କନ୍ଧମାଳ

ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି। ସୋମବାର ବ୍ଲକ…

ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍‌ ଲାଇଟ୍‌ରୁ ଚୋରି କରି ନେଉଛନ୍ତି

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍‌ ଲାଇଟ୍‌ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ରବିବାର ଗାଡ଼ି ଯାଞ୍ଚ କରାଯାଉ ଥିଲା। ସେତିକିବେଳେ ଏକ ସ୍କୁଟିରେ ସ୍ବାମୀ-ସ୍ତ୍ରୀ…

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟରସାଇକଲ ଜବତ କରାଯାଇଥିବା…

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ…

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି କଫି ବଗିଚା ସମେତ କଫି କାଫେ, ଡୁଲୁରୀ ପାଇନ ବଣ ବୁଲି ଦେଖିଛନ୍ତି। ଡୁଲୁରୀ…

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର ଉମରକୋଟ ବ୍ଲକରେ ବିଡିିଓ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟନିର୍ବାହୀ ଅଧିକାରୀ…

ପୋଲ ତଳକୁ ଖସିପଡ଼ିଲା ହାଇୱା

ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରାଇକିଆ ଅଞ୍ଚଳରୁ ସିମନବାଡି ଅଞ୍ଚଳକୁ…

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ ଭେଟିଛି, ଅତି ସୁନ୍ଦର ପରିବେଶ ମଧ୍ୟରେ ଲୋକ ବସବାସ କରନ୍ତି। ଦାରିଙ୍ଗବାଡି ବାସିନ୍ଦାଙ୍କ ସ୍ନେହ…

ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ

ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ…

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?