କନ୍ଧମାଳ

ଦାରିଙ୍ଗବାଡିରେ ଅସହ୍ୟ ତାତି

ଦାରିଙ୍ଗବାଡି,୧୨।୪(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ଦୁଇ ଦିନ ତାପମାତ୍ରା ବୃଦ୍ଧି ପାଇଛି। ମଙ୍ଗଳବାର ସଂଧ୍ୟା ସୁଦ୍ଧା ସର୍ବାଧିକ ୩୪.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାର ସକାଳ ସୁଦ୍ଧା ସର୍ବନିମ୍ମ ୨୦.୫ ଡିଗ୍ରୀ ରହିଥିବା…

ଗଞ୍ଜେଇ ଚୋରାଚାଲାଣ ବେଳେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଦାରିଙ୍ଗବାଡି,୧୦।୪(ଡି.ଏନ.ଏ.): ଦାରିଙ୍ଗବାଡି ପୋଲିସ ସୋମବାର ଗଞ୍ଜେଇ ଭର୍ତ୍ତି ବୋଲେରୋକୁ ଜବତ କରିଛି। ଏଥିସହ ୨୨କିଲୋ ୩୫୦ଗ୍ରାମ ଗଞ୍ଜେଇ ସହ ଏଥିରେ ସମ୍ପୃକ୍ତି ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ଗିରଫ ବ୍ୟକ୍ତିଜଣଙ୍କ ହେଲେ ବାଲିଗୁଡା ଥାନା ସାଲାକିଆ ଗ୍ରାମର…

ଜନଜାତି ଶିକ୍ଷୟିତ୍ରୀ ଏବେ ଦିନମଜୁରିଆ

ଫୁଲବାଣୀ ଅଫିସ, ୧୦ା୪: ଅନୁସୂଚିତ ଜନଜାତିର ଜଣେ ଶିକ୍ଷୟିତ୍ରୀ(ଶିକ୍ଷା ସହାୟକ) ଚାକିରି କ୍ଷେତ୍ରରେ ୩ ବର୍ଷ ୮ ମାସ ପୂରଣ କରିସାରିବା ପରେ ଏବେ ତାଙ୍କୁ ଦିନମଜୁରିଆ ସାଜିବାକୁ ପଡ଼ିଛି। ପ୍ରଶାସନର ଅଣଦେଖା ହେତୁ ସେ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।…

ଗାଁ ସଫା କଲେ ବିଡିଓ

ଦାରିଙ୍ଗବାଡ଼ି,୭ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଗ୍ରାମରେ ଶୁକ୍ରବାର ଗାଁକୁ ସଫେଇ କରାଯାଇଛି। ଏଥିରେ ମୁଖ୍ୟ ଆକର୍ଷଣ ଥିଲେ ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର। ଉକ୍ତ ଗ୍ରାମର ବଜାରଠାରୁ ସାହୁ ନଗର, ବିଦ୍ୟାଳୟ ପରିସର, ଶିବମନ୍ଦିର ରୋଡ୍‌, ଜଗନ୍ନାଥ ମନ୍ଦିର…

ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ,୬।୪: ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର…

ବ୍ୟାଙ୍କ ନିକଟରୁ ଲୁଟ୍‌ ଘଟଣା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ୍‌, ୬ ଗିରଫ

ଫୁଲବାଣୀ ଅଫିସ,୫ା୪: ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ ଲୁଟେରା ଗ୍ୟାଙ୍ଗ୍‌ଙ୍କୁ କେସିଙ୍ଗା ନିକଟରୁ ଧରିଛି। ଏହି ଘଟଣାରେ ମୋଟ ୬ ଜଣଙ୍କୁ…

କଂଗ୍ରେସ ନେତାଙ୍କ ପରଲୋକ

ବାଲିଗୁଡ଼ା,୫ା୪:(ଡି.ଏନ.ଏ): ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ଼ ବ୍ଲକ ପିସିସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ(୭୭)ଙ୍କ ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥତା ଥିବାରୁ ପୁନେ ଠାରେ ସାନପୁଅ ନିକଟରେ ରହି ଚିକିତ୍ସା…

ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁଯାୟୀ, କୋଟଗଡ ଥାନା ଅନ୍ତର୍ଗତ ସାର୍ତ୍ତୁଲ ପଞ୍ଚାୟତ ରଡା…

ଟିଡିସିସିଓଏଲ୍‌ର ଉପାଧ୍ୟକ୍ଷ ହେଲେ ଦିଲୀପ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ.): ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମର ବିଭିନ୍ନ ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳର ଦିଲୀପ ପ୍ରଧାନ ରାଜ୍ୟ…

ଦିନ ଦ୍ୱିପ୍ରହରରେ ଲୁଟ୍‌: ଝାମ୍ପି ନେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଫୁଲବାଣୀ ଅଫିସ, ୩।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି…

ପାଣି କୁଣ୍ଡରେ ପଡ଼ି ଶିଶୁକନ୍ୟାର ଜୀବନ ଗଲା

ଫୁଲବାଣୀ ଅଫିସ,୨ା୪: ଫୁଲବାଣୀ ସଦର ଥାନା ଅଞ୍ଚଳରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ପାଣି କୁଣ୍ଡରେ ବୁଡ଼ିଯାଇ ଏକ ଦେଢ଼ ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ମିଳିଥିବା ସୂଚନାନୁସାରେ, ସଦର ଥାନା ଅନ୍ତର୍ଗତ ହାତିଗବା ଗ୍ରାମର ଗୋବର୍ଦ୍ଧନ କହଁରଙ୍କ ଦେଢ଼…

ଯୁବକଙ୍କ ମଳଦ୍ୱାରରେ ପଶିଗଲା ଶାବଳ

କୋଟଗଡ଼/ବାଲିଗୁଡ଼ା,୧ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସୁବର୍ଣ୍ଣଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଏକ ସ୍କୁଲ ମରାମତି ବେଳେ ଜଣେ ଯୁବକଙ୍କ ମଳଦ୍ୱାରରେ ଶାବଳ ପଶିଯିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।   ଗୁରୁତର ଯୁବକ ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri