କନ୍ଧମାଳ

ଘରେ ଘରେ ପ୍ରଚାର କରୁଛନ୍ତି କଂଗ୍ରେସ ନେତ୍ରୀ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କଂଗ୍ରେସର ଗଡ଼ କୁହାଯାଉଥିବା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ବିଜେଡି ଶାସନ କରୁଛି। ବୃହତ ବ୍ଲକ ଭାବେ ରହିଥିବା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ସମିତି ବିଜେଡି ହାତରେ ରହିଥିବା ବେଳେ ଜିଲା ପରିଷଦର ଦୁଇଟି ଜୋନ୍‌ ତଥା ୧୦…

ଗ୍ରାହକ ସାଜି ବ୍ରାଉନସୁଗାର ବେପାରୀଙ୍କୁ ଧରିଲା ପୋଲିସ

ବାଲିଗୁଡ଼ା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ବୁଡ଼ାଗୁଡ଼ା ଛକରେ ଜଣେ ଯୁବକ ବ୍ରାଉନସୁଗାର ପାଉଚ ବିକ୍ରି କରିବା ପାଇଁ ଗ୍ରାହକକୁ ଅପେକ୍ଷା କରିଥିବା ବେଳେ କୌଣସି ସୂତ୍ରରୁ ବାଲିଗୁଡ଼ା ପୋଲିସ ଖବର ପାଇ ଗ୍ରାହକ ବେଶରେ ଯାଇଥିଲା। ତେବେ ସେଠାରେ…

ଭଙ୍ଗା ଗୃହ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ

ବାଲିଗୁଡା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ)ସରକାର ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ ନାରା ଦେଇ ଶିକ୍ଷାକୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ଭଙ୍ଗା ଶ୍ରେଣୀ ଗୃହରେ ଚାଲିଛି ଭବିଷ୍ୟତ ଗଢା। ଏହା ଦେଖିବାକୁ ମିଳିଛି…

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

ବାଲିଗୁଡା,୩।୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଛନ୍ତି l ସୂଚନାଯୋଗ୍ୟ, ୧୯୯୭ ମସିହାରୁ କନ୍ଧମାଳ ଜିଲାର ଅବୈତନକ ବନ୍ୟପ୍ରାଣୀ…

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ

କନ୍ଧମାଳ,୩।୧୦: ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ଲକ୍ଷାଧିକ ଟଙ୍କାର ଚକ୍‌ଲେଟ ଓ ବିସ୍କୁଟ ଜଳିଯାଇଛି। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ। ପାଟ୍ଟଖଣ୍ଡା ସାହିରେ ଥିବା ବିସ୍କୁଟ ଗୋଦାମରେ ଆଜି ଭୋର ସମୟରେ…

୯୫ ବର୍ଷୀୟା ମା’ଙ୍କୁ ପୋଡ଼ି ମାରିଦେଲେ ପୁଅ

ବାଲିଗୁଡା,୧।୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ଥାନା ଅଧୀନ ଖଜୁରିସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ନିଜ ମା’ଙ୍କୁ ହତ୍ୟା କରି ଘରେ ପୋଡ଼ି ଦେଇଥିବା ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ମୁତବକ, ଖଜୁରିସାହିର…

ବାହାର ଜିଲାକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଦୁଇ ଗିରଫ

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ବାହାର ଜିଲାକୁ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ପୋଲିସ ଦୁଇ ଜଣକୁ ଗିରଫ କରିବା ସହ ସେମାନଙ୍କଠାରୁ ୫ କେଜି ଗଞ୍ଜେଇ ଜବତ କରିଥିବା ଦାରିଙ୍ଗବାଡ଼ି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।…

ନିଜ କାର୍ଯ୍ୟାଳୟ ସ୍ବଚ୍ଛତାକୁ ନେଇ ପଦାରେ ପଡ଼ିଲେ ବ୍ୟାଙ୍କ କର୍ମଚାରୀ

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ):  ଦାରିଙ୍ଗବାଡ଼ିରେ ରବିବାର ସଫେଇ କାର୍ଯ୍ୟ କରାଯିବା ବେଳେ ଦାରିଙ୍ଗବାଡି ବଜାର ଭିତରେ ରହିଥିବା ବ୍ୟାଙ୍କ କାର୍ଯ୍ୟାଳୟ ମଧ୍ୟରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ିରହିଥିଲା। ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର,…

ଅଜଣା ରୋଗ ଆତଙ୍କ: ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଦେଖାଯାଇଛି। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଯାଇଛି। ଖବର ପାଇ ଦାରିଙ୍ଗବାଡି…

ଅଜଣା ରୋଗରେ ଏକାଧିକ ଶିଶୁ, ଭୟ ଓ ଆତଙ୍କରେ ଲାଦାମାଲା ଲୋକ

ଦାରିଙ୍ଗବାଡି, ୨୮।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଖେଳିଯାଇଛି। ପ୍ରଥମେ ଜ୍ୱର କିଛିଦିନ ହେବା ପରେ ଦେହରେ ପାଣି ଫୋଟକା ହେବା ସହ ତାହା ଫାଟିଯାଇ ଦେହସାରା ଘା…

୧୪ ବର୍ଷ ହେଲା ପ୍ରଥମ ଆଉଟଲେଟ୍‌ ଭାଙ୍ଗିଛି: ପିଲାସାଲୁଙ୍କି କେନାଲର ମରାମତି ପାଇଁ ବିଭାଗର ନଜର ନାହିଁ

ଖଜୁରୀପଡ଼ା,୨୮ା୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକରେ ୩୨୩୩ ହେକ୍ଟର ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପିଲାସାଲୁଙ୍କି ଜଳ ଭଣ୍ଡାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ନିର୍ମାଣ କରାଯାଇଛି। ଲେଫ୍ଟ କେନାଲ ୨୦.୦୫ କିମି ପର୍ଯ୍ୟନ୍ତ ଲମ୍ବା ଥିବା ବେଳେ ରାଇଟ…

ଗୋରୁଙ୍କ କବ୍‌ଜାରେ ଜାତୀୟ ରାଜପଥ

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ୫୯ ନଂ. ଜାତୀୟ ରାଜପଥରେ ସନ୍ଧ୍ୟାରେ ଗୋରୁଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି। ଫଳରେ ସାଧାରଣରେ ଏହାକୁ ନେଇ ଘୋର ଅସନ୍ତୋଷ ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri