ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି
ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ…
ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ
ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ। ତେବେ ଚୋରି କରି ନେଉଥିବା ପିକଅପ ଭ୍ୟାନ ସହ ଚୋରୀ ସାମଗ୍ରୀକୁ କ.…
ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…
ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି ଏହାକୁ ନେଇ ଗାଁରେ ବସବାସ କରୁଥିବା ଜନଜାତି ଉପଭୋକ୍ତା ଶୁକ୍ରବାର ପୂର୍ବାହ୍ନରେ ବୈଠକ…
ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା
ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ ରାଜି ନ ହେବା ସହ ବାହାରକୁ ରୋଜଗାର କରିବାକୁ ଯିବାକୁ ଅଡ଼ି ବସିଥିଲେ।…
ଜାତୀୟ ରାଜପଥର ଫୁଟ୍ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…
ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ ଦୁର୍ବୃତ୍ତ କାଟି ଚୋରି କରି ନେଉଥିବା ଅଭିଯୋଗ ହୋଇଛି। ଗୋଟିଏ ସ୍ଥାନରେ ରେଲିଂ…
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳ ବେଦଭୂଷଣ ଦୁଇ ଦିନ ଅର୍ଥାତ…
ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ
ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ ହେବାରୁ ଡାକ୍ତରମାନେ କଳାବ୍ୟାଜ୍ ପରିଧାନ କରି ପ୍ରତିବାଦ କରିବା ସହ ଆନ୍ଦୋଳନ ଯୋଗୁ…
ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର
ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ, ଏ ଏସ ଆଇ ତପନ…
ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କାରରେ ଯାତ୍ରା କରୁଥିବା ୪ ଜଣ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ…
କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ
ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍ଜିଏନ୍ଆର୍ଇଜିଏସ୍ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଗିରଫ ଅଧିକାରୀମାନେ ହେଲେ ସହକାରୀ…
୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ
ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ସିମନବାଡି, ବୁଡ଼ାଗୁଡା, ଶିକରମାହା, ଗଦାପୁର, ବ୍ରାହ୍ମଣୀଗାଁ, ମର୍ଦ୍ଦିପାଙ୍କା ନୂତନ ପ୍ରାଥମିକ…
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି ସରିବାର ୬ ଦିନ ପୁର୍ୱରୁ ଦୋକାନକୁ ବନ୍ଦ କରିଦିଆଯାଇଥିବା ଅଭିଯୋଗ ହୋଇଛି। ଏଭଳି…

