କନ୍ଧମାଳ

ଫାର୍ମାସିଷ୍ଟ ଭରସାରେ ସ୍ବାସ୍ଥ୍ୟକେନ୍ଦ୍ର

ଖଜୁରିପଡ଼ା,୨୧ା୧୧(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ ବାରିକୁମ୍ପା ମେଡ଼ିକାଲରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇଯାଇଛି। ଲୋକଙ୍କୁ ମିଳୁଛି ଦିନ ବେଳା ଡାକ୍ତର ବିହୀନ ଚିକିତ୍ସା ସୁବିଧା। ରାତିରେ ମିଳୁଛି ଆଟେନାନଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା। ଆଜକୁ ୧୩ ଦିନ ହେଲା ଫାର୍ମାସିଷ୍ଟ ଭରସାରେ…

୩୨ ଏକରରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡ଼ା,୧୮ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଶନିବାର ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ବାଲିଗୁଡ଼ା ଥାନାର ବାରଖମା ନିକଟସ୍ଥ ରେବିଙ୍ଗିଆ, ଦୁଲୁକିଆ, ଓ ବଡି଼ଗାଁ ଭଳି ବିଭିନ୍ନ ଜଙ୍ଗଲ ଜମିରେ ବାଲିଗୁଡା ଥାନାଧିକାରୀ ସୁଶାନ୍ତ…

ଖମନଖୋଲରେ ହାତୀପଲ, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡ଼ା,୧୭ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଗୁରୁବାରଠାରୁ ଆଠଟିକିଆ ହାତୀପଲ ପଶି ଆସିଛନ୍ତି। ପଡ଼ୋଶୀ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି। ସେପଟେ ହାତୀପଲକୁ…

ଶୀତ ବଢୁଛି, ପର୍ଯ୍ୟଟକଙ୍କ ସୁଅ ଛୁଟୁଛି

ଦାରିଙ୍ଗବାଡି,୧୭ା୧୧(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ତାପମାତ୍ରା ହ୍ରାସ ପାଇବା ସହ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଲଘୁଚାପ ବର୍ଷା ସମ୍ପୂର୍ଣ୍ଣ ଛାଡିଯାଇଛି। ଏବେ ଦିନରେ ଖରା ହେବା ସହ ଅପରାହ୍ନରୁ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦…

୫ଟି, ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ

ଦାରିଙ୍ଗବାଡି,୧୪।୧୧(ଅରୁଣ ସାହୁ ): ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ। କନ୍ଧମାଳ ଜିଲାର ୩ ବିଧାୟକ ତଥା ଜି. ଉଦୟଗିରି ବିଧାୟକ ଓ ବିଜେଡିର ନବନିଯୁକ୍ତ ଜିଲା ସଭାପତି ସାଲୁଗା…

କେନାଲ ଭିତରକୁ ଖସିପଡ଼ିଲା ଅଟୋ, ଯୁବକଙ୍କ ଜୀବନ ଗଲା

ଫିରିଙ୍ଗିଆ,୧୩ା୧୧(ବିକ୍ରମ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ରତଙ୍ଗ ପଞ୍ଚାୟତ ତେଲିମୁଣ୍ଡ ଶଙ୍ଖ ପାଖରେ ଏକ ଅଟୋ ଭାରସାମ୍ୟ ହରାଇ କେନାଲ ମଧ୍ୟକୁ ଖସିପଡ଼ିଛି। ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ରତଙ୍ଗ ପଞ୍ଚାୟତ ଡେଲରପଡ଼ା…

ଗଞ୍ଜାମ କନ୍ଧମାଳ ସୀମାରେ ଲାଗିଲା ମାଓ ପୋଷ୍ଟର

ଭଞ୍ଜନଗର,୧୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଲାଗିଛି ମାଓ ପୋଷ୍ଟର। ଭଞ୍ଜନଗର ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦରେ ମାଓ ପୋଷ୍ଟର୍‌ ଶନିବାର ରାତିରେ ମରାଯାଇଛି। ରବିବାର ସକାଳେ ଏହି ଘଟଣା ଜଣାପଡିବା ପରେ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପୋଷ୍ଟର୍‌ଟି ମାଓବାଦୀମାନେ…

ଦାରିଙ୍ଗବାଡ଼ିରେ ମାଣ୍ଡିଆ ଚାଷ ପ୍ରତି ବଢୁଛି ଆଗ୍ରହ

ଦାରିଙ୍ଗବାଡ଼ି,୧୨ା୧୧ (ଅରୁଣ ସାହୁ)ଦାରିଙ୍ଗବାଡ଼ି ଅଞ୍ଚଳରେ ମାଣ୍ଡିଆ ଚାଷ ପ୍ରତି ଆଗ୍ରହ ବୃଦ୍ଧି ପାଇଛି। ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଲୋକ ଅତୀତରେ ପାରମ୍ପରିକ ଖାଦ୍ୟ ବିଶେଷକରି ମାଣ୍ଡିଆ, କୁଏରୀ, କାଙ୍ଗୁ, ଯଅକୁ ଅଧିକା ପରିମାଣରେ ଚାଷ କରିବା ସହ ଖାଦ୍ୟ ଭାବେ ଖାଉଥିଲେ।…

ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

ଦାରିଙ୍ଗବାଡି, ୭।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ। ତାଙ୍କର…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସରପଞ୍ଚଙ୍କ ବର୍ଜନ

ଦାରିଙ୍ଗବାଡି,୬।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ସୋମବାର ଆୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ବର୍ଜନ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ୨୫ ପଞ୍ଚାୟତ ପାଇଁ ରାଜ୍ୟ ସରକାର…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri