କନ୍ଧମାଳ

ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ ପରିଦର୍ଶନରେ…

ଲଗାଣ ବର୍ଷାରେ ଅଧାପନ୍ତରିଆ ରାସ୍ତା କର୍ଦ୍ଦମାକ୍ତ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ଜନ ଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡି,୧୯।୭ (ଅରୁଣ ସାହୁ)- ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଦୁର୍ଗମ: ଅଞ୍ଚଳଗୁଡିକରେ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏକାଧିକ ରାସ୍ତା ଦୀର୍ଘଦିନ ଧରି ସମ୍ପ୍ରସାରଣରେ ବିଳମ୍ବ ଯୋଗୁଁ ରାସ୍ତାର…

ଲଗାଣ ବର୍ଷାରେ ସିର୍କାର୍ବଗ ଠାରୁ ମାଣିକଯୋଡି ରାସ୍ତାକୁ ଯାାତୟତେ ବନ୍ଦ

ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ ଦୁର୍ଗମ ଅଞ୍ଚଳଗୁଡିକରେ ରହିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସମ୍ପ୍ରସାରଣ ବିଳମ୍ବ ହେତୁ ସାଧାରଣ ଲୋକଙ୍କୁ ହଟହଟା ହେବାକୁ ପଡିଛି। ଏଭଳି ଦେଖିବାକୁ ମିଳିଛି ଦାରିଙ୍ଗବାଡି ବ୍ଲକ ଠାରୁ କୋଟଗଡ଼ ବ୍ଲକକୁ…

ପରିବା ଚାଷ ନାହିଁ, ବାହାର ଜିଲାକୁ ଭରସା

ରାଇକିଆ,୧୮ା୭(ପ୍ରଦୀପ ବେହେରା): ରାଇକିଆ ଅଞ୍ଚଳରେ ଗତ କିଛିଦିନ ହେଲା ପନିପରିବା ଅଭାବ ଦେଖାଦେଇଛି। ବଜାରକୁ ଆଦୌ ପନିପରିବା ଆସୁ ନ ଥିବା ବେଳେ ଯାହା ଆସୁଛି ଚଢ଼ା ଦରରେ ବିକ୍ରି ହେଉଛି। ଫୁଲ କୋବି, ବନ୍ଧା କୋବି, ବିନ୍ସ ଉତ୍ପାଦନ ପାଇଁ…

ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା ଉଠାଇ ନେଲେ

ବାଲିଗୁଡା,୧୭।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏନେଇ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର ବିରସେନ…

ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ…

୪୭୦ ଟଙ୍କା ପାଇଁ ୪୦ ହଜାର ଗଣିବ ଡାକ ବିଭାଗ

ଫୁଲବାଣୀ,୧୭ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଅଞ୍ଚଳର ପ୍ରିୟବ୍ରତ ସାହୁ ସୂଚନା ଅଧିକାର ଆଇନ ବଳରେ ସ୍ଥାନୀୟ ଥାନାରେ କିଛି ସୂଚନା ମାଗିଥିଲେ। ଏ ବାବଦକୁ ୪୭୦ ଟଙ୍କା ଜମା କରିବାକୁ ଥାନା ପକ୍ଷରୁ କୁହାଯାଇଥିଲା। ୨୦୨୨ ଏପ୍ରିଲ ୧୮ରେ ପ୍ରିୟବ୍ରତ…

ବାଲିଗୁଡ଼ାରେ ବ୍ୟାପୁଛି ଆଖିଧରା ରୋଗ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଦିନକୁ ଦିନ ଏହି ରୋଗ ବ୍ୟାପିବାରେ ଲାଗିଛି । ବିଶେଷକରି ବିଦ୍ୟାଳୟ ଓ କଲେଜକୁ…

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ବୃଦ୍ଧି ପାଇଥିବା ବେଳେ ବାଲିଗୁଡ଼ା, କ. ନୂଆଗାଁ ପାର ହୋଇ ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ଦେଇ ଗଞ୍ଜେଇ ମାଫିଆମାନେ ବେଧଡ଼କ ଚୋରାଚାଲାଣ କରୁଛନ୍ତି। ଦାରିଙ୍ଗବାଡ଼ି ପୋଲିସ ଗଞ୍ଜେଇ ଚୋରାଚାଲାଣ ବେଳେ…

ଅଙ୍ଗଦଙ୍କ ହାତ ଆକ୍ରମଣ ନୁହେଁ, ଦୁର୍ଘଟଣାରେ କଟିଛି: ପୋଲିସ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ଗ୍ରାମର ଆଦିବାସୀ ଯୁବକ ଅଙ୍ଗଦ ମଲ୍ଲିକ ମୁମ୍ବାଇ କାମ କରିବାକୁ ଯାଇଥିବା ବେଳେ ଦୁଇ ହାତ ହରାଇ ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି।…

ବିପଦସଙ୍କୁଳ ଅବସ୍ଥାରେ ଶୁଖିଲା ଗଛ

ଖଜୁରିପଡ଼ା,୧୪ା୭(ବିଦୁର ବେହେରା)-ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବାରପୁଲିଆଠାରୁ ପକାନା ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କର ମଧ୍ୟ ଭାଗରେ ନବଗୁବା ଛକ। ସେହି ଛକ ନିକଟ ରାସ୍ତା କଡ଼ରେ ଥିବା ଏକ ବଡ଼ ଶୁଖିଲା ଆମ୍ବଗଛ ବିପଦସଙ୍କୁଳ ଅବସ୍ଥାରେ ରହିଛି। ସେହି…

ସ୍ବାଧୀନତାର ୭୬ ବର୍ଷ ପରେ ପୋଲ ନିର୍ମାଣ

ଦାରିଙ୍ଗବାଡି,୧୪।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ଯୋଗୁ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତିରେ ବିଧାୟକ ସାଲୁଗା ପ୍ରଧାନ ରାଜ୍ୟ ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri