କନ୍ଧମାଳ

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ ଘର ଦ୍ୱାର ଥରିବା ଆରମ୍ଭ ଯୋଗୁ ଲୋକେ ଘର, କାର୍ଯ୍ୟାଳୟ ଛାଡି ଭୟରେ ବାହାରକୁ…

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ ପଢ଼ୁଥିଲେ।…

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ ସମେତ…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ କଡ଼ରେ ପଥପ୍ରାନ୍ତ ସେବାକେନ୍ଦ୍ର ସ୍ଥାପନ କରିଥିଲେ। ଏହାକୁ ପୂର୍ତ୍ତ ବିଭାଗ ପରିଚାଳନା କରୁଥିବା ବେଳେ…

ମା’ ବନଦୁର୍ଗା ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ, ରାଇକିଆ ଉତ୍ସବମୁଖର

ରାଇକିଆ, ୪।୧୦(ପ୍ରଦୀପ ବେହେରା):ରାଇକିଆର ପ୍ରତିଷ୍ଠିତ ଦେବୀ ମା’ ବନଦୁର୍ଗାଙ୍କର ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ଶୁକ୍ରବାର ଅନୁଷ୍ଠିତ ହେଉଛି । ଏହାକୁ ଅତ୍ୟନ୍ତ ଜାକଜମକରେ ରାଇକିଆବାସୀ ପାଳନ କରୁଛନ୍ତି । ପ୍ରତ୍ୟେକ ବର୍ଷ ଆଶ୍ୱିନ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମା’ଙ୍କ…

ମହାଳୟାରେ ବଜ୍ର ମହାକାଳୀଙ୍କୁ ପୂଜାର୍ଚ୍ଚନା କଲେ ମହିଳା

ଦାରିଙ୍ଗବାଡି,୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର ମହାଳୟା ଅବସରରେ ବଜ୍ର ମହାକାଳୀଙ୍କ ପୂଜାର୍ଚନା କରାଯାଇଛି । ଦିନ ତମାମ ଉପବାସ ବ୍ରତ କରି ଘରର ପୁଅ ଝିଅଙ୍କ ମଙ୍ଗଳ କାମନା କରି ଏହି ପୂଜାର୍ଚ୍ଚନା…

ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା…

ପରିବେଶ ସ୍ବଚ୍ଛତା ପାଇଁ ବନବିଭାଗ ଦେଲା ମନ୍ତ୍ର

ବ୍ରାହ୍ମଣୀଗାଁ,୨।୧୦(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବକ୍ଳ ବ୍ରାହ୍ମଣୀଗାଁ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସର ମଧ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ମହାତ୍ମା ଗାନ୍ଧୀଙ୍କ ଫାଟେ ଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କୁ ସ୍ମରଣ କରାଯାଇଥିଲା। ଏହି ଅବସରରେ ସ୍ବତନ୍ତ୍ର ଗ୍ରାମସଭା…

ଗାନ୍ଧୀ ଜୟନ୍ତୀରେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୨।୧୦(ଦୀପକ କୁମାର ପରାସେଠ):ଅକ୍ଟୋବର ମାସ ୨ ତାରିଖ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଦିବସ ଅବସରରେ ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କ୍ରମରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ସଫେଇ କାର୍ଯର୍ରେମ କରାଯାଇ…

ଗାନ୍ଧୀ ଜୟନ୍ତୀରେ ସଫେଇ କାର୍ଯ୍ୟକ୍ରମ: ସାମିଲ ହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨।୧୦(ଅରୁଣ ସାହୁ):ଆଜି ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମଦିବସ। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ଏହି ଦିବସ ପାଳନ କରାଯାଇଛି। ସେହିପରି ଦାରିଙ୍ଗବାଡି ପ୍ରଶାସନ…

ପ୍ରଶଂସା ସାଉଁଟିଲେ ବିଡ଼ିଓ

ଦାରିଙ୍ଗବାଡି, ୨।୧୦ (ଅରୁଣ ସାହୁ):ପ୍ରଶାସନିକ ଭାବେ ଜଣେ ନିର୍ଭିକ, ନିଷ୍ଠାବାନ ଓ କର୍ମଠ ଭାବେ ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ବର୍ଷ ଧରି ଦାୟିତ୍ୱ ସମ୍ପାଦନା କରିଛନ୍ତି। ଲୋକଙ୍କ ଅଭିଯୋଗ ଶୁଣାଣି ହେଉ କି ଅଞ୍ଚଳ ପରିଦର୍ଶନ ହେଉ ଅବା ବିଭିନ୍ନ…

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?