କନ୍ଧମାଳ

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି। ଦଶହରା ଓ ଲକ୍ଷ୍ମୀପୂଜା ପାଇଁ ଦାରିଙ୍ଗବାଡି ଓ ଏହାର ଆଖପାଖରେ ଶୁଭଖୁଣ୍ଟି ସ୍ଥାପନ କରି…

ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍‌ସା

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ ଭେଟିଛନ୍ତି। ଏହି ସମୟରେ ଲିନ୍‌ସାଙ୍କ ସହ ତାଙ୍କ ଗ୍ରାମର ଅନ୍ୟ ଭଦ୍ର ଲୋକ ଉପସ୍ଥିତ…

ହସ ଖୁସିର ସଂସାର ଉଜାଡି ଦେଲା କ୍ୟାନ୍ସର: ସରକାରୀ ପ୍ରୋତ୍ସାହନରୁ ବଞ୍ଚିତ ଆକାଶ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):ଦିନ ଥିଲା ଗାଡି ଚଳାଇ ଘରକୁ ବଡ଼ ହସ ଖୁସିରେ ଚଳାଉଥିଲେ। ଦିନ ରାତି ପରିଶ୍ରମ କରିବାକୁ ପଛାଉ ନ ଥିଲେ। ଯେତିକି ରୋଜଗାର ଆସୁଥିଲା ସେତିକିରେ ନିଜ ସ୍ତ୍ରୀ ଆଉ ଛୋଟ ଶିଶୁଙ୍କୁ ହସ ଖୁସିରେ…

ସୁସ୍ମିତାଙ୍କ ଡାକ୍ତର ହେବା ସ୍ବପ୍ନ ଚୁରମାର୍‌: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ସ୍ବପ୍ନ ଚୁରମାର୍‌ ହୋଇଛି। ଡାକ୍ତର ହେବାକୁ ଇଚ୍ଛା ରଖି ବିଜ୍ଞାନ ପଢ଼ୁଥିବା ସୁସ୍ମିତା ଦୁର୍ଘଟଣାର ଶିକାର ହୋଇଛନ୍ତି। ଅର୍ଥ ବାଧକ ସାଜିବାରୁ ସେ ଏବେ…

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ଏଏନଏମଙ୍କ କ୍ୱାର୍ଟର ଭିତରେ ଏଏନଏମଙ୍କ ଓଢଣୀ ଲଗାଇ ପୁରୁଷ ବନ୍ଧୁ…

ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡରେ ସାପ କାମୁଡି…

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ ଦିଗାଲ୍‌ଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏପରିକି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା…

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍‌ଘାଟନ…

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ…

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା…

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି । ଏକ ମାତ୍ର ଭରସା ବିଏସଏନଏଲ ନେଟୱାର୍କ ଅଚଳ ହୋଇଥିଲେ ସୁଦ୍ଧା ବିଭାଗୀୟ ଅଧିକାରୀ ଏହାକୁ…

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହେବା ରବିବାର ଜଣାପଡ଼ିଛି। ମୃତକ ହେଲେ ପୁରେଶ୍ୱର ମାଝି(୬୫)। ମିଳିଥିବା ସୂଚନାନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?