦାରିଙ୍ଗବାଡି, ୩ା୧୨ (ଅରୁଣ ସାହୁ)ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ପାଇଁ ଯେମିତି ପରିଚିତ ସେମିତି ଜୈବିକ ହଳଦୀ ଚାଷ ପାଇଁ ବିଶ୍ୱ ବିକ୍ଷାତ କନ୍ଧମାଳ ହଳଦୀକୁ ଜିଆଇ ଟ୍ୟାଗ ମିଳିବା ପରେ ଏହାର ଚାହିଦା ସବୁଠି ରହିଛି। ହଳଦିରେ ଥିବା କୁରକୁମିନ କ୍ୟାନ୍ସର…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ସୁରକ୍ଷା ଯାଞ୍ଚ: ୧୦ ଗ୍ୟାସ୍‌ ସିଲିଣ୍ଡର ଜବତ, ୨୭ ହଜାର ଜରିମାନା

ଦାରିଙ୍ଗବାଡ଼ି,୨।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଅଞ୍ଚଳରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ହୋଟେଲ ରହିଥିବା ବେଳେ ଏକାଧିକ ଜଳଖିଆ ଦୋକାନ ଏବଂ ମିଲ୍ସ ହୋଟେଲ ରହିଛି। ହେଲେ ରାତ୍ରିଯାପନ କରୁଥିବା ପର୍ଯ୍ୟଟକଙ୍କ ସୁରକ୍ଷା ନେଇ…

ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା: ପିଇଓଙ୍କ ବାସଗୃହରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ,୧।୧୨(ରାକେଶ କୁମାର ରାଉତ): ଫୁଲବାଣୀ ବ୍ଲକ ଦଡକି ସରପଞ୍ଚଙ୍କ ପୁଅଙ୍କ ମୃତଦେହ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଗୃହରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶୁକ୍ରବାର  ଉଦ୍ଧାର ହୋଇଛି। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସଞ୍ଜିତ କୁମାର…

ଜି ଉଦୟଗିରି ଏନଏସି ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀନୀ ବିଜୟୀ

ଜି ଉଦୟଗିରି, ୩୦।୧୧(ଶିଶିର ପଟ୍ଟନାୟକ ) ଜି ଉଦୟଗିରି ଏନଏସି ଅଧ୍ୟକ୍ଷ ଉପ ନିର୍ବାଚନରେ ଗୁରୁବାର ଭୋଟ ଗଣତି ଫଳାଫଳ ଘୋଷଣା ହୋଇଛି । ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀନୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର ସାହୁ…

କୋବି ଚାଷକରି ମଡେଲ ସାଜିଲେ ସରପଞ୍ଚ

ଦାରିଙ୍ଗବାଡି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍‌, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ…

ଯୁବକଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପା

ଫୁଲବାଣୀ, ୨୭ା୧୧(ରାକେଶ କୁମାର ରାଉତ): ଫୁଲବାଣୀସ୍ଥିତ ନାରାୟଣୀ ମନ୍ଦିର ନିକଟ ନଦୀ ପାଶର୍‌ବରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ଫୁଲବାଣୀ ଟାଉନ ଥାନା ପୋଲିସ ଜବତ କରିଛି । ଯୁବକ ଜଣକ ହେଲେ ସ୍ଥାନୀୟ ମୋଚି ସାହିର ବୈକୁଣ୍ଠ ମେହେର(୪୬)। ବୈକୁଣ୍ଠଙ୍କୁ…

ଫାର୍ମାସିଷ୍ଟ ଭରସାରେ ସ୍ବାସ୍ଥ୍ୟକେନ୍ଦ୍ର

ଖଜୁରିପଡ଼ା,୨୧ା୧୧(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ ବାରିକୁମ୍ପା ମେଡ଼ିକାଲରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇଯାଇଛି। ଲୋକଙ୍କୁ ମିଳୁଛି ଦିନ ବେଳା ଡାକ୍ତର ବିହୀନ ଚିକିତ୍ସା ସୁବିଧା। ରାତିରେ ମିଳୁଛି ଆଟେନାନଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା। ଆଜକୁ ୧୩ ଦିନ ହେଲା ଫାର୍ମାସିଷ୍ଟ ଭରସାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri