କନ୍ଧମାଳ

କୃଷି, ଶିକ୍ଷାର ବିକାଶକୁ କରାଯିବ ତ୍ୱରାନ୍ବିତ: କନ୍ଧମାଳ ଏମ୍‌ପି

ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଗୁରବାର ୭୮ତମ ସାଧୀନତା ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ଯୋଗଦେଇତ ପତାକା ଉତ୍ତୋଳନ କରିଥିଲେ। କନ୍ଧମାଳରେ ପର୍ଯ୍ୟଟନ ଓ କୃଷି କ୍ଷେତ୍ରରେ ବିକାଶକୁ…

ଲାଲକିଲ୍ଲାରେ ଅଙ୍ଗନାୱାଡି ଦିଦି: ଭଲ କାମ କରି ହେଲେ ପୁରସ୍କୃତ

ଦାରିଙ୍ଗବାଡି,୧୫।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହି ଅଙ୍ଗନାୱାଡି କେନ୍ଦ୍ରର କର୍ମୀ ଲିଲି ପୁଷ୍ପିକା ଏକ୍କା ଏବେ ଦିଲ୍ଲୀରେ। ସେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଦିଲ୍ଲୀ ଡାକରା ପରେ ସୋମବାର ଦିଲ୍ଲୀ ଯାଇଛନ୍ତ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀଠାରେ…

ଦାରିଙ୍ଗବାଡ଼ିରେ ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ୭୮ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି…

ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ଅଞ୍ଚଳରେ ହାଇ ଆଲର୍ଟ ଜାରି

ବାଲିଗୁଡ଼ା,୧୪ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ପଞ୍ଚାୟତର ପାଙ୍ଗୁରମିଲା ଜଙ୍ଗଲରେ ବୁଧବାର ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇ ପ୍ରାୟ ୩ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ଏହି ଗୁଳି ବିନିମୟ ହେବା ପରେ…

ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଅଧ୍ୟାୟ: ରୋପଣ ହେଲା ଚେରୀ ବ୍ଲସ୍‌ମ ଚାରା

ଦାରିଙ୍ଗବାଡି, ୧୩।୮ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ପ୍ରଥମଥର ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗସ୍ତ କରିଛନ୍ତି। ସେ ଅପରାହ୍ନରେ ଦାରିଙ୍ଗବାଡି ବନ ବିଭାଗର ଡାକ ବଙ୍ଗଳାରେ…

ବାଲିଗୁଡ଼ାରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି

ବାଲିଗୁଡା,୧୩।୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା, ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଜିଲା ଅତିରିକ୍ତ ଆରକ୍ଷୀ ଅଧିକାରୀ…

ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ: ବନ୍ଦେ ମାତରମ, ଜୟ ହିନ୍ଦ୍‌ରେ ପ୍ରକମ୍ପିତ ଦାରିଙ୍ଗବାଡି

ଦାରିଙ୍ଗବାଡି,୧୩ ।୮(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଜାତୀୟ ଦିବସ ପାଳନ କମିଟି ତଥା ବ୍ଲକ ପ୍ରଶାସନ ପକ୍ଷରୁ ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡ଼ିଓ ଗଦାଧର ପାତ୍ରଙ୍କ…

ଇଣ୍ଡିଆ ବୁକ ରେକର୍ଡରେ ସ୍ଥାନ ପାଇଲେ ବିସ୍ମୟ ବାଳକ ଜି.ପୋଖରାଜ

ବାଲିଗୁଡା,୧୨।୮ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରେ ରହୁଥିବା ୩ ବର୍ଷ ବଯସର ବିସ୍ମୟ ବାଳକ ଜି.ପୋଖରାଜ ପ୍ରସାଦ ପାଢୀ ଏବେ ତିନିବର୍ଷ ବୟସ ରେ ୫୧ ପ୍ରକାର ପ୍ରସଙ୍ଗରେ ସାଧାରଣ ଉତ୍ତର ଜିଭ ଆଗରେ କହିପାରି ଇଣ୍ଡିଆ…

ମୋବାଇଲ ନେଟୱାର୍କ ଫେଲ୍‌: ହନ୍ତସନ୍ତ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଗତ ୨୦ ଘଣ୍ଟା ହେଲା ଉଭୟ ବିଏସଏନଏଲ ଏବଂ ଘରୋଇ ଅନୁଷ୍ଠାନ ଜିଓ ୪ଜି ଫେଲ ହୋଇଛି। ଏତେ ସମୟ ବିତିଯାଇଥିଲେ ସୁଦ୍ଧା ଏହି ସେବାରୁ ହଜାର…

ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରି ଚର୍ଚ୍ଚାରେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): ଆଉ ମାତ୍ର କିଛିଦିନ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ଦାରିଙ୍ଗବାଡ଼ି ଏବେଠାରୁ ଉତ୍ସବ ମୁଖର ହେବା ସହ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ପର୍ଯ୍ୟଟନକ୍ଷେତ୍ରର…

ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍‌ ନମ୍ବର ହ୍ୟାକ୍‌, ପିଏମ୍‌ କିଷାନ ଆପ୍‌ ଇନ୍‌ଷ୍ଟଲ କରିବାକୁ ହ୍ୟାକର୍‌ କରୁଛନ୍ତି ନିବେଦନ

ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍‌ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍‌ କିଷାନ ଆପ୍‌କୁ ପୋଷ୍ଟ କରି ଉକ୍ତ ଆପ୍‌କୁ…

ଦୀର୍ଘବର୍ଷ ଧରି ବନ୍ଦ ପଡ଼ିଛି ଆୟୁର୍ବେଦିକ ଚିକିତ୍ସାଳୟ

ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତର ବିଲାବାଡ଼ିଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘବର୍ଷ ହେବ ବନ୍ଦ ରହିଛି। ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡ଼ିଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?