ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ
ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ ହାତୀପଲରୁ ୨୩ଟି ଏହି ଅଞ୍ଚଳ ଛାଡି ଟିକାବାଲି ବନାଞ୍ଚଳ ଦେଇ ପଳେଇଥିବା ବେଳେ ଅନ୍ୟ…
ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି
ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ ହୋଇଥିବା ଥାନା ଅଧିକାରୀ ଚିରଞ୍ଜୀବି ବେହେରା କହିଛନ୍ତି। ହେଲେ ପୋଲିସ…
ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ
ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ…
ମଇଁଷି ଖୋଜିବାକୁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ିଗଲେ
ବାଲିଗୁଡ଼ା,୨୬।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକର ଗାଁରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରତର ହୋଇଛନ୍ତି। ସେ ହେଲେ ଅଖିଳ ପ୍ରଧାନୀ (୩୫)। ଅଖିଳ ଗୁରୁବାର ଗାଁ ଜଙ୍ଗଲକୁ ମଇଁଷି…
ହଷ୍ଟେଲରେ ରହି ପଢ଼ିବାକୁ ଯାଇଥିଲେ, ଘରକୁ ଫେରିଲା ଛାତ୍ରୀଙ୍କ ମୃତଦେହ
ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ହଷ୍ଟେଲରେ ରହି ପାଠ ପଢ଼ିବାକୁ ଯାଇଥିଲେ ଜଣେ ଛାତ୍ରୀ। ହେଲେ ଘରକୁ ଫେରିଲା ତାଙ୍କ ମୃତଦେହ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟରେ। ସୂଚନାନୁଯାୟୀ, ବୁଡ୍ରୁକିଆ ଆଶ୍ରମ…
ଷ୍ଟଣ୍ଟ୍ କରୁଥିବା ବେଳେ ଆମ୍ବୁଲାନ୍ସ ସହ ମୁହାଁମୁହିଁ ପିଟି ହେଲା ବାଇକ୍, ଚାଲିଗଲା ଯୁବକଙ୍କ ଜୀବନ
ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ବାଇକ୍ରେ ଷ୍ଟଣ୍ଟ କରି ଦ୍ରୁତଗତିରେ ଯାଉଥିବା ବେଳେ ଏହା ତାଙ୍କ ପାଇଁ କାଳ ସାଜିଛି। ଏକ ଘରୋଇ ଆମ୍ବୁଲାନ୍ସ ମୃତଦେହ ଧରି…
ତ୍ରୁଟିପୂର୍ଣ୍ଣ ଡ୍ରେନ୍ ନିର୍ମାଣ, ହେଉନି ଜଳ ନିଷ୍କାସନ
ରାଇକିଆ,୨୬ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରାଯାଉଥିଲେ ମଧ୍ୟ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ତାହାର ସଠିକ୍ କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି କନ୍ଧମାଳ ଜିଲା…
ବିନା ବିଦ୍ୟୁତ୍, ଯନ୍ତ୍ରରେ ହେବେ ଜଳ ସେଚନ
ରାଇକିଆ,୨୪।୬(ପ୍ରଦୀପ ବେହେରା): ଚାଷୀଙ୍କୁ ବିନା ବିଦ୍ୟୁତ୍ ଏବଂ ଯନ୍ତ୍ରରେ ଜଳ ସେଚନର ସୁବିଧା ମିଳିବ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକ ଗୁମାମହା ପଞ୍ଚାୟତର ବାନ୍ଦା ଗ୍ରାମରେ ମାଧ୍ୟମ ଫାଉଣ୍ଡେଶନ ସହଯୋଗରେ ଜଳସେଚନ ପାଇଁ ଅଭିନବ ବ୍ୟବସ୍ଥା କରାଯାଇଛି। ୧୮୦୦ ମିଟର…
ବାଇକ୍ ସହ ଗଞ୍ଜେଇ ଜବତ, ୨ ଗିରଫ
ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲା ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ ମାଡ଼ିବସିଛି। ଏକ ବାଇକ୍ ସହ ୧୧ କେଜି ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି…
ଟ୍ରକ ତଳେ ଶୋଇଥିଲେ: ଚାଲିଗଲା ଡ୍ରାଇଭରଙ୍କ ଜୀବନ
ବାଲିଗୁଡ଼ା:୨୨।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରକ ତଳେ ଶୋଇଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ । କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବୁଢ଼ାନଈ ନିକଟରେ ଘଟିଛି ଏଭଳି ଏକ ଅଘଟଣ । ଟ୍ରକର ଯାନ୍ତ୍ରିକ ତ୍ରୁଟି ଯୋଗୁ ୫ଦିନ ହେଲା ରାସ୍ତା କଡ଼ରେ…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଆଗକୁ ବଢିବ ବର୍ଷା
ବାଲିଗୁଡ଼ା,୨୧।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ…
ଦାରିଙ୍ଗବାଡ଼ିରେ ପ୍ରାକ୍ ମୌସମୀ ବର୍ଷା
ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପ୍ରାକ୍ ମୌସମୀ ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ବ୍ଲକ ଅଞ୍ଚଳର ପ୍ରାୟ ବିଭିନ୍ନ ଗାଁରେ ପ୍ରାକ୍…

