କନ୍ଧମାଳ

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି।…

ଏହି ଗାଁରେ ପହଞ୍ଚି ତାଜୁବ ହେଲେ ବ୍ଲକ ଅଧ୍ୟକ୍ଷ: ଶୁଣିଲେ ଅଭିଯୋଗ

ଦାରିଙ୍ଗବାଡି, ୨୪ା୧୦(ଅରୁଣ ସାହୁ )-ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲାର ଦାରିଙ୍ଗିବାଡି ବ୍ଲକରେ ଏପରି ଗ୍ରାମ ଅଛି ଯେଉଁଠି ଲୋକେ ଏଯାଏ ମୌଳିକ ସୁବିଧା ସୁଯୋଗ ପାଇନାହାନ୍ତି। ସେଠାରେ ପ୍ରଶାସନ ପହଞ୍ଚତ୍ପାରିନି। ଏହି ଗ୍ରାମଟି ହେଲା ଶିର୍‌କାବର୍ଗ ପଞ୍ଚାୟତର…

ଖେଳୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି; ୩ ବର୍ଷର ଶିଶୁଙ୍କ ମୃତ୍ୟୁ ପରେ ଥାନାରେ ଅଭିଯୋଗ କଲେ ପରିବାର

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ। ସୂଚନାନୁଯାୟୀ,…

ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ

ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି ଏଥିରେ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର…

ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା

ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ ଜଙ୍ଗଲ ରହିଥିବାରୁ ଅଞ୍ଚକରେ ଚାଷ ଜମି ବହୁତ କମ ରହିଛି। ସେଥିମଧ୍ୟରେ ମାତ୍ର ୧୦…

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଟିକେଟ ପାଇ ନ ଥିଲେ। ବିଜେଡି ଅନ୍ୟ ଜଣଙ୍କୁ ପ୍ରାର୍ଥୀ…

କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ

ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ୧୨୭ ସିଆରପିଏଫ ବାଲିଗୁଡା ମୁଖ୍ୟ କାର୍ଯ୍ୟାଳୟ, କନ୍ଧମାଳର କମାଡେଣ୍ଟ ପଙ୍କଜ ବର୍ମାଙ୍କ…

ରେନ୍‌ବୋ ଜଳପ୍ରପାତର ବିକାଶ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡି, ୨୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ତାହା ମଧ୍ୟରେ ରେନ୍‌ବୋ ଜଳପ୍ରପାତ ଅନ୍ୟତମ।ଏହି ଜଳପ୍ରପାତ ଉକ୍ତ ବ୍ଲକ ପ୍ଳିହେରି ପଞ୍ଚାୟତ ପାଙ୍ଗାଲି ଗ୍ରାମରେ ରହିଥିବାବେଳେ ଏହାର ବିକାଶ ସହ ପର୍ଯ୍ୟଟକଙ୍କୁ…

ସମ୍ଭାବ୍ୟ ବାତ୍ୟା ‘ଦାନା’ ର ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି: ଭୟଭୀତ ନ ହୋଇ ସତର୍କ ରହିବାକୁ ପରାମର୍ଶ

ଦାରିଙ୍ଗବାଡି, ୨୧।୧୦ (ଅରୁଣ ସାହୁ)-ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତତି ବୈଠକ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ବିଡ଼ିଓ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ତହସିଲଦାର ଶରତ ଶବର ପରିଚାଳନା କରି କହିଥିଲେ ଯେ…

ନିଆରା ଢଙ୍ଗରେ ପର୍ବପର୍ବାଣୀ ପାଳନ କରନ୍ତି ପ୍ରଭାକର

ବାଲିଗୁଡା, ୨୧।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡ଼ା ନୂଆସାହିର ପ୍ରଭାକର ନାୟକ ପ୍ରତ୍ୟେକ ବର୍ଷ ପରି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ମା’ଦୁର୍ଗା ଓ ଲଷ୍ମୀଙ୍କ ପୂଜାର୍ଚ୍ଚନା କରିଛନ୍ତି l ବାସଭବନରେ ବାସ୍ତୁ ପୂଜା ଗୃହ ପୂଜା ନବଗ୍ରହ ପୂଜା କରିବା ସହିତ…

ଲକ୍ଷ୍ମୀ ବସରେ ଅସମ୍ଭାଳ ଭିଡ଼: ଓହଳିକି ଯାଉଛନ୍ତି ଯାତ୍ରୀ

ଦାରିଙ୍ଗବାଡ଼ି,୨୧।୧୦(ଅରୁଣ ସାହୁ ): ଦୁର୍ଗମ ଅଞ୍ଚଳର ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକ ଠାରୁ ପଞ୍ଚାୟଯାଏ ଲକ୍ଷ୍ମୀ ବସ୍‌ ଯୋଗାଇ ଦିଆଯାଇଛି। ତେବେ ଏହା ପର୍ଯ୍ୟାପ୍ତ ହେଉ ନ ଥିବା କୁହାଯାଉଛି। ବସ୍‌ ତୁଳନାରେ ଯାତ୍ରୀଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?