ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ
ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ଅଘଟଣ । ପୁଅ ଆଖି ସାମ୍ନାରେ ନଦୀର ପ୍ରଖର…
କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍ ଉପରେ ପଡୁଛି ଘୋର ପ୍ରଭାବ
ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ ୍ଆସିବା ବନ୍ଦ ହୋଇଛି। ବସ୍ଗୁଡ଼ିକ ଚକାପାଦ ଦେଇ କନ୍ଧମାଳ ଜିଲାକୁ ଆସୁଥିବାରୁ ୫୦…
ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…
ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗାଜଲବାଡ଼ିଠାରେ ପ୍ରବେଶ ପଥରେ ଲାଗିବ ଓଭରହେଡ୍ ବ୍ୟାରିଅର ବା ଉଚ୍ଚ ପ୍ରତିବନ୍ଧକ ଗେଟ୍…
ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…
ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍) ଅଧୀନରେ ଚାଉଳ ବଣ୍ଟନକୁ ନେଇ ସାଂଘାତିକ ଅନିୟମିତତାର ଅଭିଯୋଗ ଉଠିଛି। ହାତିମୁଣ୍ଡ ଗ୍ରାମରେ ଏଭଳି ଅଭିଯୋଗ ସାମ୍ନାକୁ ଆସିଛି।…
ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା
ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ତେବେ ଲୁହା, ବାଲି, ଗୋଡ଼ି, ଇଟା ଓ…
ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା
ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜନ୍ମଜୟନ୍ତୀ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଖିଳ ଭାରତୀୟ ସାହିତ୍ୟ ପରିଷଦର…
ଗାଜଲବାଡି ଘାଟି ସିଲ୍କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର
ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର ଠାରୁ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏହି…
ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର
ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’ ଦୁର୍ଗାପୂଜା ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆସନ୍ତା ଅକ୍ଟୋବର ୧୮ରେ…
ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ
ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ଅସ୍ଥାୟୀ ମାଟି ରାସ୍ତାରେ ବାରମ୍ବାର ଯାତାୟାତ ବାଧାପ୍ରାପ୍ତ ହେଉଛି। ଶୁକ୍ରବାର…
ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!
ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ କାର୍ଯ୍ୟକ୍ରମ…
୧୩୨ କେଭି ଲାଇନ୍ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର ସନ୍ଧ୍ୟାଠାରୁ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କଣ୍ଟେଇପଲ୍ଲୀରୁ ଫୁଲବାଣୀକୁ ସଂଯୋଗ କରୁଥିବା ୧୩୨…
ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଫଳରେ ଦାରିଙ୍ଗବାଡ଼ିରୁ ଗଜପତି ଜିଲା ଦେଇ ବ୍ରହ୍ମପୁରକୁ…

