କନ୍ଧମାଳ

ଅସହ୍ୟ ଗୁଳୁଗୁଳି, ଚିନ୍ତା ବଢ଼ାଉଛି ବିଦ୍ୟୁତ୍‌କାଟ୍‌ ସମସ୍ୟା

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ପ୍ରଚଣ୍ଡ ଖରା ସହ ଗରମ ବୃଦ୍ଧି ପାଇଛି। ବୁଧବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆର୍ଦ୍ରତା ୯୦ ପ୍ରତିଶତ ରହିଥିଲା। ତେବେ ବିଳମ୍ବିତ ରାତି ତଥା ଗୁରୁବାର ଭୋର୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌…

ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ କାଟ…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଠାରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ଜଣାପଡ଼ିଛି। ଏଭଳି…

ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସଫେଇ ଆଳରେ କରୁଥିଲେ ସୁନା ଲୁଟ, ଧରା ପଡିବା ପରେ ଦୟା ଦେଖାଇଲେ ସୁନା ମାଲିକ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ସୁନା ସଫେଇ କରିଦେବି-ମଙ୍ଗଳସୂତ୍ର ଗୁନ୍ଥିଦେବା ବାହାନା କରି ସୁନା ଲୁଟ କରୁଥିଲେ ୪ ମହିଳା। ତେବେ ଗ୍ରାମବାସୀ ସେମାନଙ୍କୁ କାବୁ କରି ପୋଲିସା ଜିମା ଦେଇଛନ୍ତି। କିନ୍ତୁ…

ସ୍ବୟାସ ସାମଲ ମାଟ୍ରିକ ଜିଲା ଟପ୍ପର

ଜି ଉଦୟଗିରି,୨୭।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ହବାକ ହାଇସ୍କୁଲର ଛାତ୍ର ସ୍ବୟାସ ସାମଲ ଚଳିତ ମାଟ୍ରିକ ପରୀକ୍ଷାରେ ସମୁଦାୟ ୬୦୦ ମାର୍କରୁ ୫୫୮ ନମ୍ବର (ଶତକଡା ୯୩% ମାର୍କ) ରଖି ଜିଲାରେ ଟପ୍ପର ହୋଇଛନ୍ତି। ସ୍ବୟାସ ଜି ଉଦୟଗିରି ନିକଟସ୍ଥ ସୁଭଦ୍ରା…

ଶାଗୁଆନ କାଠଗଣ୍ଡି ଚୋରାଚାଲାଣ ବେଳେ ୮ ମାଫିଆ ଗିରଫ

ଦାରିଙ୍ଗବାଡ଼ି,୨୭ା୫(ଅରୁଣ ସାହୁ): କିଛିଦିନ ଧରି ଜଙ୍ଗଲରେ ଆତଙ୍କ ସୃଷ୍ଟି କରିବା ସହ ଜଙ୍ଗଲ କାଟି କନ୍ଧମାଳ ଜିଲାରୁ ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଞ୍ଚଳକୁ ଚୋରାଚାଲାଣ କରାଯାଉଥିଲା ଏହି ଖବର ବ୍ରାହ୍ମଣୀଗାଁ ବନାଞ୍ଚଳ ନିକଟରେ ପହଞ୍ଚିବା ପରେ ବିଭାଗ ପକ୍ଷରୁ ରାତ୍ରି…

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ…

ଝାମ୍ପି ନେଇଗଲେ ୧୦ କେଜି ରୂପା

ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପାଟଖଣ୍ଡା ସାହିର ପୁରୁଖା ରୂପା…

ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନରେ ଅଘଟଣ

ଖଜୁରୀପଡ଼ା ୨୩।୫( ବିଦୁର ବେହେରା): ଅଷ୍ଟ ପ୍ରହର ନାମ ଯଜ୍ଞ ବିସର୍ଜନ ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖଜୁରୀପଡ଼ା ଥାନା ଅନ୍ତର୍ଗତ ଟିଟ୍ରା ପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମରେ ଏହି ଘଟଣା ଘଟିଛି। ଗାଁରେ ଧୁମଧାମରେ ଅଷ୍ଟ…

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ…

କାଳବୈଶାଖୀରେ ଉପୁଡ଼ିଲା ଗଛ, ଛିଡ଼ିଲା ବିଦ୍ୟୁତତାର

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି ଫଳରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଦେଖାଯାଇଛି। ଏକାଧିକ ପଞ୍ଚାୟତ ଏବେ ଅନ୍ଧାରରେ ରହିଛି। ପ୍ରକାଶ ଯେ, ବୁଧବାର ଅପରାହ୍ନରେ ହଠାତ୍‌ କଳା ମେଘ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?